ଘର ପୋଡି କ୍ଷତିଗ୍ରସ୍ତଙ୍କୁ ମିଳିଲା ସହାୟତା

ଧରାକୋଟ,୧୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକର ବାହାରପୁର ପଞ୍ଚାୟତର ଡାକିବଜା ଗ୍ରାମରେ ଶଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟି ୧୦ଟି ପରିବାରର ୧୧ ବଖରା…

ଘରର ଛପର ଉଡ଼ାଇ ନେଲା କାଳବୈଶାଖୀ, ବାସହରା ପରିବାର

ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ/ବିପିନ ଦାସ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ପଣସଡିହା ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି, ପବନ ସବୁକିଛି…

ଭାଉଜଙ୍କ ସୁନା ଗହଣା ଚୋରି କରିବା ଦିଅରଙ୍କୁ ପଡ଼ିଲା ମହଙ୍ଗା

ଜୟପୁର,୧୮।୪ (ପବନ ପାଣିଗ୍ରାହୀ): ଭାଉଜଙ୍କ ସୁନା ଗହଣା ଚୋରି ଅଭିଯୋଗରେ ଜୟପୁର ସଦର ପୋଲିସ ଦିଅରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ରାଜକମଲ…

Tahawwur Rana: ପ୍ରଥମେ ମାଗିଲେ ପେନ-ପେପର-କୁରାନ, ଏବେ ଡିମାଣ୍ଡ କରୁଛନ୍ତି ନନଭେଜ…

ନୂଆଦିଲ୍ଲୀ,୧୮।୪: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହଉର ରାଣାକୁ NIA ନିରନ୍ତର ପଚରାଉଚରା କରୁଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ତହଉର ରାଣା ତାଙ୍କ ପରିବାର…

Dream11: ଆପଣ ବି ଅନଲାଇନ ଗେମ୍‌ ଖେଳି ଜିତିପାରିବେ ୩କୋଟି ଟଙ୍କା ଆଉ ମହିନ୍ଦ୍ରା ଥାର୍‌, ଜାଣନ୍ତୁ ଟ୍ରିକ୍‌

ଆଜିର ଡିଜିଟାଲ ଯୁଗରେ ଅନଲାଇନ ଫ୍ୟାନ୍ଟାସି ସ୍ପୋର୍ଟସ ଗେମ ଭାରତରେ ବେଶ ଲୋକପ୍ରିୟ ହୋଇଛି। ତେବେ Dream11 ଡ୍ରିମ ୧୧ ହେଉଛି ଏକ ଏପରି ପ୍ଲାଟଫର୍ମ, ଯେଉଁଠାରେ…

ବଦଳିଲା ସରକାରୀ ମହାବିଦ୍ୟାଳୟର ନାମ

କୋରାପୁଟ,୧୮ା୪(ଅମିତାଭ ବେହେରା): କୋରାପୁଟ ଲାଣ୍ଡିଗୁଡ଼ାସ୍ଥିତ ସରକାରୀ ମହାବିଦ୍ୟାଳୟର ପୁଣିଥରେ ନାଁ ବଦଳିଛି। ଗତ ୧୬ ତାରିଖରେ ଏହାକୁ ରାଜ୍ୟ ସରକାର ବିଜ୍ଞପ୍ତି ମାଧ୍ୟମରେ ସରକାରୀ ଡିଏଭି ମହାବିଦ୍ୟାଳୟ…

‘ମୁଁ ଚହଲଙ୍କୁ ଚଣ୍ଡିଗଡ଼ରେ ଭେଟିଛି’ ୧୬ ବର୍ଷ ତଳର ଫଟୋ ଶେୟାର କରି PBKSର ସହ ମାଲିକାଣୀ Preity Zinta କହିଛନ୍ତି…

ନୂଆଦିଲ୍ଲୀ,୧୮।୪: ପ୍ରୀତି ଜିଣ୍ଟା ବଲିଉଡର ଏକ ଜଣାଶୁଣା ନାମ। ପ୍ରଶଂସକମାନେ ତାଙ୍କୁ ଡିମ୍ପଲ ଗର୍ଲ ଭାବରେ ମଧ୍ୟ ଜାଣନ୍ତି। Preity Zinta ତାଙ୍କ କ୍ୟାରିୟରରେ ଅନେକ ହିଟ…

ସମ୍ବଲପୁର ସିଆର୍‌ପିଏଫ୍‌ ଗୋଷ୍ଠୀ କେନ୍ଦ୍ର ସର୍ବଶ୍ରେଷ୍ଠ ବିବେଚିତ

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ଭାରତର ସର୍ବବୃହତ ସାମରିକ ବାହିନୀ, କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସର ଜନ୍ମଭୂମି ମଧ୍ୟପ୍ରଦେଶର ନିମଚରେ ଗୁରୁବାର ଆୟୋଜିତ ୮୬ତମ ସ୍ଥାପନା ଦିବସ ପରେଡରେ ମୁଖ୍ୟ…

ଚୈତ୍ର ମହୋତ୍ସବ ଝାମୁଯାତ୍ରା ସମ୍ପନ୍ନ

ରିଷିଡ଼ା,୧୮ା୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବ ଶକ୍ତି ପୀଠରେ ଚାଲିଥିବା ଚୈତ୍ର ମହୋତ୍ସବର ସପ୍ତମ ଦିବସରେ ଝାମୁଯାତ୍ରା ଶୁକ୍ରବାର…

ୟୁଜିସି ନେଟ୍‌ ପରୀକ୍ଷା ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ ଫର୍ମ ପୂରଣ କରିବାର ଶେଷ ତାରିଖ

ଭୁବନେଶ୍ୱର,୧୮ା୪: ୟୁଜିସି-ନେଟ୍‌ ଜାତୀୟ ଯୋଗ୍ୟତା ପରୀକ୍ଷା ୨୦୨୫ର ଜୁନ୍‌ ସେସନ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଯାଇଛି। ଯୋଗ୍ୟ ଛାତ୍ରୀଛାତ୍ର ଏନେଇ ସରକାରୀ ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଆବେଦନ କରିପାରିବେ।…