ଘୁମୁସର ବୀର ଚକରା ବିଷୋୟୀଙ୍କ ଜନ୍ମସ୍ଥଳୀକୁ ସ୍ମାରକୀ ଘୋଷଣା କରିବେ ପ୍ରଧାନମନ୍ତ୍ରୀ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୯ା୬(ବାବୁଲା ପ୍ରଧାନ): ଘୁମୁସର ବୀର ଚକରା ବିଷୋୟୀଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବିଞ୍ଜିଗିରିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆଭାସି ମାଧ୍ୟମରେ ସ୍ମାରକୀ…

ଚତୁର୍ଦଶ ଦିବସରେ ଅଗସ୍ତି ନୂଆ ଗାଁ ଠାକୁରାଣୀ ଯାତ୍ରା, ମନମୋହୁଛି ବାଘ ନାଚ, ରାମାୟଣ ନାଟକ

ଗଞ୍ଜାମ,୧୯ା୬(ବିଦ୍ୟାଧର ସାହୁ): ପ୍ରତି ତିନି ବର୍ଷକୁ ଥରେ ଅଗସ୍ତି ନୂଆ ଗାଁ'ରେ ଅନୁଷ୍ଠିତ ହେଉଥିବା ମା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦ୍ଵାଦଶ ଦିବସରେ ପହଁଚିଛି l ଚଳିତ…

ଦିଗପହଣ୍ଡି ବନ୍ୟା ଆଶ୍ରୟସ୍ଥଳୀରେ ସଚେତନତା ସଭା: ତାଲିମ ପରେ ସରିଲା ମକ୍ ଡ୍ରିଲ୍   

ଦିଗପହଣ୍ଡି,୧୯|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପ୍ରଶାସନ ଓ ଦିଗପହଣ୍ଡି ବ୍ଳକ ପ୍ରଶାସନର ମିଳିତ ସଂଯୋଜନାରେ ଦିଗପହଣ୍ଡି ବ୍ଳକ ଅଧିନସ୍ଥ ଖମାରି ଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାସ୍ଥଳରୁ ମିଳିଲା ପୁଳାପୁଳା ସୁନା, ଲକ୍ଷ ଲକ୍ଷ ଟଙ୍କା, ଆହୁରି ମିଳିଲା…

ଅହମଦାବାଦ, ୧୯।୬: ଗତ ସପ୍ତାହରେ ଅହମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା (ଫ୍ଲାଇଟ AI-171) ସମଗ୍ର ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଦୁଃଖଦ ଘଟଣାରେ ୨୪୨…

ମାଇଚିଆ ଶବ୍ଦ ବ୍ୟବହାର କରି ଫସିଲେ ଅରୁଣ ସାହୁ, କିନର ସମାଜ ପକ୍ଷରୁ କୁଶ ପୁତଳିକା ଦାହ

ପାରଳାଖେମୁଣ୍ଡି,୧୯ା୬(ଗିରିଧାରୀ ପରିଛା): ବିରୋଧୀ ଦଳ ନେତା ତଥା ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ ଗତ ୧୭ ତାରିଖରେ ବିରୋଧୀଙ୍କୁ ଆକ୍ଷେପ କରି ପୁରୀରେ ଅନୁଷ୍ଠିତ ଏକ…

ନୂଆ ଡିଏଫ୍ଓଙ୍କ ଦାୟିତ୍ୱ ଗ୍ରହଣ: ବିଭାଗୀୟ କର୍ମଚାରୀଙ୍କୁ ଦେଲେ ଏପରି ପରାମର୍ଶ

ଭଞ୍ଜନଗର,୧୯ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଦକ୍ଷିଣ ବନଖଣ୍ଡର ନୂତନ ଡିଏଫ୍ଓ ଭାବେ ଭିପାସା ପାରୁଲ ଗୁରୁବାର ଅପରାହ୍ନରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହି ଅବସରରେ…

ଟ୍ରମ୍ପଙ୍କ ସହ କେଉଁ ଡିଲ୍‌ କଲେ ମୁନୀର? ସାଂଘାତିକ ଖୁଲାସା

ଓ୍ବାଶିଂଟନ୍‌,୧୯।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କେବଳ ପାକିସ୍ତାନ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ନିମନ୍ତ୍ରଣ କରିନଥିଲେ, ବରଂ ପାକିସ୍ତାନ ପ୍ରତି ତାଙ୍କର…

ଆସନ୍ତାକାଲି ଖୋଲିବ ସ୍କୁଲ: ଜିଲ୍ଲାପାଳମାନଙ୍କୁ ଏପରି ନିର୍ଦ୍ଦେଶ ଦେଲେ ଓଡ଼ିଶା ସରକାର

ଭୁବନେଶ୍ୱର,୧୯।୬: ଗ୍ରୀଷ୍ମ ଛୁଟି ପରେ ଶୁକ୍ରବାର ସ୍କୁଲଗୁଡ଼ିକ ପୁନର୍ବାର ଖୋଲିବାକୁ ଯାଉଥିବା ବେଳେ, ଓଡ଼ିଶା ସରକାର ସମସ୍ତ ଜିଲାପାଳଙ୍କୁ ଶିକ୍ଷାନୁଷ୍ଠାନଗୁଡ଼ିକ ଶିକ୍ଷାଗତ କାର୍ଯ୍ୟକ୍ରମର ସୁଚାରୁ ପୁନରାରମ୍ଭ ପାଇଁ…

ସରକାରଙ୍କ ବଡ ନିଷ୍ପତ୍ତି: ଇରାନ ପରେ ଇସ୍ରାଏଲରୁ ଭାରତୀୟଙ୍କୁ କରିବେ ଉଦ୍ଧାର

ନୂଆଦିଲ୍ଲୀ,୧୯।୬: ବୈଦେଶିକ ମନ୍ତ୍ରଣାଳୟ (ଏମଇଏ) ଗୁରୁବାର ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ପରେ ଉତ୍ତେଜନା ବୃଦ୍ଧି ପାଇବାରୁ ‘ଅପରେସନ ସିନ୍ଧୁ’ ଅଧୀନରେ ଇସ୍ରାଏଲରୁ ଭାରତୀୟ…

ଦୋକାନ ଘର ଟିଣ ଭାଙ୍ଗି କଂସା-ବାସନ ସହ ନଗଦ ଟଙ୍କା ନେଇଗଲେ ଦୁର୍ବୃତ୍ତ

ବାଲିଗୁଡ଼ା,୧୯ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନସ୍ଥିତ ହାଟପଦା ମାର୍କେଟରୁ ବୁଧବାର ବିଳମ୍ବିତ ରାତିରେ ନିତ୍ୟାନନ୍ଦ ନାୟକଙ୍କ କଂସା ବାସନ ଦୋକାନରୁ ଏକ ଦୁର୍ବୃତ୍ତ ଦୋକାନ…