ଜୟନାରାୟଣ ମିଶ୍ରଙ୍କ ବିସ୍ଫୋରକ ବୟାନ: ନବୀନଙ୍କ ଉପରେ ଲଗାଇଲେ ହତ୍ୟା ଷଡ଼ଯନ୍ତ୍ର ଅଭିଯୋଗ

ଭୁବନେଶ୍ୱର,୧୯।୮: ଭାଜପା ବିଧାୟକ ଜୟନାରାୟଣ ମିଶ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଏକ ବିସ୍ଫୋରକ ବୟାନ ଦେଇ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଜୟନାରାୟଣ…

ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି: ଏସ୍‌ପି

କେନ୍ଦ୍ରାପଡ଼ା,୧୯।୮: ପୋଡ଼ିଯିବା କାରଣରୁ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ମଙ୍ଗଳବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ କେନ୍ଦ୍ରାପଡ଼ା ଏସ୍‌ପି ସୂଚନା ଦେଇଛନ୍ତି। ପୋଷ୍ଟମର୍ଟମ ରିପୋର୍ଟରୁ…

ମହିଳା ଦିନିକିଆ ବିଶ୍ୱକପ ୨୦୨୫ ପାଇଁ ଭାରତୀୟ ଦଳ ଘୋଷଣା

ମୁମ୍ବାଇ,୧୯।୮: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ମହିଳା ଦିନିକିଆ ବିଶ୍ୱକପ ୨୦୨୫ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ହରମନପ୍ରୀତ କୌର ପ୍ରଥମ ଥର…

କିଏ ହେବ ପରବର୍ତ୍ତୀ…, ନବୀନ ନେବେ ଚୂଡାନ୍ତ ନିଷ୍ପତ୍ତି: ବିଜେଡି ବିଧାୟକଙ୍କ ବଡ଼ ବୟାନ

ଭୁବନେଶ୍ୱର,୧୯।୮: ବିଜୁ ଜନତା ଦଳ (ବିଜେଡି) ଏନଡିଏର ଉପ-ରାଷ୍ଟ୍ରପତି ପ୍ରାର୍ଥୀ ସି.ପି. ରାଧାକୃଷ୍ଣନଙ୍କୁ ସମର୍ଥନ କରିବ କି ନାହିଁ, ତାହାର ନିଷ୍ପତ୍ତି ଦଳର ସଭାପତି ନବୀନ ପଟ୍ଟନାୟକ…

ବିନା ନମ୍ବର ଡାଏଲ କରି ଅନ୍ୟ ଦେଶର ମୁଖ୍ୟଙ୍କ ସହ କିପରି କଥା ହୁଅନ୍ତି ମୋଦି? ବଡ଼ ଖୁଲାସା…

ନୂଆଦିଲ୍ଲୀ,୧୯।୮:ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ଉଭୟ ନେତା ବର୍ତ୍ତମାନର ବିଶ୍ୱ ପରିସ୍ଥିତି, ଦ୍ୱିପାକ୍ଷିକ…

ରାଶିଫଳ: ବୁଧବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପ୍ରତ୍ୟେକ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିପାରିବେ। ପାରିବାରିକ କ୍ଷେତ୍ରରେ ମଧ୍ୟ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ବ୍ୟବସାୟ ଓ ପରିବହନରେ…

ବଡ଼ ବ୍ୟବସାୟୀ ବାହାରିଲେ ଟ୍ରମ୍ପ, ଏତେ ମୂଲ୍ୟର ସାମଗ୍ରୀ ବିକ୍ରୟ କରି ୟୁକ୍ରେନକୁ…

ଓ୍ବାଶିଂଟନ୍‌,୧୯।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବ୍ୟବସାୟିକ କ୍ଷମତାର କୌଣସି ଉତ୍ତର ନାହିଁ। ଯଦି ସେ କୌଣସି ଦେଶ ସହିତ କାରବାର କରନ୍ତି, ତେବେ ଏହା ପଛରେ…

ଓଡ଼ିଶାକୁ ବଡ଼ ଉପହାର ଦେଲେ ମୋଦି, ଭୁବନେଶ୍ୱର-କଟକରେ ହେବ…

ନୂଆଦିଲ୍ଲୀ,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି, ଯାହା ଦେଶର ଭିତ୍ତିଭୂମି ଏବଂ ସଂଯୋଗୀକରଣକୁ ଏକ ନୂତନ ଦିଗଦର୍ଶନ ଦେବ।…

ଭାରତକୁ ନେଇ ବଡ଼ ଘୋଷଣା କଲା ଚାଇନା! ପାକିସ୍ତାନର ବଢିଲା ଟେନଶନ

ବେଜିଂ,୧୯।୮: ଚାଇନାର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ଭାରତ ଗସ୍ତରେ ଅଛନ୍ତି, ସେ ଭାରତର ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଏବଂ ଏନଏସଏ ଅଜିତ ଡୋଭାଲଙ୍କୁ ଭେଟିଛନ୍ତି। ଏହି…

ଅନଲାଇନ ଗେମିଂ ବିଲକୁ କ୍ୟାବିନେଟ ମଞ୍ଜୁରୀ: ଜୁଆ, ବେଟିଂ ଆପ୍‌ଗୁଡ଼ିକୁ ନିୟନ୍ତ୍ରଣ ପାଇଁ ଆସିବ କଡ଼ା ନିୟମ

ନୂଆଦିଲ୍ଲୀ,୧୯।୮: କେନ୍ଦ୍ର କ୍ୟାବିନେଟ ମଙ୍ଗଳବାର ଅନଲାଇନ ଗେମିଂ ବିଲକୁ ମଞ୍ଜୁରୀ ଦେଇଛି, ଯାହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ବେଟିଂ ଆପ୍‌ଗୁଡ଼ିକୁ ନିୟନ୍ତ୍ରଣ କରିବା ଏବଂ ଜୁଆ ଉପରେ…