୧୪ ସୁଦ୍ଧା ଦାବି ପୂରଣ ନ ହେଲେ ଆନ୍ଦୋଳନ

ନୂଆପଡ଼ା,୯ା୪ (ମକାରୁ ବେମାଲ): ରାଜ୍ୟ ଯୋଗାଣ ସହାୟକ ସଂଘ ନିଷ୍ପତ୍ତିକ୍ରମେ ସୋମବାର ନୂଆପଡ଼ା ଜିଲାରେ କାର୍ଯ୍ୟରତ ଯୋଗାଣ ସହାୟକମାନେ ସମୂହ ଛୁଟି ପାଇଁ ସରକାରଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ…

ପାଣ୍ଡିଆନଙ୍କୁ ବଞ୍ଚାଇବାକୁ ଉଦ୍ୟମ: ମଞ୍ଚରୁ ନବୀନ ଉଭାନ

ଭୁବନେଶ୍ୱର,୯ା୪(ସୁନିତ୍‌ ମିଶ୍ର):ଓ୍ବକ୍‌ଫ ବିଲ୍‌କୁ ନେଇ ବିଜେଡିରେ ଦେଖାଦେଇଥିବା ଦ୍ୱନ୍ଦ୍ୱ ଭିତରେ ଛନ୍ଦିହୋଇପଡ଼ିଥିବା ଭି.କେ. ପାଣ୍ଡିଆନ୍‌ଙ୍କୁ ବଞ୍ଚାଇବାକୁ ଦଳ ଭିତରେ ଜୋର୍‌ଦାର ଉଦ୍ୟମ ଆରମ୍ଭ ହୋଇଯାଇଛି। ଏହାକୁ ସମ୍ଭାଳିିବାକୁ…

ଏକଘରିକିଆ ହୋଇଗଲେଣି ନବୀନ-ପାଣ୍ଡିଆନ: ମୂଳ ଲକ୍ଷ୍ୟ କଂଗ୍ରେସକୁ ନ ଯାଆନ୍ତୁ

ଭୁବନେଶ୍ୱର,୯ା୪(ସୁନିତ୍‌ ମିଶ୍ର):କେନ୍ଦ୍ରୀୟ ଭାଜପା ନେତୃତ୍ୱ ବୁଝିସାରିଲେଣି ନବୀନ-ପାଣ୍ଡିଆନ ବର୍ତ୍ତମାନ ଏକଘରିକିଆ ହୋଇଗଲେଣି। ତୃଣମୂଳସ୍ତର କର୍ମୀ ଆଉ ତାଙ୍କ ଉପରେ ଭରସା ରଖୁନାହାନ୍ତି କି ସେମାନଙ୍କ ପାଖରେ ରହିବେ…

ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ

ତୁମୁଡିବନ୍ଧ,୯ା୪(ଦୀପକ କୁମାର ପରାସେଠ):କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଶିକ୍ଷା ସଚେତନ ରଥ…

ଖୁସି ଖବର: ଓଡ଼ିଶାରେ ସୃଷ୍ଟି ହେବ ୯୫,୯୧୫ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯାଇ ଦେଶର ବହୁ ଶିଳ୍ପ ନେତୃତ୍ୱଙ୍କ ସହ ଆଲୋଚନା କରିଛନ୍ତି। ମଙ୍ଗଳବାର ରାଜ୍ୟରେ ପୁଞ୍ଜିନିବେଶ ନେଇ…

ମୁଖ୍ୟ କିରାଣୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ମୁଖ୍ୟ କିରାଣି ଦାମୋଦର ରଥ ଗତ ୩୧ ତାରିଖରେ ଅବସର ନେଇଛନ୍ତି। ଏନେଇ ମଙ୍ଗଳବାର ଅଣଶିକ୍ଷକ…

ମ୍ୟାନ୍‌ମାର ଭୂକମ୍ପରେ ପୋତି ହୋଇଥିବା ଲୋକଙ୍କୁ ଖୋଜିବାକୁ ବାହାରିଲା ‘ଅସରପା’

ମ୍ୟାନ୍‌ମାର,୯।୪:ନିକଟରେ ମ୍ୟାନ୍‌ମାର୍‌ରେ ଆସିଥିବା ୭.୭ ତୀବ୍ରତାର ଭୂମିକମ୍ପ ପରେ ସେଠାରେ ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏବେ ସାଇବର୍ଗ ଅସରପା ମଧ୍ୟ ଏହି ରିଲିଫ…

ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୯ା୪(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଖାତାଦେଖା କାର୍ଯ୍ୟ ଶେଷ ହେବାକୁ ଆଉ ୨ ଦିନ ସମୟ ଲାଗିବ। ପରେ…

ମା’ ଠାକୁରାଣୀଙ୍କ ଚୈତ୍ର ପର୍ବ ମହାସମାରୋହରେ ସମ୍ପନ୍ନ

ଥୁଆମୂଳ ରାମପୁର,୯।୪(ଦୁର୍ଗା କୀର୍ତ୍ତି): ସାରା ଓଡିଶାରେ ବାର ମାସରେ ତେର ପର୍ବ ପାଳିତ ହେଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ମାଁ…

ବ୍ଲୁ ଡାଇମଣ୍ଡ କ୍ଲବ ୪-୧ ଗୋଲରେ ବିଜୟୀ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଏବଂ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ…