ଜାତୀୟ ପଞ୍ଚାୟତ ରାଜ ଦିବସରେ ହିତାଧିକାରୀଙ୍କୁ ମିଳିଲା ନୂତନ ରାଶନ କାର୍ଡ

କର୍ଲାମୁଣ୍ଡା,୨୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଡ଼ିଓ ଦେବେନ୍ଦ୍ର ସାମଲ,…

“ସେନାର ଆବଶ୍ୟକତା ନାହିଁ, ଆତଙ୍କବାଦୀଙ୍କୁ ଆମ ହାତରେ ଦେଇଦିଅ”: ମୃତ ଘୋଡ଼ା ଚାଳକଙ୍କ ମାଉସୀ

ନୂଆଦିଲ୍ଲୀ,୨୪।୪: ଜମ୍ମୁ ଓ କାଶ୍ମୀରର ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ କେବଳ ଜଣେ ସ୍ଥାନୀୟ ବ୍ୟକ୍ତି, ସୟେଦ ଆଦିଲ ହୁସେନଙ୍କର ମୃତ୍ୟୁ ଘଟିଛି। ଆଦିଲ ପର୍ଯ୍ୟଟକମାନଙ୍କୁ କଠିନ…

ଡାଇବେଟିସ୍‌ ରୋଗୀ ଖାଇପାରିବେ କି ତରଭୁଜ: ଜାଣନ୍ତୁ କ’ଣ କୁହନ୍ତି ଏକ୍ସପର୍ଟ

ଗ୍ରୀଷ୍ମ ଋତୁରେ ପ୍ରାୟ ସବୁଠାରେ ତରଭୁଜ ବିକ୍ରି ହେଉଥିବା ଦେଖିବାକୁ ମିଳେ। ଏହା କେବଳ ସ୍ବାଦରେ ମିଠା ନୁହେଁ ବରଂ ଶରୀରକୁ ଥଣ୍ଡା ମଧ୍ୟ କରିଥାଏ। କିନ୍ତୁ…

Pahalgam Terror Attack: କେମିତି ଥିଲା ଆତଙ୍କବାଦୀଙ୍କ ଚେହେରା, କୁନି ପୁଅ ବଖାଣିଲା…

ଶ୍ରୀନଗର,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ଏବଂ ଅଳ୍ପକେ ରକ୍ଷା ପାଇଥିବା ଲୋକଙ୍କ ଦୁଃଖର କାହାଣୀ ବିଶ୍ୱକୁ ଶୁଣାଉଛନ୍ତି। ଏହି Terror Attackରେ…

ଦୀର୍ଘ ୩ ଦିନ ପରେ ପାଗଳ ମାଙ୍କଡ଼କୁ କାବୁ କଲା ବନ ବିଭାଗ

ଗଞ୍ଜାମ,୨୪ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଥିଲେ। ଗତ ମଙ୍ଗଳବାର ପାତି…

ତୁମୁଡିବନ୍ଧରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ: ସଭା କାର୍ଯ୍ୟରେ ଫାଙ୍କା ପଡ଼ିଲା ଚୌକି

ତୁମୁଡିବନ୍ଧ,୨୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ପ୍ରଶାସନ ପକ୍ଷରୁ ଗୁରୁବାର ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ହେଲେ ଅଳ୍ପ ସଂଖ୍ୟକ ଅଙ୍ଗନଓ୍ବାଡି…

ପାକିସ୍ତାନ ବିଚଳିତ: ଆରବ ସାଗରରେ ଆରମ୍ଭ କଲା ଫାୟାରିଂ ଡ୍ରିଲ

ଇସଲାମାବାଦ୍‌,୨୪।୪: ପହଲଗାମ ଆକ୍ରମଣ ପରେ ଭାରତର କଠୋର କାର୍ଯ୍ୟାନୁଷ୍ଠାନରେ ବିଚଳିତ ପାକିସ୍ତାନ ଆରବ ସାଗରରେ ଫାୟାରିଂ ଡ୍ରିଲ୍‌ ଆରମ୍ଭ କରିଦେଇଛି। ପାକିସ୍ତାନର ଏହି କାର୍ଯ୍ୟାନୁଷ୍ଠାନର ଜବାବରେ, ଭାରତୀୟ…

Pahalgam Terror Attack: କିଛି ତ ବଡ଼ ଘଟଣା ଘଟିବ…? ବର୍ଡରରେ ଆଲର୍ଟ, ଦିଲ୍ଲୀରେ ହାର୍ଡ ଲେଭଲ ମିଟିଂ, ଶ୍ରୀନଗର ଯିବେ ସେନା ମୁଖ୍ୟ

ନୂଆଦିଲ୍ଲୀ,୨୪।୪: Pahalgam Terror Attack ପରେ, ଭାରତ ସରକାର ଆକ୍ସନ ମୋଡରେ ଅଛନ୍ତି। ଭାରତ-ପାକିସ୍ତାନ ସୀମା ମଧ୍ୟ ସତର୍କ ରହିଛି। ଏବେ ଭାରତୀୟ ସେନା ମୁଖ୍ୟ ଜେନେରାଲ…

କେସିଙ୍ଗାରେ ଜାତୀୟ ପଞ୍ଚାୟତିରାଜ ଦିବସ

କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ବ୍ଲକ ପରିସରରେ ମଧ୍ୟରେ ଗୁରୁବାର ମହାସାମାରୋହ ପାଳିତ ହୋଇଯାଇଛି। ଏହି ଉତ୍ସବରେ…

ଭୁଲବଶତଃ ସୀମା ପାର କରିଗଲେ BSF ଯବାନ, ଅଟକ ରଖିଲେ ପାକିସ୍ତାନ ରେଞ୍ଜର୍ସ

ନୂଆଦିଲ୍ଲୀ,୨୪।୪: ପଞ୍ଜାବର ଫିରୋଜପୁର ସେକ୍ଟରରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ସାମ୍ନାକୁ ଆସିଛି। ବୁଧବାର ଭାରତୀୟ ସୀମା ସୁରକ୍ଷା ବଳ (ବିଏସଏଫ)ର ଜଣେ ଯବାନ ଡ୍ୟୁଟି ସମୟରେ ଭୁଲବଶତଃ…