ମହଙ୍ଗା ପଡ଼ିଲା ICUରେ ଧର୍ମେନ୍ଦ୍ରଙ୍କ ଭିଡିଓ କରିବା, ଗିରଫ ହେଲେ ହସ୍ପିଟାଲ କର୍ମଚାରୀ

ମୁମ୍ବାଇ,୧୩।୧୧: ଅଭିନେତା ଧର୍ମେନ୍ଦ୍ର ଅସୁସ୍ଥ ଅଛନ୍ତି। ତାଙ୍କୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ କିଛି ଦିନ ହେବ ଭର୍ତ୍ତି କରାଯାଇଥିଲା, ଯେଉଁଠାରୁ ତାଙ୍କୁ ବୁଧବାର ଡିସଚାର୍ଜ କରାଯାଇଥିଲା।…

ଓଡ଼ିଶା: ଆଜିର ଫଟୋ ( ୧୩ ନଭେମ୍ବର, ୨୦୨୫ )

ସୂଚନା ଭବନରେ ମୋଖ୍ୟ ଅନୁଷ୍ଠାନ ପକ୍ଷରୁ ୧୬୦୦ ଯୁଗଳବନ୍ଧୀ ଓଡ଼ିଶୀ ନୃତ୍ୟ କୋରିଓଗ୍ରାଫି ପ୍ରଦର୍ଶନ କରାଯାଇଛି ଗୁରୁବାର ସ୍ୱାଭିମାନ ଦ୍ୱାରା ଆଦିବାସୀ ପ୍ରଦର୍ଶନୀ ପଡିଆରେ ୨୫ତମ ଆନ୍ତର୍ଜାତୀୟ…

ଜ୍ୟାକବ ଡଫିଙ୍କ ଘାତକ ବୋଲିଂ: ୩-୧ରେ ସିରିଜ୍‌ ପୋଛିନେଲା ନ୍ୟୁଜିଲାଣ୍ଡ

ଡୁନେଡିନ, ୧୩ା୧୧- ଜ୍ୟାକବ ଡଫିଙ୍କ ଘାତକ ବୋଲିଂ ବଳରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଖେଳାଯାଇଥିବା ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌କୁ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଜିତି ନେଇଛି।…

ଦିଗପହଣ୍ଡି ମୁଖ୍ୟରାସ୍ତା ଶୋଚନୀୟ: ଉଠି ଗଲାଣି ପିଚୁ,କର୍ତ୍ତୃପକ୍ଷଙ୍କ ନିଘା ନାହିଁ

ଦିଗପହଣ୍ଡି,୧୩ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଲାଇଫ ଲାଇନ୍‌ ଭାବେ ପରିଚିତ ବ୍ରହ୍ମପୁର-ଦିଗପହଣ୍ଡି ୧୭ ନଂ. ରାଜ୍ୟ ରାଜପଥର ଅନେକ ସ୍ଥାନରେ ପିଚୁ ଗୋଡ଼ି ଉଠି ଗଲାଣି।…

ମିଥ୍ୟା ସତ୍ୟପାଠ ଦାଖଲକରି ପଦ ହରାଇଲେ ମାର୍ଲାଙ୍ଗା ସରପଞ୍ଚ

କୋଟଗଡ଼,୧୩ା୧୧ (ସରୋଜ ବଳିୟାରସିଂ): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ମାର୍ଲାଙ୍ଗା ପଞ୍ଚାୟତର ସରପଞ୍ଚ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ୨୦୨୨ରେ ପଞ୍ଚାୟତ ନିର୍ବାଚନ ବେଳେ ଅଶୋକ ମୁଠା ମାଝୀଙ୍କର…

ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼: ଠେଲାପେଲାରେ ୨ ଅଚେତ୍‌

କଟକ,୧୩।୧୧: କଟକ ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ଲୋକଙ୍କ ପ୍ରବଳ ଭିଡ଼ ହୋଇଛି। ଏପରିକି ବଲିଉଡ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମରେ ଠେଲାପେଲା ହୋଇ ୨ଜଣ ଦର୍ଶକ ଅଚେତ୍‌…

ମାଁ ପଁର୍ରାପାଟ କପ୍ ଫୁଟବଲ୍ ପ୍ରତିଯୋଗିତା: ସେମିଫାଇନାଲରେ…

ବରଗଡ଼,୧୩।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ବ୍ଲକ ଅନ୍ତର୍ଗତ ବରହାଗୋଡା ଫୁଟବଲ୍ ପଡିଆରେ ବୁଧବାର ମାଁ ପଁର୍ରାପାଟ କପ୍ ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ପୂର୍ବତନ ବିଧାୟକ ସାଧୁ ନେପାକ,…

ଶ୍ରୀଅନ୍ନ ଯୋଜନାରେ ଉଦ୍‌ଘାଟନ ହେଲା ମାଣ୍ଡିଆ ରଥ

ଦାରିଙ୍ଗବାଡ଼ି,୧୩ା୧୧ (ଅରୁଣ ସାହୁ): ଶ୍ରୀଅନ୍ନ ଯୋଜନାରେ ମାଣ୍ଡିଆ ଚାଷ ଓ ମାଣ୍ଡିଆ ଖାଦ୍ୟକୁ ବହୁଳ ପରିମାଣରେ ବ୍ୟବହାର କରିବା ଲକ୍ଷ୍ୟରେ ଏକ ସଚେତନତା ରଥକୁ ଗୁରୁବାର ଜାଗୃତି…

ଦିଲ୍ଲୀ ବିସ୍ଫୋରଣକୁ ନେଇ ଏମିତି କହିଲେ ଶାହା, ଶତ୍ରୁ ଚକିତ

ନୂଆଦିଲ୍ଲୀ,୧୩।୧୧: ଗୁରୁବାର କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ଦିଲ୍ଲୀ ବିସ୍ଫୋରଣର ଦୋଷୀମାନଙ୍କୁ କଠୋରରୁ କଠୋରତମ ଦଣ୍ଡ ଦିଆଯିବ, ଯାହା ବିଶ୍ୱକୁ ଏକ ବାର୍ତ୍ତା ଦେଇଛି…

ପୂରଣ ହେବ ଦୀର୍ଘ ଦିନର ସ୍ବପ୍ନ: ଜୁନାଗଡ଼ ରୋଡ଼ ପର୍ଯ୍ୟନ୍ତ ସମ୍ପ୍ରସାରଣ ହେଲା ଇସ୍ପାତ ଟ୍ରେନ

ଭବାନୀପାଟଣା,୧୩।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେବାକୁ ଯାଉଛି। କାରଣ ଇସ୍ପାତ ଏକ୍ସପ୍ରେସ ଟ୍ରେନ ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ସମ୍ପ୍ରସାରଣ…