ପାକିସ୍ତାନର ୪ ଏୟାରବେସ୍‌କୁ ଧ୍ୱଂସ କଲା ଭାରତ: ଚାରିଆଡେ ଖେଳିଗଲା ହଇଚଇ

ନୂଆଦିଲ୍ଲୀ,୧୦।୫: ଭାରତର ଆକ୍ରମଣାତ୍ମକ ମନୋଭାବ ପାକିସ୍ତାନରେ ଆତଙ୍କ ସୃଷ୍ଟି କରିଛି। ସୂତ୍ର ଅନୁସାରେ, ଭାରତ ପାକିସ୍ତାନରେ ଥିବା ଅତି କମରେ ୪ଟି ଏୟାରବେସ୍‌ ଉପରେ ଆକ୍ରମଣ କରିଛି।…

ପରମାଣୁ ଆକ୍ରମଣ ପରେ ତୁରନ୍ତ ବର୍ଷା ହୁଏ କାହିଁକି? ପ୍ରତ୍ୟେକ ବୁନ୍ଦା ହୋଇଥାଏ ବିଷ ସମାନ

ନୂଆଦିଲ୍ଲୀ,୧୦।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ଗମ୍ଭୀର ହେବାରେ ଲାଗିଛି। ପହଲଗାମ୍‌ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଭାରତ ପାକିସ୍ତାନ ବିରୋଧରେ ଅପରେଶନ ସିନ୍ଦୂର କରିଥିଲା।…

ସମୁଦ୍ରରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଡ୍ରୋନ୍‌

ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭାରତ- ପାକ୍‌ ଉତ୍ତେଜନା ପରିପ୍ରେକ୍ଷୀରେ ଦେଶ ସାରା ସମ୍ବେଦନଶୀଳ ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯାଇଛି। ହେଲେ ଶୁକ୍ରବାର ଅପରାହ୍ନରେ ବଙ୍ଗୋପସାଗର କୂଳରେ…

ଶ୍ରୀନଗର ଆକାଶରେ ଯୁଦ୍ଧ ପରିସ୍ଥିତି: ପାକିସ୍ତାନ ପକ୍ଷରୁ ଘନ ଘନ ମିଶାଇଲ୍‌ ମାଡ଼

ନୂଆଦିଲ୍ଲୀ,୧୦।୫:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ପାକିସ୍ତାନ ଦ୍ୱାରା ବାରମ୍ବାର ବାୟୁସୀମା ଉଲ୍ଲଂଘନ କରାଯାଉଛି। ଏହି ସମୟରେ, ଶ୍ରୀନଗର ଆକାଶରେ ଯୁଦ୍ଧ…

ତୁରନ୍ତ ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପ୍‌ଙ୍କ ପରାମର୍ଶ: ଭାରତର କୂଟନୈତିକ ପ୍ରସ୍ତୁତି ଜୋର୍‌ଦାର

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ/ଇସ୍‌ଲାମାବାଦ,୧୦ା୫:ଭାରତ-ପାକିସ୍ତାନ ମଧ୍ୟରେ ୩ ଦିନ ଧରି ଯୁଦ୍ଧ ସ୍ଥିତି ଲାଗିରହିଥିବାବେଳେ ଦୁଇ ପଡ଼ୋଶୀ ତୁରନ୍ତ ଉତ୍ତେଜନା ହ୍ରାସ ପାଇଁ ପଦକ୍ଷେପ ନିଅନ୍ତୁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ମେ’ ୧୫ ଯାଏ ବନ୍ଦ ରହିବ ୨୪ ବିମାନବନ୍ଦର, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ଉତ୍ତେଜନା ଯୋଗୁ କେନ୍ଦ୍ର ସରକାର ମେ’୧୫ ସକାଳ ୫.୨୯ ପର୍ଯ୍ୟନ୍ତ ଦେଶର ୨୪ ବିମାନବନ୍ଦରକୁ ବନ୍ଦ ରଖିବାକୁ ନିଷ୍ପତ୍ତି…

ଭାରତର ୨୬ସହର ଉପରେ ଆଟାକ୍‌ କଲା ପାକିସ୍ତାନ, ସେନାର ମୁହଁତୋଡ ଜବାବ

ନୂଆଦିଲ୍ଲୀ,୧୦।୫: ଭାରତ-ପାକିସ୍ତାନ ଅନ୍ତର୍ଜାତୀୟ ସୀମା ଏବଂ ନିୟନ୍ତ୍ରଣ ରେଖା (LoC) ନିକଟରେ ହଠାତ ବହୁ ସଂଖ୍ୟକ ଡ୍ରୋନ ଦେଖାଯାଇଛି। ପାକିସ୍ତାନ ଡ୍ରୋନ ମାଧ୍ୟମରେ ଲଗାତାର ଭାରତର ବାୟୁସୀମା…

ବଡ଼ ଖବର: ଭାରତ ସହ ଯୁଦ୍ଧ ଘୋଷଣା କଲା ପାକିସ୍ତାନ ସେନା, ସରକାର ବି…

ନୂଆଦିଲ୍ଲୀ,୧୦।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଏବେ ପାକିସ୍ତାନ ସେନା ସିଧାସଳଖ ଯୁଦ୍ଧ ଘୋଷଣା କରିଛି। ଅଲ ଜାଜିରା ଅନୁଯାୟୀ, ପାକିସ୍ତାନୀ ସେନା…