ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ ବେଳେ ଅଣ୍ଡାମାଡ଼ ଘଟଣା: ଅଟକ ବାଳଗୋପାଳଙ୍କ ସମେତ ୧୪ଜଣଙ୍କୁ ଛାଡ଼ିଲା ପୋଲିସ

ବଲାଙ୍ଗୀର ଅଫିସ,୧୭ା୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବଲାଙ୍ଗୀର ଜିଲାରେ ମାରାଥନ୍‌ ରୋଡ ଶୋ’ କରିବା ସମୟରେ ଆଗଲପୁର ବ୍ଲକ ସାଲେଭଟାଠାରେ କଳାପତାକା ପ୍ରଦର୍ଶନ ଓ ଅଣ୍ଡାମାଡ…

ସୁସ୍ଥ ହୋଇ ଫେରିଲେ କେପି

ଢେଙ୍କାନାଳ ଅଫିସ୍‌, ୧୭ା୪- ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ତଥା ବରିଷ୍ଠ କଂଗ୍ରେସ ନେତା କାମାକ୍ଷା ପ୍ରସାଦ ସିଂଦେଓ (କେପି) ସୁସ୍ଥ ହୋଇ ଫେରିଛନ୍ତି। ଖୁବ୍‌ ଶୀଘ୍ର…

ଓଡ଼ଗାଁ ରାମ ନବମୀ ଯାତ୍ରାର ଚତୁର୍ଥ ସନ୍ଧ୍ୟା: ଧନୁଭଗ୍ନ ପାଇଁ ଶ୍ରୀରାମଙ୍କ ଗଙ୍ଗା ପାର

୧୭ା୩(ସ୍ବ.ପ୍ର.)-ନୟାଗଡ ଜିଲା ଓଡ଼ଗାଁ ଶ୍ରୀରଘୁନାଥଜୀଉଙ୍କ ପୀଠରେ ଅନୁଷ୍ଠିତ ହେଉଥିବା ପ୍ରସିଦ୍ଧ ଶ୍ରୀରାମ ନବମୀ ଯାତ୍ରାର ମଙ୍ଗଳବାର ହେଉଛି ଚତୁର୍ଥ ସନ୍ଧ୍ୟା| ପ୍ରଭୁ ଶ୍ରୀରାମ,  ଅନୁଜ ଲକ୍ଷ୍ମଣ ଓ…

ରେଳ ଧାରଣାରୁ ଯୁବକ, ମହିଳାଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ,୧୭ା୪-ରେଳବାଇ ପୋଲିସ ସ୍ଥାନୀୟ ନାରୀ ସେବା ସଦନ ନିକଟ ରେଳ ଧାରଣାରୁ ମଙ୍ଗଳବାର ସକାଳେ ଜଣେ ଯୁବକ ଓ ଜଣେ ମହିଳାଙ୍କ ମୃତଦେହ ଜବତ କରିଥିଲା।…

ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ, ୭ ଗିରଫ

ଗୋପାଳପୁର/କନିଷି,୧୭ା୪(ଡି.ଏନ.ଏ.)-ଗୋଳନ୍ଥରା ଥାନା ପୋଲିସ ସୋମବାର ରାତିରେ ଏକ ବ୍ୟାଙ୍କରୁ ଡକାୟତି ଯୋଜନା କରୁଥିବା ୭ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କୁନା ବେହେରା, ସୁରଜ ପରିଡା,…

ରକ୍ତଭଣ୍ଡାର ଖାଲି, ଆବଶ୍ୟକଠାରୁ ସଂଗ୍ରହ କମ୍‌

ବ୍ରହ୍ମପୁର ଅଫିସ୍‌,୧୭ା୪-ବ୍ରହ୍ମପୁର ବଡ଼ମେଡ଼ିକାଲ୍‌ ପରିସରରେ ଥିବା ରକ୍ତଭଣ୍ଡାରରେ ରକ୍ତ ଖାଲି ହେବାରେ ଲାଗିଛି । ଏପରିକି ଅତ୍ୟାବଶ୍ୟକ ସ୍ଥଳେ ମଧ୍ୟ ରୋଗୀଙ୍କୁ ଦେବା ପାଇଁ ରକ୍ତ ନାହିଁ…

୧୮ରେ ୨ ବୁଥ୍‌ରେ ସାନି ମତଦାନ: ମାଲକାନଗିରି ଏମ୍‌.ପି.ଭି. ୬୫ର ୨୫୪ନଂ ବୁଥ୍‌ ଓ ବ୍ରହ୍ମପୁର ସିଟି ହାଇସ୍କୁଲ ୬୩ନଂ ବୁଥ୍‌ବ୍ରହ୍ମପୁର ସିଟି ହାଇସ୍କୁଲ ୬୩ନଂ ବୁଥ୍‌

ମାଲକାନଗିରି,(ସ୍ବ.ପ୍ର.)/ବ୍ରହ୍ମପୁର ଅଫିସ, ୧୬ା୪: ମାଲକାନଗିରି ଜିଲାର ମାଲକାନଗିରି ନିର୍ବାଚନ ମଣ୍ଡଳୀର ୨୫୪ନଂ ବୁଥରେ ସାନି ମତଦାନ ପାଇଁ କେନ୍ଦ୍ର ନିର୍ବାଚନ ଆୟୋଗ ଆସନ୍ତା ୧୮ ତାରିଖକୁ ଧାର୍ଯ୍ୟ…

କଂଗ୍ରେସ କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

ହାଟଡିହୀ,୧୭।୪(ଡି.ଏନ.ଏ.): ଆନନ୍ଦପୁର ନିର୍ବାଚନମଣ୍ଡଳୀ ହାଟଡିହୀ ବ୍ଲକ ୩୭ ନଂ ଜୋନ୍‌ର ସଡ଼ଙ୍ଗଠାରେ କଂଗ୍ରେସ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀ କଂଗ୍ରେସର…

ପାହାଡ଼ ଉପରେ ବିତୁଛି ଜୀବନ

ଝୁମ୍ପୁରା, ୧୭।୪(ଡି.ଏନ୍‌.ଏ.): କେନ୍ଦୁଝର ସଦର ନିର୍ବାଚନମଣ୍ଡଳୀ ତଥା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ନିଶ୍ଚିନ୍ତପୁର ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ପାହାଡ଼ ଉପରେ ଥିବା ୩ ଗାଁ କନକନା, ହରିଡ଼ାଯୋଡ଼ି,…

ବିଦ୍ୟୁତ୍‌ ଷ୍ଟ୍ରକ୍ଚର କାର୍ଯ୍ୟକ୍ଷମ ହେବାରେ ବିଳମ୍ବ

ଚାନ୍ଦବାଲି,୧୭।୪(ଡି.ଏନ୍‌.ଏ.)-ଭଦ୍ରକ ନେସ୍କୋ ବିଦ୍ୟୁତ୍‌ ଡିଭିଜନ, ତିହିଡ଼ି ସବ୍‌ଡିଭିଜନ ଓ ଚାନ୍ଦବାଲି ସେକ୍ସନ ଅଧୀନ ମତୋ  ୩୩/୧୧ କେଭି ବିଦ୍ୟୁତ୍‌ ଷ୍ଟ୍ରକ୍ଚର କାର୍ଯ୍ୟକ୍ଷମ ହେବାରେ ବିଳମ୍ବ ହେଉଛି। ଫଳରେ…