ନୂଆଦିଲ୍ଲୀ,୧୫।୬:ଏବେ ଆପଣ ଭାବୁଥିବେ ବିମାନରେ ଯାତ୍ରା କରିବା ସମୟରେ 11A ସିଟ ସବୁଠାରୁ ସୁରକ୍ଷିତ, ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଏୟାରଲାଇନ୍ସ ଏବେ ଏହି…
ନୂଆଦିଲ୍ଲୀ,୧୫।୬: ଶନିବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଆଲୋଚନା ପରେ ରାଷ୍ଟ୍ରପତି ଟ୍ରମ୍ପ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଏକ ବଡ଼ ଦାବି…
ଅବୁଜା,୧୫।୬: ନାଇଜେରିଆର କେନ୍ଦ୍ରୀୟ ବେନୁ ରାଜ୍ୟର ୟେଲେୱାଟା ଗାଁରେ ଏକ ଭୟଙ୍କର ଘଟଣା ଘଟିଛି। ବନ୍ଧୁକଧାରୀମାନେ ଏହି ଗାଁରେ ଅତି କମରେ ୧୦୦ ଜଣଙ୍କୁ ହତ୍ୟା କରିଛନ୍ତି।…
ଭୁବନେଶ୍ୱର,୧୫।୬(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ସେ ଭୁବନେଶ୍ବରରେ ଏକ ରୋଡ୍ ଶୋ’ କରିବା…
ଇସଲାମାବାଦ,୧୫।୬: ଅପରେଶନ ସିନ୍ଦୂର ଏବଂ ଏହା ପରେ ପାକିସ୍ତାନ ଉପରେ ହୋଇଥିବା ସାମରିକ କାର୍ଯ୍ୟାନୁଷ୍ଠାନ ବିଷୟରେ ମିଛ ପ୍ରତିଦିନ ପ୍ରକାଶ ପାଉଛି। ପାକିସ୍ତାନ ଦାବି କରିଥିଲା ଯେ…
ପୁରୀ,୧୫।୬(ଅଜିତ୍ କୁମାର ମହାନ୍ତି): ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ମହାନିର୍ଦ୍ଦେଶକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…
ଜେରୁଜେଲମ,୧୫।୬: ରବିବାର ଇସ୍ରାଏଲ ଏବଂ ଇରାନ ପରସ୍ପର ଉପରେ ନୂଆ ଆକ୍ରମଣ ଆରମ୍ଭ କରି ଏକ ବ୍ୟାପକ ସଂଘର୍ଷର ଆଶଙ୍କା ସୃଷ୍ଟି କରିଛି। ବିଶ୍ୱର ସର୍ବବୃହତ ଗ୍ୟାସ…
ନୂଆଦିଲ୍ଲୀ,୧୫ା୬: ୩ ଦଶନ୍ଧି ଅନ୍ତରରେ ଘଟିଥିବା ୨ଟି ବିମାନ ଦୁର୍ଘଟଣାରେ ବଞ୍ଚତ୍ୟାଇଥିବା ୨ ଯାତ୍ରୀଙ୍କ ସିଟ୍ ନମ୍ବର ୧୧ଏ ରହିଥିବା ଜଣାପଡ଼ିଛି। ପ୍ରଥମ ଦୁର୍ଘଟଣା ୧୯୯୮ରେ ଥାଇଲାଣ୍ଡରେ ଘଟିଥିବାବେଳେ…
ଜେରୁଜେଲମ/ତେହରାନ୍,୧୫ା୬: ଇରାନ୍ ଓ ଇସ୍ରାଏଲ୍ ମଧ୍ୟରେ ବହୁ ବର୍ଷ ଧରି କୁହୁଳୁଥିବା ଧୂଅଁା ଏବେ ନିଅଁାର ରୂପ ନେଇ ବ୍ୟାପିବାରେ ଲାଗିଛି। ୨୦୨୩ ଅକ୍ଟୋବର ୭ରୁ ହାମାସ୍ ସହ…
ଡେରାଡୁନ,୧୫।୬: ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗର ଗୌରୀକୁଣ୍ଡ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରବିବାର ସକାଳେ କେଦାରନାଥ ମାର୍ଗରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ମୋଟ ପାଞ୍ଚ…