ସସ୍ମିତଙ୍କ ବିରୋଧରେ ଚିଠି ଲେଖିଲେ ପ୍ରତାପ: ଏହା ଭିତରେ ରହିଛି ଗଭୀର ଷଡ଼ଯନ୍ତ୍ର

ଭୁବନେଶ୍ୱର, ୫।୪: ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ବିରୋଧରେ ଚିଠଲେଖିଲେ ପ୍ରତାପ ଜେନା। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ପ୍ରତାପ। ସସ୍ମିତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

ରାଶିଫଳ: ରବିବାର, ଏପ୍ରିଲ୍‍ ୬ ତାରିଖ – Daily Horoscope

ମେଷ ଆଜି ଯାହା କିଛି କରିବାକୁ ଚାହୁଁଛନ୍ତି, ସେଥିପାଇଁ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ତୃତୀୟସ୍ଥ ଚନ୍ଦ୍ର ହେତୁ ମନ ଦୁର୍ବଳ ରହିଲେ ମଧ୍ୟ ଆଶା…

୨୩ ସୈନିକଙ୍କୁ ପଥରରେ ପରିଣତ କରିଦେଇଥିଲା ଏଲିଅନ, ୩୫ ବର୍ଷ ପରେ ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୫।୪:ଆମେରିକୀୟ ଗୁଇନ୍ଦା ସଂସ୍ଥା CIA ଦ୍ୱାରା ସାର୍ବଜନୀନ କରାଯାଇଥିବା ଏକ ଆଶ୍ଚର୍ଯ୍ୟଜନକ ଦଲିଲରେ ଏପରି ଘଟଣା ପ୍ରକାଶ ପାଇଛି ଯାହାକୁ ରୁଷିଆ କେବେ ସାର୍ବଜନୀନ କରି ନ…

ସ୍ନାଇପର ନେଇ ମଇଦାନକୁ ଓହ୍ଲାଇଲେ କିମ ଜୋଙ୍ଗ ଉନ, ଯୁଦ୍ଧର ଦେଲେ ସଙ୍କେତ!

ନୂଆଦିଲ୍ଲୀ,୫।୪: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ପୁଣି ଥରେ ସାମରିକ ଶକ୍ତି ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି। ଏଥର ସେ ନିଜେ ଦାୟିତ୍ୱ…

ଅଳିଆ ଗଦାରେ ଦାରିଙ୍ଗବାଡି: ନାକ ଟେକିଲେଣି ପର୍ଯ୍ୟଟକ, ଉନ୍ନତି ପଥରେ ଆଗେଇ ନେବାକୁ ଅଣ୍ଟାଭିଡିଛନ୍ତି ଯୁବ ସମାଜସେବୀ

ଦାରିଙ୍ଗବାଡି,୫।୪ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବରେ ଦାରିଙ୍ଗବାଡି ବେଶ୍‌ ବରିଚିତ। ଏହି ଜିଲାକୁ ଶୀତଦିନେ ପର୍ଯ୍ୟଟକଙ୍କ ସୁଅ ଛୁଟେ। ଦେଶ ଓ ବିଦେଶର ବିଭିନ୍ନ ସ୍ଥାନରୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ଏହି ଦେଶର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ,ଏହି ସମ୍ମାନ ୧୪୦ କୋଟି ଭାରତୀୟଙ୍କର

କଲମ୍ବୋ,୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଗସ୍ତରେ କଲମ୍ବୋରେ ପହଞ୍ଚିଛନ୍ତି। ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରୀ ବିଜିତା ହେରାଥ, ସ୍ବାସ୍ଥ୍ୟ ମନ୍ତ୍ରୀ ନଲିଣ୍ଡା ଜୟତିସା ଏବଂ ମତ୍ସ୍ୟ…

Modi SriLanka visit: ପ୍ରଥମ ଥର ପାଇଁ ଜଣେ ବିଦେଶୀ ନେତାଙ୍କୁ ଭବ୍ୟ ସ୍ବାଗତ, ଶ୍ରୀଲାଙ୍କାରେ ରାଜନୀତି ସରଗରମ

କଲମ୍ବୋ,୫।୪: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଗସ୍ତରେ ଶ୍ରୀଲଙ୍କାରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ଶ୍ରୀଲଙ୍କା ସରକାର ତାଙ୍କୁ ଏକ ଅଭୂତପୂର୍ବ ଓ ଭବ୍ୟ…

ବାହିନୀପତିଙ୍କ ବିସ୍ଫୋରକ ବୟାନ: ବିଜୁ ଆଉ ପାଣ୍ଡିଆନ ଲୋକ…

ଭୁବନେଶ୍ୱର,୫।୪: ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିଛି। ଏହି ବିଲ ଶୁକ୍ରବାର ସକାଳେ ରାଜ୍ୟ ସଭାରେ ପାରିତ ହୋଇଥିବା…

ଆଉ କିଛି ଘଣ୍ଟା ପରେ କାଳବୈଶାଖୀ, ୮ଜିଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା

ଭୁବନେଶ୍ୱର,୫।୪: ପ୍ରବଳ ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । କାଳବେଶାଖୀ ପ୍ରଭାବରେ ରାଜ୍ୟବାସୀଙ୍କୁ ମିଳିଛି ଆଶ୍ବସ୍ତି । ତେବେ ଆଜି ମଧ୍ୟ କାଳବେଶାଖୀ ବର୍ଷାର ତାଣ୍ଡବ ଦେଖିବାକୁ…

ଗଞ୍ଜାମରେ ପୂଜା ପାଇଲେ ରାଜପୁର ମା’ ଦଣ୍ଡକାଳୀ

ଗଞ୍ଜାମ,୫।୪(ବିଦ୍ୟାଧର ସାହୁ ) ଗତ ଛବିଶିରୁ ଆରମ୍ଭ ହୋଇଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଦଣ୍ଡକାଳୀଙ୍କ ପର୍ବ। ମା’ ଦଣ୍ଡକାଳୀ ଗାଁଗାଁ ବୁଲି ମାନସିକଧାରୀଙ୍କ ଦାଣ୍ଡରେ ଦଣ୍ଡବିଧାନ କରୁଛନ୍ତି।…