ଟିକସ ଫାଙ୍କି ମାମଲାରେ କୋଷ୍ଟା

ମାଡ୍ରିଡ, ୧୮ା୪ (ଏଏଫ୍‌ପି)- ସଦ୍ୟତମ ଫୁଟ୍‌ବଲ ଷ୍ଟାର ଖେଳାଳି ହିସାବରେ ଆଟ୍‌ଲେଟିକେ ମାଡ୍ରିଡ୍‌ ଷ୍ଟ୍ରାଇକର ଡିଏଗୋ କୋଷ୍ଟା ଟିକସ ଫାଙ୍କି ମାମଲାରେ ଫସିଛନ୍ତି।  ‘ଇମେଜ୍‌-ରାଇଟ୍‌’ ବାବଦରେ ସେ…

ଏଥର ଟୁସୁ କନିଆ, ଶଙ୍କର ବର: ମେ ୨୯ରୁ ଜୁନ ୨ ତାରିଖ ଯାଏ ବାହାଘର

ବାଲେଶ୍ୱର ଅଫିସ,୧୮।୪- ବାଲେଶ୍ୱରରେ ପ୍ରତିବର୍ଷ ପାଳିତ ହେଉଥିବା ଜଉକଣ୍ଢେଇ ବାହାଘର ଲୋକକଳା ଓ ସଂସ୍କୃତି, ଲୋକକଥା, ଲୋକସାହିତ୍ୟ  ପରମ୍ପରାରେ  ଏକ ଅଦ୍ୱିତୀୟ ଲୋକପର୍ବର ମାନ୍ୟତା ଲାଭ କରିଛି।…

ଡାଇବେଟିସ୍‌ ଉପଚାର ଏବେ ହାତ ପାଆନ୍ତାରେ…

ପ୍ରତିଦିନ ସକାଳେ ଅଧା କପ୍‌ ବିଟ୍‌ ରସ ପିଇଲେ ଅନେକ ଉପକାର ମିଳିଥାଏ। ବିଟ୍‌ ରସ କୋଲେଷ୍ଟରଲସ୍ତର ହ୍ରାସ କରିଥାଏ। ଫଳରେ ହାର୍ଟ ଆଟାକ୍‌ ସମସ୍ୟାରୁ ମୁକ୍ତି…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

କଂଗ୍ରେସ ରାଲିରେ ଯୋଗ ଦେଇଥିବା ଯୁବକଙ୍କୁ ହତ୍ୟା:କୁସୁମପାଣି ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ଝରିଗାଁ,୧୭।୪(ସ୍ବ.ପ୍ର)-କଂଗ୍ରେସ ରାଲିରେ ଯୋଗ ଦେବାକୁ ଆସିଥିବା ଜଣେ ଯୁବକ ନିଖୋଜ ହେବାର ୮ ଦିନ ପରେ ବୁଧବାର ତାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା…

ଶ୍ରାଦ୍ଧ ଦିବସରେ ଅସମ୍ମାନ: ବିଜୁଙ୍କ ପ୍ରତିମୂର୍ତ୍ତିରେ ପଡିଲାନି ଫୁଲମାଳ

ଗୁଣପୁର,୧୭।୪(ଡି.ଏନ୍‌.ଏ.)-ରାୟଗଡା ଜିଲା ଗୁଣପୁର ବିଜେଡିରେ ଥିବା ମତଭେଦ ଯୋଗୁ ଶ୍ରାଦ୍ଧ ଦିବସରେ ପ୍ରବାଦ ପୁରୁଷଙ୍କ ପ୍ରତି ଅସମ୍ମାନ ହେଲାଭଳି ଘଟଣା ଦେଖିବାକୁ ମିଳିଛି। ବୁଧବାର ନୂତନ ବସ୍‌ଷ୍ଟାଣ୍ଡସ୍ଥିତ…

ଚର୍ଚ୍ଚରେ ଭଙ୍ଗାରୁଜା ଘଟଣା: ୭ ଜଣ ନିର୍ଦ୍ଦୋଷରେ ଖଲାସ

ଗୁଣପୁର,୧୭।୪(ଡି.ଏନ୍‌.ଏ.):ରାୟଗଡା ଜିଲା ରାମନାଗୁଡା ବ୍ଲକ ସୁଲୁଡିସ୍ଥିତ କାଥୋଲିକ ଚର୍ଚ୍ଚରେ ୨୦୦୮ ଅଗଷ୍ଟ ୨୫ରେ ପ୍ରାୟ ୫୦ରୁ ୬୦ ଜଣ ଲୋକ ପଶି ଜିନିଷ ପତ୍ର ଭଙ୍ଗାରୁଜା କରିବା…

କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଜମୁଛି ପ୍ରଚାର

କେନ୍ଦ୍ରାପଡ଼ା ଅଫିସ୍‌, ୧୭।୪: ଆସନ୍ତା ୧୮ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୧୬ ତାରିଖରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏବେ…

ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା: ଜିଲାପାଳଙ୍କୁ ଦେଖାକଲେ ଚାଷୀ ପ୍ରତିନିଧି

ନୂଆପଡା ଅଫିସ,୧୭ା୪: ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଦର୍ଲିପଡା, ସିଆଲଟି ଗ୍ରାମପଞ୍ଚାୟତରେ ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା ଯୋଗୁ ଶତାଧିକ ଏକର ଜମିର ରବି ଚାଷ ଉଜୁଡିବାରେ…

ଏଟିଏମ୍‌ ସୁରକ୍ଷା କର୍ମୀଙ୍କ ମୃତ୍ୟୁ: ଅଂଶୁଘାତ ସନ୍ଦେହ

ଧାମନଗର, ୧୭।୪ (ଡି.ଏନ.ଏ.) - ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଅର୍ଜୁନପୁର ଗ୍ରାମର ପ୍ରହଲ୍ଲାଦ ରାଉତଙ୍କ ପୁଅ ଇନ୍ଦ୍ରଜିତ(୩୩)ଙ୍କର ବୁଧବାର ସକାଳେ ମୃତ୍ୟୁ ଘଟିଛି। ଅଂଶୁଘାତରେ…