ତହଉରଙ୍କୁ ଭାରତ ଅଣାଯିବା ପରେ ମୋଦିଙ୍କ ୧୪ ବର୍ଷ ପୁରୁଣା ଟୁଇଟ୍‌ ଭାଇରାଲ୍‌: ଜାଣନ୍ତୁ କ’ଣ ଲେଖିଥିଲେ

ନୂଆଦିଲ୍ଲୀ,୧୧।୪: ୨୬/୧୧ ମୁମ୍ବାଇ ଆକ୍ରମଣ ଅଭିଯୁକ୍ତ ତହଉର ହୁସେନ ରାଣାକୁ ଆମେରିକାରୁ ଭାରତ ଅଣାଯିବା ପରେ, ୨୦୧୧ ମସିହାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ପୁରୁଣା ପୋଷ୍ଟ…

ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା: ଜାଣନ୍ତୁ ଏହାର ଲାଭ, ଗୁରୁତ୍ୱ

ଭୁବନେଶ୍ୱର,୧୧।୪: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB-PMJAY) ଶୁକ୍ରବାର ଓଡ଼ିଶାରେ ଆରମ୍ଭ ହୋଇଛି। AB-PMJAY ଏବଂ ପୂର୍ବରୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY)…

ଭୁବନେଶ୍ୱରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର,୧୧।୪: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର…

ପାରିବାରିକ କଳହରୁ ଡିନାମାଇଟ ଲଗାଇ ଘର ଉଡାଇ ଦେଇଥିଲେ ସ୍ୱାମୀ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ କାଳିଞ୍ଜୀ ସାହିରେ ବୁଧବାର ଅପରାହ୍ନରେ ଡିନାମାଇଟ ଦ୍ଵାରା ଘର ବିସ୍ଫୋରଣ ଘଟଣାରେ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ…

ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ମହିଳା ହକି ଦଳ

ନୂଆଦିଲ୍ଲୀ, ୧୧ା୪: ଭାରତୀୟ ମହିଳା ହକି ଦଳ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ। ଦଳ ସେଠାରେ ଏପ୍ରିଲ ୨୬ରୁ ମେ ୪ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଏକ…

ତରଭୁଜ ବୋଝେଇ ଟ୍ରକରୁ ମିଳିଲା ୧୪୦ କେଜି ଗଞ୍ଜେଇ: ମାଷ୍ଟରମାଇଣ୍ଡ ହୋମ୍‌ଗାର୍ଡ ଗିରଫ

ବାଉଁଶୁଣୀ,୧୧।୪: ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ମାଷ୍ଟରମାଇଣ୍ଡ ମନମୁଣ୍ଡା ଥାନା ହୋମଗାର୍ଡ ସମାରୁ ସେଠୀଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ସହ ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ବାଉଁଶୁଣୀ…

ନଳକୂପରୁ ବାହାରୁଛି ଦୂଷିତ ପାଣି, ଏହାକୁ ପିଇ ରୋଗାକ୍ରାନ୍ତ ହେଉଛନ୍ତି ଗ୍ରାମବାସୀ

ମୋହନା,୧୧ା୪,(ମନ୍ମଥ ମିଶ୍ର): ନଳକୂପରୁ ବାହାରୁଛି ନାଲି ପାଣି। ସେହି ଦୂଷିତ ପାଣି ପିଇ ନାନା ରୋଗର ଶିକାର ହେଉଛନ୍ତି ଗ୍ରାମବାସୀ। ଯେଉଁ ପାଣି ପାଟିରେ ବି ମାରି…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୪(ସୁନିତ ମିଶ୍ର): ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ…

ନବୀନଙ୍କୁ ରୋକଠୋକ ଜବାବ ଦେଲେ ବିଜେଡି ନେତା, ‘ଆମେ କେହି ଚାକିରି କରୁନୁ, ନାଲି ଆଖି ଦେଖାଇ ପାରିବେନି’

ଭୁବନେଶ୍ୱର,୧୧।୪: "ୱାକଫ ବିଲ୍ ଭୋଟ୍ ବିବାଦ ଏବଂ ପରବର୍ତ୍ତୀ ସମୟରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ବୟାନକୁ ନେଇ ବିଜେଡିରେ ଦେଖାଦେଇଥିବା ଆଭ୍ୟନ୍ତରୀଣ ଅଶାନ୍ତି ବଢିଚାଲିଛି। ଏହାରି…

୧୩୧ ବର୍ଷରେ ପହଞ୍ଚିଲା ବ୍ୟାଙ୍କ: ୧୬୦ ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଋଣ ଦେଇ କଲା ରେକର୍ଡ

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ତା’ର ୧୩୧ବର୍ଷ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ଶାଖା ପରିଚାଳକ ଶାନ୍ତନୁ…