ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ

ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅନ୍ତର୍ଗତ ଜଡାମୁଣ୍ଡା ପଞ୍ଚାୟତ କୋମଟିମୁଣ୍ଡା ଗାଁ ଖେଳ ପଡିଆ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା…

ଘରୋଇ ବିଦ୍ୟାଳୟ ସଂଘର ସାଧାରଣ ପରିଷଦ ବୈଠକ:୧୦ ବର୍ଷର ସିଓଆର୍‌ ଦେବା ପାଇଁ ଦାବି

ଭବାନୀପାଟଣା,୧୭ା୩(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଘରୋଇ ବିଦ୍ୟାଳୟ ସଂଘର ସାଧାରଣ ପରିଷଦ ବୈଠକ ସୋମବାର ସାରେ ଭବାନୀପାଟଣାସ୍ଥିତ ମଡର୍ଣ୍ଣ ପବ୍ଲିକ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ସୋସିଆଲ୍‌ ମିଡିଆ ‘ଟ୍ରୁଥ୍‌’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ମୋଦି: ପ୍ରଥମେ ଏହି ୨ ଜଣଙ୍କୁ କଲେ ଫଲୋ

ନୂଆଦିଲ୍ଲୀ,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଯୋଗ ଦେଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ…

ଦଲାଲଙ୍କ କବ୍‌ଜାରେ ଆଦିବାସୀଙ୍କ ମହୁଲ ଫୁଲ: ନା ଅଛି ବଜାର ବ୍ୟବସ୍ଥା, ନା ଧାର୍ଯ୍ୟ କରାଯାଉଛି ସହାୟକ ମୂଲ୍ୟ

ଭବାନୀପାଟଣା,୧୭ା୩(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲାରେ ଆଦିବାସୀମାନେ ସଂଗ୍ରହ କରୁଥିବା ମହୁଲ ଫୁଲ ଏବେ ଦଲାଲଙ୍କ କବ୍‌ଜାରେ। ଏହାର ସର୍ବନିମ୍ନ ମୂଲ୍ୟ କେଜି ପିଛା ୨୫ ଟଙ୍କା…

ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ: ପରିସ୍ଥିତି ଅଣାୟତ

ପାଟଣା,୧୭।୩(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ କ୍ଷୀରେଇ ଟାଙ୍ଗିରୀ ସେକ୍ସନ ୪୯ନମ୍ବର ଜାତୀୟ ରାଜପଥ ହାତୀ ବାରୀ ଗ୍ରାମ୍ୟ ଜଙ୍ଗଲରେ ସୋମବାର ରାତିରେ ଭୟାଭୟ ଅଗ୍ନିକାଣ୍ଡ ଘଟିଛି।…

ଆମେରିକୀୟ ଗୋଇନ୍ଦା ମୁଖ୍ୟଙ୍କୁ ଏମିତି ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦି: ଜବାବରେ ମିଳିଲା…

ନୂଆଦିଲ୍ଲୀ,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆମେରିକୀୟ ଗୋଇନ୍ଦା ମୁଖ୍ୟ ତୁଳସୀ ଗବାର୍ଡଙ୍କୁ ଭେଟିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁଳସୀଙ୍କୁ ମହାକୁମ୍ଭର ପବିତ୍ର ଗଙ୍ଗାଜଳ…

୭୫ ଅଭିଯୋଗ ଶୁଣାଣି କଲେ ଜିଲାପାଳ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏଥିରେ ଅଧ୍ୟକ୍ଷତା…

ପୂର୍ବ ଶତ୍ରୁତାରୁ ଦାଦାଙ୍କୁ ହତ୍ୟା କରିଥିଲେ ୩ ପୁତୁରା, ପଡ଼ିଲେ ଧରା, ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଖଲ୍ଲିକୋଟ, ୧୭।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ହରିପୁର ନାଏବ ସରପଞ୍ଚ ମିନତୀ କୁମାରୀ ଦାସଙ୍କ ସ୍ବାମୀ ରବି ଦାସଙ୍କୁ ହତ୍ୟା ଘଟଣାରେ ୩ ପୁତୁରା…

ମଙ୍ଗଳବାରଠୁ ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ଯାତ୍ରା ଆରମ୍ଭ: ଲକ୍ଷାଧିକ ଭକ୍ତଙ୍କ ପାଇଁ ଜିଲାପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ପୁରୁଷୋତ୍ତମପୁର,୧୭।୩ (ସିମାଞ୍ଚଳ ମିଶ୍ର) : ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆସନ୍ତାକାଲିଠାରୁ ଆରମ୍ଭ ହେବ । ଏଥିନେଇ ଜିଲାପ୍ରଶାସନ ଓ ମନ୍ଦିର…

ବ୍ଲକ ଜୀବିକା ମିଶନ କାର୍ଯ୍ୟକାରୀ କମିଟି ସଂଘର ଆନ୍ଦୋଳନ: ବକେୟା ଭତ୍ତା ପ୍ରଦାନ ସହ ମାସିକ ୧ ହଜାର ଟଙ୍କା କରିବାକୁ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ନିଖିଳ ଓଡ଼ିଶା ଜୀବିକା ମିଶନ କାର୍ଯ୍ୟକାରୀ କମିଟି (ଇସି) ସଂଘ ଦିଗପହଣ୍ଡି ବ୍ଲକ ଶାଖା ପକ୍ଷରୁ ବିଭିନ୍ନ ଦାବି ପୂରଣ ନିମନ୍ତେ ଆନ୍ଦୋଳନ…