‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ ବଢ଼ାନ୍ତୁ…

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ ହଜାର…

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ ଜିଲାରେ…

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି ସକାଳ…

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର ଏକ…

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର (କେଚ୍ଛପଖାନ)…

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ ଶାସନ…

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସ…

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ ଘରୋଇ…

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ ବିକିପାରୁନାହାନ୍ତି।…