ରାଜ ବାବ୍ବରଙ୍କୁ ଦୌଡାଇ ଦୌଡାଇ ମାରିବାକୁ ଧମକ

ନୂଆଦିଲ୍ଲୀ,୧୬।୪; ଫତେପୁର ସିକ୍ରିରୁ ନିର୍ବାଚନ ଲଢୁଥିବା ବିଏସ୍‌ପି ନେତା ଗୁଡ୍ଡୁ ପଣ୍ଡିତଙ୍କର ଏକ ଭିଡ଼ିଓ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ କଂଗ୍ରେସ ନେତା ରାଜ ବାବ୍ବରଙ୍କୁ…

ଭେଣ୍ଡିଂ ମେସିନରେ କାର ବିକ୍ରି କରି ଅରବପତି ହେଲେ ବାପପୁଅ

ଓ୍ବାଶିଂଟନ୍‌,୧୬।୪: ଆମେରିକାର ଭେଣ୍ଡିଂ ମେସିନରେ କାର ବିକ୍ରି କରି କୋଟିପତି ହେଲେ ବାପପୁଅ। ବର୍ତ୍ତମାନ ସମୟରେ ଦୁଇଜଣ ୪୭ହଜାର କୋଟିର ମାଲିକ ବୋଲି ଜଣାପଡିଛି। କାରଭାନ ହେଉଛି…

କରୁଣାନିଧି- ଜୟାଲଳିଥାଙ୍କ ବିନା ତାମିଲନାଡୁ ରାଜନୀତି ଉପରେ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୧୬।୪: ତାମିଲନାଡୁ ରାଜନୀତିରେ ପ୍ରଥମଥର ଲାଗି ଦ୍ରାବିଡ ଆନ୍ଦୋଳନର ମହତ୍ୱପୂର୍ଣ୍ଣ ଚେହେରା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଡିଏମ୍‌କେ ମୁଖ୍ୟ ଏମ୍‌ କରୁଣାନିଧି ଓ ଜେ ଜୟାଲଳିଥାଙ୍କ ବିନା…

ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ସେବା କରୁଥିବି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବରଗଡ଼ ଅଫିସ୍‌,୧୬।୪: କାଳିଆ ଯୋଜନାରେ ୪୦ଲକ୍ଷ ଚାଷୀ ଉପକୃତ ହେଲେଣି। ମାତ୍ର କେନ୍ଦ୍ରର ଭାଜପା ସରକାର ଏହି ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରିଛି। କିନ୍ତୁ ମୁଁ…

ପୁଣି ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୧୬।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ଥିବା ବେଳେ ଏବେ ଅଧିକାଂଶ ନେତା ପରସ୍ପର ଉପରକୁ କାଦୁଅ ଫିଙ୍ଗୁଥିବା ଦେଖିବାକୁ ମିଳିଛି। କିଛିଦିନ ହେବ…

ନିର୍ବାଚନ ପ୍ରଚାର କରିବାକୁ ବାରଣ ପରେ ହନୁମାନଙ୍କ ଶରଣ ନେଲେ ଯୋଗୀ

ଲକ୍ଷ୍ନୌ,୧୬।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନିର୍ବାଚନ କମିଶନ (ଇସି) ୭୨ ଘଣ୍ଟା ପାଇଁ ନିର୍ବାଚନ ପ୍ରଚାର କରିବାକୁ ବାରଣ କରିବା ପରେ ସେ ଲକ୍ଷ୍ନୌର…

ଭାଜପା ସପକ୍ଷରେ ପ୍ରଚାର କଲେ ପ୍ରବାସୀ ଭାରତୀୟ

ଅହମ୍ମଦାବାଦ,୧୬।୪: ଲୋକ ସଭା ନିର୍ବାଚନକୁ ଦେଖି ପ୍ରାୟ ୧୭ଶହ ପ୍ରବାସୀ ଭାରତୀୟ ଭାଜପା ସପକ୍ଷରେ ଘର ଘର ବୁଲି ପ୍ରଚାର କରିଥିବା ଦେଖିବାକୁ ମିଳିଛି। ଏମାନଙ୍କ ମଧ୍ୟରେ…

ଜିଲାପାଳଙ୍କ ଅଫିସରୁ ନୂଆ ଭୋଟରଙ୍କ ପାଖକୁ ଯାଉଛି ପୋଷ୍ଟକାର୍ଡ

ଅହମ୍ମଦାବାଦ,୧୬।୪: ଲୋକ ସଭା ନିର୍ବାଚନରେ ଅଧିକରୁ ଅଧିକ ଭୋଟ ଦେବାକୁ ଭୋଟରଙ୍କୁ ଉତ୍ସାହିତ କରିବା ଲାଗି ଗୁଜରାଟ ଅହମ୍ମଦାବାଦର ଜିଲାପାଳ ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି।…

ରେଲଓ୍ବେ ଟିକେଟରେ ମୋଦିଙ୍କ ଫଟୋ:୨ ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୧୬।୪: ନିର୍ବାଚନ ପ୍ରଚାରକୁ ନେଇ ନିର୍ବାଚନ ଆୟୋଗ କଠୋର ହେଉଥିବା ବେଳେ ସୋମବାର କେତେଜଣ ନେତାଙ୍କ ପ୍ରଚାର ଉପରେ କଟକଣା ଲଗାଇଛନ୍ତି। ଇତିମଧ୍ୟରେ ଭାରତୀୟ ରେଳ ବିଭାଗର…

ୟୁଟ୍ୟୁବରୁ ହଟିଲା ‘ପିଏମ୍‌ ନରେନ୍ଦ୍ର ମୋଦି’ ଫିଲ୍ମ ଗୀତ, ଟ୍ରେଲର

ନୂଆଦିଲ୍ଲୀ, ୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜୀବନୀ ଉପରେ ଆଧାରିତ ବାୟୋପିକ୍‌ ଫିଲ୍ମ ‘ପିଏମ୍‌ ନରେନ୍ଦ୍ର ମୋଦି’ର ଟ୍ରେଲର ଓ ଗୀତ ୟୁଟ୍ୟୁବରୁ ହଟାଇଦିଆଯାଇଛି। ଫିଲ୍ମକୁ ନେଇ…