ଗୋଚାଲାଣ ବେଳେ ଭୟଙ୍କର ଦୁର୍ଘଟଣା: ଜଳିଗଲେ ୧୨ ଗୋରୁ

ଭଦ୍ରକ,୨୦।୧୧(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ଗେଲଟୁଆ ନିକଟରେ ଓଲଟି ପଡିଲା ବେଆଇନ ଗୋରୁ ବୋଝେଇ ପିକଅପ ଭ୍ୟାନ । ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲପର…

ଯୁବତୀଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ ଏୟାରଫୋର୍ସ ଯବାନ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୦ା୧୧(ସତ୍ୟଜିତ ରାଉତ):ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା କରିବା ଅଭିଯୋଗରେ ବଡ଼ଗଡ଼ ଥାନା ପୋଲିସ ଏୟାରଫୋର୍ସର ଜଣେ ଯବାନଙ୍କୁ ବୁଧବାର…

ରାଜଧାନୀରେ ଥାର୍‌ ଆତଙ୍କ: ସ୍କୁଟିକୁ ଘୋଷାରି ଦୋକାନ ଭାଙ୍ଗିଲା

ଭୁବନେଶ୍ୱର,୨୦ା୧୦(ସତ୍ୟଜିତ ରାଉତ): ରାଜଧାନୀରେ ପୁଣି ଥାର୍‌ ଆତଙ୍କ ଦେଖିବାକୁ ମିଳିଛି। ଲକ୍ଷ୍ମୀସାଗର ଝାରପଡା କେନାଲ ରୋଡରେ ଏକ ଥାର୍‌ (ନଂ.ଓଡି୩୩ଏଟି୧୨୩୩) ଦ୍ରୁତଗତିରେ ଆସି ଦୁର୍ଘଟଣା ଘଟାଇଛି। ଏଥିରେ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ମାମଲା: ହାଇକୋର୍ଟ ଦେଲେ ଏମିତି ରାୟ

କଟକ,୨୦।୧୧ (କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଡ. ସୁବାସ ମହାପାତ୍ର କରିଥିବା ନିର୍ବାଚନୀ ମକଦ୍ଦମାକୁ ହାଇକୋର୍ଟ ବୁଧବାର ଖାରଜ କରିଛନ୍ତି। ସମ୍ବଲପୁର ଲୋକ ସଭା…

ବିହାର ମୁଖ୍ୟମନ୍ତ୍ରୀ ରୂପେ ନୀତୀଶ କୁମାର ଆଜି ନେବେ ଶପଥ

ପାଟନା,୨୦ା୧୧: ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ନୀତୀଶ କୁମାର ବୁଧବାର ସର୍ବସମ୍ମତିକ୍ରମେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତା ନିର୍ବାଚିତ ହୋଇଛନ୍ତି। ଏହା ପରେ ସେ…

ପଶ୍ଚିମବଙ୍ଗରେ ଅସ୍ତ୍ର ହେବ କି ଏସ୍‌ଆଇଆର୍‌

କୋଲକାତା,୨୦।୧୧: ବିହାର ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଗରେ ସବୁଠୁ ବଡ଼ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ଭାବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉଭା ହୋଇଛନ୍ତି। ମୋଦି…

ଲଖନା ପଞ୍ଚାୟତ: ଭତ୍ତାରୁ ବଞ୍ଚିତ ବୃଦ୍ଧାବୃଦ୍ଧ

ନୂଆପଡ଼ା,୧୯ା୧୧(ମକାରୁ ବେମାଲ) -ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଲଖନା ପଞ୍ଚାୟତ ଅନ୍ତର୍ଗତ ମୁରଲିବାହାଲି ଗାଁରେ ଅନେକ ବୃଦ୍ଧାବୃଦ୍ଧ ଭତ୍ତାରୁ ବଞ୍ଚତ୍ତ ହୋଇ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।…

ଆସୁଛି ବଡ଼ ବର୍ଷା, ୨୨ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨୦ା୧୧ (ରବିନାରାୟଣ ଜେନା): ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୨ ତାରିଖରେ ଏକ ଲଘୁଚାପ ସୃଷ୍ଟିହେବା ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହେବାର ଆଶଙ୍କା…

ଆଜି ଜୟ ନେବେ ଶପଥ

ଭୁବନେଶ୍ୱର,୨୦ା୧୧ (ରବିନାରାୟଣ ଜେନା): ବିଧାନସଭାର ଶୀତକାଳୀନ ଅଧିବେଶନ ଅବ୍ୟବହିତ ପୂର୍ବରୁ ନୂଆପଡ଼ାର ନବନିର୍ବାଚିତ ଭାଜପା ବିଧାୟକ ଜୟ ଢୋଲକିଆ ଗୁରୁବାର ଶପଥ ଗ୍ରହଣ କରିବେ। ବାଚସ୍ପତି ସୁରମା…

ତୁର୍କୀ ଛୁଟିରେ ଯାଇଥିବା ଭାରତୀୟ ପରିବାରର ୪ ସଦସ୍ୟଙ୍କ ମୃତ୍ୟୁ: ‘କୀଟନାଶକ’ ପାଇଁ ମୃତ୍ୟୁ ସନ୍ଦେହ

ନୂଆଦିଲ୍ଲୀ,୧୯।୧୧: ତୁର୍କୀର ଇସ୍ତାନବୁଲକୁ ଛୁଟି କାଟିବାକୁ ଯାଇଥିବା ଜର୍ମାନୀରେ ରହୁଥିବା ତୁର୍କୀ-ଜର୍ମାନୀୟ ବଂଶୋଦ୍ଭବ ଏକ ପରିବାରର ଚାରି ଜଣ ସଦସ୍ୟଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ରହସ୍ୟମୟ ହୋଇଛି…