ସକାଳୁଆ ଅଫିସ ନିର୍ଦ୍ଦେଶକୁ ଅବମାନନା: ୧୦ଟାରେ ଖୋଲୁଛି ଆରଡବ୍ଲୁଏସଏସ, ଆରଡି ଅଫିସ

ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧିକୁ ଦେଖି ସରକାର ବୁଧବାର (ଆଜି ଠାରୁ) ବିଦ୍ୟାଳୟ ଓ କଲେଜ ଗୁଡିକ ବନ୍ଦ ଘୋଷଣା କରିଛନ୍ତି। ଯେଉଁଠି ପରୀକ୍ଷା ଚାଲିଛି ତାହା…

ସାନଭାଇ ବାହାଘର ଦିନ ବଡ଼ଭାଇଙ୍କ ଆତ୍ମହତ୍ୟା

ବଡ଼ଗାଁ,୨୩।୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମଟିଆ ଗ୍ରାମରେ ଜଣେ ବ୍ୟକ୍ତି ତାଙ୍କ ସାନଭାଇଙ୍କ ବାହାଘର ଦିନ ଆତ୍ମହତ୍ୟା କରିଛନ୍ତି। ମୃତକ…

ପହଲଗାମ ପରେ ଟାର୍ଗେଟ୍‌ରେ ଉରି: ଆତଙ୍କବାଦୀ ନିପାତ

ଶ୍ରୀନଗର,୨୩।୪:ଜମ୍ମୁ କଶ୍ମୀରର ପହଲଗାମ ପରେ ଉରି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା। କିନ୍ତୁ ସେନା ଆତଙ୍କବାଦୀଙ୍କ ଉଦ୍ୟମକୁ ପଣ୍ଡ କରିଦେଇଛି। ବୁଧବାର ସେନା ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା…

ପ୍ରତିଶୋଧ ନେବ ଭାରତ: ଭୟରେ ଥରହର ପାକିସ୍ତାନ ବାୟୁସେନାକୁ କଲା ସତର୍କ

ନୂଆଦିଲ୍ଲୀ,୨୩।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ତାର ବାୟୁସେନାକୁ ହାଇ ଆଲର୍ଟରେ ରଖିଛି। ପାକିସ୍ତାନୀ ବାୟୁସେନାର ଗୋଇନ୍ଦା ବିମାନ ଭାରତୀୟ ସୀମା ସଂଲଗ୍ନ ଅଞ୍ଚଳର ଆକାଶମାର୍ଗ…

ରାଜ୍ୟ ଖାଦ୍ୟ ଆୟୋଗ ସଦସ୍ୟଙ୍କ ବରଗଡ଼ ଜିଲା ଗସ୍ତ

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ) : ଓଡିଶା ଖାଦ୍ୟ ଆୟୋଗ ସଦସ୍ୟ ଦୟାନିଧି ଦାଶ ଏବଂ ଅକ୍ଷୟ କୁମାର ବେହେରା ତିନି ଦିନିଆ ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି। ମଙ୍ଗଳବାର…

Jammu Kashmir Terror Attack: ପହଲଗାମ୍‌ ଆକ୍ରମଣ ପରେ ଆସିଲା ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲା

ଇସଲାମାବାଦ୍‌,୨୩।୪: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଉପରେ ପଡ଼ୋଶୀ ଦେଶ ପାକିସ୍ତାନର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମର ଏହି ଆକ୍ରମଣ ସହିତ କୌଣସି ସମ୍ପର୍କ ନାହିଁ।…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ନାବାଳକଙ୍କ ସମେତ ୩ ଅଟକ

ସୁନ୍ଦରଗଡ଼,୨୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ମଙ୍ଗଳବାର…

ପହଲଗାମରେ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କ ପ୍ରଥମ ଫଟୋ ସାମ୍ନାକୁ ଆସିଲା: ତଦନ୍ତ ଆରମ୍ଭ

ନୂଆଦିଲ୍ଲୀ,୨୩।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ଆକ୍ରମଣକାରୀଙ୍କ ମଧ୍ୟରୁ ଜଣଙ୍କର ଏକ ଫଟୋ ସାମ୍ନାକୁ ଆସିଛି। ଯେଉଁଥିରେ ଆତଙ୍କବାଦୀ ହାତରେ ଏକ ଅସ୍ତ୍ର ଏବଂ ପଠାନୀ ଶୁଟ…

ପୋଖରୀରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ କରିଛି।…

ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରିତାରେ ବିଳମ୍ବ ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟିର ଧାରଣା ଚେତାବନୀ

ନୂଆପଡ଼ା,୨୩ା୪ (ମକାରୁ ବେମାଲ)-ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧିତ ଆଇନ ୨୦୧୨ କାର୍ଯ୍ୟକାରିତାରେ ପ୍ରଶାସନର ଅହେତୁକ ବିଳମ୍ବ ସାଙ୍ଗକୁ ପଟ୍ଟା ପ୍ରଦାନରେ ସ୍ବଚ୍ଛତା ରହୁ ନ…