୧୦ ଦଫା ଦାବିରେ ସଚେତନ ନାଗରିକ ମଞ୍ଚର ଧାରଣା; କେସିଙ୍ଗାରୁ ଭୁବନେଶ୍ୱରରୁ ଟ୍ରେନ୍‌ ଚଳାଚଳ ସହ…

କେସିଙ୍ଗା,୧୮।୬(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା ସଚେତନ ନାଗରିକ ମଞ୍ଚ ପକ୍ଷରୁ ୧୦ଦଫା ଦାବି ନେଇ କେସିଙ୍ଗା ସଚେତନ ନାଗରିକ ମଞ୍ଚ ତରଫରୁ ଧାରଣା ଦିଆଯାଇଛି। କେନ୍ଦ୍ର ଓ…

ଚିକିତ୍ସା ପାଇଁ ଯିବା ପୂର୍ବରୁ ଏହି ନେତାମାନଙ୍କୁ ବିଜେଡି ଦାୟିତ୍ୱ ଦେଲେ ନବୀନ, ସମ୍ଭାଳିବେ ସବୁକିଛି

ଭୁବନେଶ୍ୱର,୧୮।୬: ବିଜୁ ଜନତା ଦଳ (ବିଜେଡି) ସଭାପତି ଓ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ର ଚିକିତ୍ସା ପାଇଁ ମୁମ୍ବାଇ ଯାତ୍ରା କରିବା ପୂର୍ବରୁ…

ହୃଦୟ ଜିତିଲା ‘ସ୍ବାମୀମାନେ ସାବଧାନ’ ନାଟକ

ଗଞ୍ଜାମ,୧୮ା୬(ବିଦ୍ୟାଧର ସାହୁ):ଗଞ୍ଜାମ ସହର ନିକଟସ୍ଥ ଅଗସ୍ତି ନୂଆଗାଁ ଠାକୁରାଣୀ ଯାତ୍ରା ତ୍ରୟୋଦଶ ଦିବସରେ ପହଞ୍ଚତ୍ଛି। ଏହି ଉପଲକ୍ଷେ ଗ୍ରାମର ମା’ ବୁଢ଼ୀ ଠାକୁରାଣୀ ଯୁବ ନାଟ୍ୟ ସାଂସଦ…

IAS ଧୀମାନ ଚକମାଙ୍କ ତ୍ରିପୁରାସ୍ଥିତ ଜନ୍ମସ୍ଥାନରେ ତଦନ୍ତ କଲା ଓଡ଼ିଶା ଭିଜିଲାନ୍ସ

ଭୁବନେଶ୍ୱର,୧୮।୬: ଲାଞ୍ଚ ନେବା ମାମଲାରେ ଗିରଫ ହୋଇଥିବା ଆଇଏଏସ ଅଧିକାରୀ ଧୀମାନ ଚକମାଙ୍କ ସହ ଜଡ଼ିତ ସ୍ଥାନଗୁଡ଼ିକରେ ତଦନ୍ତ ପାଇଁ ତ୍ରିପୁରା ଓ ହିମାଚଳ ପ୍ରଦେଶରେ ଓଡିଶା…

କୂଳ ଲଂଘୁଛି ସମୁଦ୍ର, ବିପଦରେ ଆର୍ଯ୍ୟପଲ୍ଲୀ ପଞ୍ଚାୟତ; ୨୪ରୁ ଧାରଣା ଦେବେ…

ଛତ୍ରପୁର,୧୮ା୬(ଦିଲୀପ ସାମଲ): ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତ ନିକଟରେ ସମୁଦ୍ର କୂଳ ଲଂଘୁଛି । ପୂର୍ବରୁ ସମୁଦ୍ରଠାରୁ ୨ କି.ମି. ଦୂରରେ ଗାଁଗୁଡିକ ଥିଲା। ବର୍ତ୍ତମାନ ଗାଁଠାରୁ…

ନିର୍ବାଚନ ଆୟୋଗର ନୂଆ ବ୍ୟବସ୍ଥା: ମାତ୍ର ୧୫ ଦିନ ମଧ୍ୟରେ ପହଞ୍ଚାଇବ ଭୋଟର ପରିଚୟ

ନୂଆଦିଲ୍ଲୀ,୧୮।୬: ନିର୍ବାଚନ ଆୟୋଗ (ଇସି) ବୁଧବାର ଘୋଷଣା କରିଛନ୍ତି ଯେ ଏଣିକି ଭୋଟର ପରିଚୟ ପତ୍ର (ଇପିଆଇସି) ୧୫ ଦିନ ମଧ୍ୟରେ ଭୋଟରଙ୍କୁ ପହଞ୍ଚାଇ ଦିଆଯିବ, ଯାହା…

କୋଟପାଡ଼ରେ ଦୁର୍ଘଟଣା: ଚାଲିଗଲା ନୀଳାମ୍ବରଙ୍କ ଜୀବନ, ଜଣଙ୍କ ପରିଚୟ ଖୋଜୁଛି…

କୋଟପାଡ଼,୧୮।୬(ରାଜଶେଖର): କୋରାପୁଟ ଜ଼ିଲା କୋଟପାଡ଼ ଅଞ୍ଚଳରେ ବୁଧବାର ୨ଟି ସ୍ଥାନରେ ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର ହେଇଥିବା ଜଣାପଡିଛି । ଅପରାହ୍ନ ୩ଟାରେ କୋଟପାଡ଼…

ସରକାରଙ୍କ ବର୍ଷ ପୂର୍ତ୍ତି ଉପଲକ୍ଷେ ଆସିବେ ପ୍ରଧାନମନ୍ତ୍ରୀ, ଏହିସବୁ ଅଞ୍ଚଳରେ ସ୍କୁଲ ବନ୍ଦ

ଭୁବନେଶ୍ୱର, ୧୮।୬: ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆସନ୍ତା ୨୦ ଜୁନ (ଶୁକ୍ରବାର) ଭୁବନେଶ୍ୱରରେ ଏକ ରାଜ୍ୟସ୍ତରୀୟ ସମାବେଶ ଆୟୋଜନ କରାଯାଉଛି। ଏହି ଅବସରରେ…

ଦୁର୍ଘଟଣାରେ ଚାଲିଗଲା ତ୍ରୀନାଥଙ୍କ ଜୀବନ,କ୍ଷତିପୂରଣ ଦାବିରେ ରାସ୍ତାରେ ବସିଛନ୍ତି ରଘୁନାଥପୁର ଗ୍ରାମବାସୀ

ଆନନ୍ଦପୁର,୧୮।୬.(ସୁଶାନ୍ତ କୁମାର ସାହୁ): ଅଜଣା ଗାଡି ଧକ୍କାରେ ରଘୁନାଥପୁର ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ତେବେ ପରିବାରକୁ କ୍ଷତିପୂରଣ ଦାବିରେ ରଘୁନାଥପୁର ଗ୍ରାମବାସୀ ବୁଧବାର ଟାୟାର…

ଭଞ୍ଜନଗର ଡିଏଫ୍‌ଓଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା: କାଠ ଚୋରିକୁ ରୋକିବା, ନୂତନ ବନୀକରଣରେ ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଦକ୍ଷିଣ ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ବୁଧବାର ଅପରାହ୍ନରେ ଡିଏଫ୍‌ଓ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…