ୟେମେନ୍‌ ବନ୍ଦରରେ ଇସ୍ରାଏଲ୍‌ର ବୋମାମାଡ଼

ସାନା,୬ା୫: ହୁଟି ଆତଙ୍କବାଦୀ ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ସ୍ଥିତ ବେନ୍‌ ଗୁରିଅନ୍‌ ଏୟାରପୋର୍ଟ ନିକଟରେ ମିଶାଇଲ୍‌ ମାଡ଼ କରିବାର ଦିନକ ପରେ ଇସ୍ରାଏଲୀ ସେନା ଏହାର ପ୍ରତିଶୋଧ ନେଇଛି। ଇସ୍ରାଏଲ୍‌…

ପାକିସ୍ତାନକୁ ଚେନାବ ଜଳ ରୋକିଲା ଭାରତ

ନୂଆଦିଲ୍ଲୀ,୬ା୫: ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପ୍ରଥମ ପଦକ୍ଷେପ ସ୍ବରୂପ ସିନ୍ଧୁନଦୀ ଜଳ ଚୁକ୍ତିକୁ ସ୍ଥଗିତ ରଖିଥିବାବେଳେ ରବିବାର ଜମ୍ମୁର ବାଗ୍ଲିହାର ଡ୍ୟାମ୍‌ରୁ ଚେନାବ ନଦୀଜଳ ପ୍ରବାହକୁ…

ସମ୍ପୂର୍ଣ୍ଣ ଗାଜା ଦଖଲ ପାଇଁ ଇସ୍ରାଏଲ୍‌ର ଯୋଜନା

ତେଲ୍‌ ଆଭିଭ୍‌,୬ା୫: ସମଗ୍ର ଗାଜାଷ୍ଟ୍ରିପ୍‌କୁ ଦଖଲ କରି ସେଠାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ରହିବା ଯୋଜନାକୁ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ କ୍ୟାବିନେଟ୍‌ ସୋମବାର ଅନୁମୋଦନ କରିଛି। ଏହା…

ପହଲଗାମ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ କିଏ? ପାକିସ୍ତାନୀ ସେନାର ପୂର୍ବତନ ମେଜର କଲେ ସାଙ୍ଘାତିକ ଖୁଲାସା 

ଇସଲାମାବାଦ୍,୬/୫:ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ପ୍ରତିଦିନ ନୂଆ ନୂଆ ଖୁଲାସା ସାମ୍ନାକୁ ଆସୁଛି। ଏହି ଆତଙ୍କବାଦୀ ଆକ୍ରମଣ ସଂପର୍କରେ ଏବେ ପାକିସ୍ତାନୀ ସେନାର ଜଣେ ପୂର୍ବତନ ମେଜର…

ରାୟଗଡ଼ା ଜିଲାରେ ପୁଣି ମାଓବାଦୀ ସକ୍ରିୟ: ୩ ଟିଫିନ୍‌ ବୋମା, ଗୋଟିଏ ପ୍ରେସର ବୋମା ନିଷ୍କ୍ରିୟ କଲା ପୋଲିସ

ରାୟଗଡ଼ା,୫।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ପୁଣି ମାଓବାଦୀ ସକ୍ରିୟ ହୋଇଉଠିଛନ୍ତି। ମୁନିଗୁଡ଼ା ବ୍ଲକ୍‌ ଅମ୍ବାଦଳା ଥାନା ଅନ୍ତର୍ଗତ ଜଗଦଳପୁର ଅଞ୍ଚଳରେ ମାଓବାଦୀମାନେ ଖଞ୍ଜିଥିବା ୩ ଟିଫିନ୍‌…

ଓଏସଏସସି ବାତିଲ କଲା ପରୀକ୍ଷା, ମିଳିତ ନିଯୁକ୍ତି ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା

ଭୁବନେଶ୍ୱର,୫।୫: ଓଡ଼ିଶା ଷ୍ଟାଫ ସିଲେକସନ କମିଶନ (ଓଏସଏସସି) ସୋମବାର ଏପ୍ରିଲ ୨୭ରେ ଅନୁଷ୍ଠିତ ମିଳିତ ନିଯୁକ୍ତି ପରୀକ୍ଷା (ସିଆରଇ)କୁ ବାତିଲ କରିଛି। କମିଶନ ଘୋଷଣା କରିଛି ଯେ…

ଭାରତ ସହ ଉତ୍ତେଜନା ପାକିସ୍ତାନର ଅଭିବୃଦ୍ଧି ଉପରେ ପ୍ରଭାବ ପକାଇବ: ମୁଡିଜ୍

ନୂଆଦିଲ୍ଲୀ,୫।୫: ପାକିସ୍ତାନ ସହ ଚାଲିଥିବା ଭୂ-ରାଜନୈତିକ ଉତ୍ତେଜନା ମଧ୍ୟରେ, ବିଶ୍ୱ ରେଟିଂ ଏଜେନ୍ସି ମୁଡିଜ୍ କହିଛି ଯେ ଭାରତର ଅର୍ଥନୀତି ଏକ ଦୀର୍ଘସ୍ଥାୟୀ ଉତ୍ତେଜନା ସତ୍ତ୍ୱେ ବିଶେଷ…

ଯୁଦ୍ଧରୁ ଦୂରେଇ ରୁହ ଭାରତ-ପାକିସ୍ତାନ…ଜାତିସଂଘ ପକ୍ଷରୁ ଆସିଲା ବଡ଼ ବୟାନ

ନୂଆଦିଲ୍ଲୀ,୫।୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ, ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରେସ ଏକ ବଡ଼ ବୟାନ ଦେଇଛନ୍ତି। ସେ ଉଭୟ ଦେଶକୁ ସଂଯମତା ଅବଲମ୍ବନ କରିବାକୁ ଆହ୍ବାନ କରିଛନ୍ତି।…

ଆଶିଷ ବିଜେଡିର ଜିଲା ସଭାପତି

କେନ୍ଦୁଝର,୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): କେନ୍ଦୁଝର ଜିଲାର ଯୁବନେତା ଆଶିଷ ଚକ୍ରବର୍ତ୍ତୀଙ୍କୁ ବିଜୁ ଜନତା ଦଳର ସଭାପତିଭାବେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ…

ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ

ଭୁବନେଶ୍ୱର,୫।୫: ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ…