ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର

ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ ଏବଂ…

Tariff War:ଚାଇନା ଉପରେ ୨୪୫% ଟାରିଫ୍‌ ଲଗାଇବାକୁ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୬।୪: ଚାଇନା ଏବଂ ଆମେରିକା ମଧ୍ୟରେ ଟାରିଫ୍‌ ଓ୍ବାର୍‌ ଥମିବାର ନାଁ ଧରୁନି। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି ଏକ ଦଲିଲରେ କୁହାଯାଇଛି,ଆମେରିକା ବିରୋଧରେ ପ୍ରତିଶୋଧମୂଳକ…

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ ଘୋଷଣା…

ରାଜନୀତିରେ ହଇଚଇ: କହିଦେଲେ ଅଖିଳେଶ, ଏବେ ଶ୍ରୀକାନ୍ତଙ୍କ ଗତି କୁଆଡ଼େ ନେଇ ବଢ଼ୁଛି ସସ୍ପେନ୍ସ

ଭୁବନେଶ୍ୱର,୧୬।୪: ଅଖିଳେଶ ଯାଦବଙ୍କ ଭୁବନେଶ୍ବର ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ତେବେ ଏହି ସମୟରେ ସେ କହିଥିବା କିଛି କଥା ବରିଷ୍ଠ କଂଗ୍ରେସ ନେତା…

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ ଆଜିକାଲି…

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ…

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ ମୁତ୍ୟୁ…

ପୋଲିସ ଏନକାଉଣ୍ଟରରେ ଗଡ଼ିଲା ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ : ୧୩ ଲକ୍ଷର ଥିଲା

ମାଲକାନଗିରି,୧୬।୪(ଦୁର୍ଯ୍ୟୋଧନ ପାତ୍ର): ପୁଣି ପୋଲିସ ଏନକାଉଣ୍ଟରରେ ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ ଗଡ଼ିଛି। ଛତିଶଗଡ଼ର କୋଣ୍ଡାଗାଓଁ ଜିଲାର କିଲମ ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳି…

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ ପ୍ରାୟ…

ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…

ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ କରିଛନ୍ତି।…