ମିଳିଗଲା କୋହଲି-ରୋହିତଙ୍କ ରିପ୍ଲେସମେଣ୍ଟ! ଜଣେ ମାରିଲେ ଦ୍ୱିଶତକ, ଅନ୍ୟଜଣେ ବିସ୍ଫୋରକ ଶତକ

ଲଣ୍ଡନ,୭।୬: ରୋହିତ ଶର୍ମା ଏବଂ ବିରାଟ କୋହଲି ଗତ ମାସରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିଲେ। ସେବେଠାରୁ ଦଳ ସେମାନଙ୍କ ବଦଳ ଖୋଜୁଥିଲା। ଏବେ ଦେଖାଯାଉଛି ଯେ…

ଯନ୍ତ୍ରଣାରେ ଛଟପଟ ହୋଇ ଚାଲିଗଲା ଏହି ଭାରତୀୟ କ୍ରିକେଟର୍‌ଙ୍କ ଜୀବନ

ରାୟପୁର,୭।୬: ଛତିଶଗଡ଼ ଏକ୍ସପ୍ରେସରେ ଏକ ଭୟଙ୍କର ଘଟଣା ଘଟିଛି। ପଞ୍ଜାବର ୩୮ ବର୍ଷୀୟ ଦିବ୍ୟାଙ୍ଗ କ୍ରିକେଟର ବିକ୍ରମ ସିଂହ ହ୍ବିଲଚେୟାର କ୍ରିକେଟ ଟୁର୍ନାମେଣ୍ଟ ପାଇଁ ଦିଲ୍ଲୀରୁ ଗ୍ବାଲିୟର…

ଫୁଲବାଣୀ ମେଡିକାଲ କଲେଜ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୭ା୬(ରାକେଶ କୁମାର ରାଉତ): କନ୍ଧମାଳବାସୀଙ୍କ ବହୁ ଦିନର ସ୍ବପ୍ନ ସାକାର ହୋଇଛି। ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ…

ଏଣିକି ଆବାସ ଘର ତିଆରି ପାଇଁ ମାଗଣା ବାଲି ଦେବେ ସରକାର

ଭୁବନେଶ୍ୱର,୭ା୬: ପିଏମ୍‌ ଆବାସ ଯୋଜନାରେ ଘର ପାଇଁ ମାଗଣା ବାଲି ମିଳିବ। ଘର ତିଆରି ପାଇଁ ରାଜ୍ୟ ସରକାର ୨ ଟ୍ରାକ୍ଟର୍‌ ବାଲି ଦେବେ ବୋଲି ନିଷ୍ପତ୍ତି…

ଭଡ଼ା ଘରେ ଚାଲିଛି ଅଙ୍ଗନୱାଡ଼ି କେନ୍ଦ୍ର: ଟଙ୍କା ଫେରାଇବାକୁ ଏନଏସିକୁ ଚିଠି ଲେଖିଲା ବ୍ଲକ

ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ଅଧ୍ୟକ୍ଷତାରେ ଉପଖଣ୍ଡର ବିଭିନ୍ନ ଅଙ୍ଗନୱାଡ଼ି କେନ୍ଦ୍ର ଉପରେ ସମୀକ୍ଷା ହୋଇଛି। ବୈଠକରେ ଉପଖଣ୍ଡର ବିଭିନ୍ନ ଅଞ୍ଚଳର…

୫ ପୋଲିସ ବାବୁ ସସ୍‌ପେଣ୍ଡ୍‌

ବାଲେଶ୍ୱର,୭ା୬: ବାଲେଶ୍ୱରରେ ୫ ଜଣ ପୋଲିସ ବାବୁଙ୍କୁ ସସ୍‌ପେଣ୍ଡ୍‌ କରାଯାଇଛି। ଜଣେ ହାବିଲଦାରଙ୍କ ସହିତ ୪ କନଷ୍ଟେବଳ ସସ୍‌ପେଣ୍ଡ୍‌ ହୋଇଛନ୍ତି। କାର୍ଯ୍ୟରେ ଅବହେଳା ପାଇଁ ବାଲେଶ୍ୱର ଏସ୍‌ପି…

ସୀମାନ୍ତରେ ଆଉ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ

ମାଲକାନଗିରି,୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଗତ ତିନିଦିନ ଧରି ପୋଲିସ ଓ ସୁରକ୍ଷାକର୍ମୀଙ୍କ ଅପରେଶନ ଜାରି ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା…

ଟ୍ରଲରକୁ ପିଟିଲା ତୀର୍ଥଯାତ୍ରୀ ବସ୍‌: ୫ ଆହତ

ବାଲେଶ୍ୱର,୭/୬(ବାଞ୍ଛାନିଧି ଦେ/ହରିଶଙ୍କର ପାଢୀ): ରାଜପଥ ପାର୍ଶରେ ଛିଡା ହୋଇଥିବା ଏକ ଟ୍ରଲରର ପଛପଟୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ l ୫ ଜଣ ତୀର୍ଥ ଯାତ୍ରୀ ଗୁରୁତର…

ଶୋଇଥିବାବେଳେ ଘର ଉପରକୁ ବୋମାମାଡ଼: ଗାଁ ଧୂଆଁମୟ

ବାଙ୍କୀ,୭ା୬: ଶୋଇଥିବାବେଳେ ଘର ଉପରକୁ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ। ଏପରି ଘଟଣା ଘଟିଛି କଟକ ଜିଲା ବାଙ୍କୀ ମହଙ୍ଗା ଗୋପାଳପୁର ଗାଁରେ। ଏହି ଗାଁରେ ୩ଟି ବୋମାମାଡ଼…

ବରଗଡ଼ରେ ଚାଞ୍ଚଲ୍ୟ: ହତ୍ୟା ପରେ ମୃତଦେହକୁ ଅଧା ପୋତିଦେଲେ ଦୁର୍ବୃତ୍ତ

ବରଗଡ଼, ୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପଞ୍ଚାୟତ କଲେଜ ନିକଟ ପଣ୍ଡରୀପଥର ପାଖରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା ପରେ ଦୁର୍ବୃତ୍ତମାନେ ମାଟିରେ ଅଧା ଶରୀର ପୋତିଦେବା ଘଟଣା ଚାଞ୍ଚଲ୍ୟ ଖେଳାଇ…