ବିମାନକୁ ବୋମା ଧମକ, ମଝି ଆକାଶରୁ ମାରିଲା ୟୁ-ଟର୍ଣ୍ଣ

ହାଇଦ୍ରାବାଦ,୧୬ା୬: ପୁଣି ବିମାନକୁ ମିଳିଛି ବୋମା ଧମକ। ଫଳରେ ଜର୍ମାନୀ ଫେରିଯାଇଛି ବିମାନ। ହାଇଦ୍ରାବାଦରେ ଅବତରଣ ପାଇଁ ଅନୁମତି ନ ମିଳିବାରୁ ମଝି ଆକାଶରୁ ୟୁ-ଟର୍ଣ୍ଣ ମାରି…

ଭୂକମ୍ପ ଝଟକାରେ ଲୋକେ ଭୟଭୀତ, ଜଣେ ମୃତ ଅନେକେ ଆହତ

ପେରୁ,୧୬।୬: ରବିବାର ପେରୁରେ ଭୂମିକମ୍ପ ଯୋଗୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ପେରୁର ରାଜଧାନୀ ଲିମାରେ ଭୂମିକମ୍ପ…

‘ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଥିଲା ଇରାନ’, ଏମିତି ଦାବି କଲେ ନେତାନ୍ୟାହୁ ଶୁଣିଲେ ସମସ୍ତେ ଚମକି ପଡ଼ିବେ

ଓ୍ବାଶିଂଟନ,୧୬।୬: ଇରାନ ସହିତ ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ଇରାନର ଇସଲାମିକ ସରକାର ଆମେରିକାର…

ଚାଲାଣ ହେବା ପୂର୍ବରୁ ଖସିଆସିଲେ ନାବାଳିକା, ବାପା-ଭାଇଙ୍କ ନାମରେ ଆଣିଲେ ଏମିତି ଅଭିଯୋଗ

ଦେବଗଡ଼,୧୬ା୬(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଲକ ସଇଡ଼ା ପଞ୍ଚାୟତର ଶରଣକୋଟ ଗ୍ରାମରେ ଚାଲାଣ ହେବା ପୂର୍ବରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଏକ ୧୫ ବର୍ଷର ନାବାଳିକା। ସରୁଆଳି…

ବିଶ୍ୱରେ ସ୍କୁଲ ଯାଉନାହାନ୍ତି ୨୭୨ ନିୟୁତ ପିଲା

ନୂଆଦିଲ୍ଲୀ,୧୬ା୬(ପି.ଟି.):ସାରା ବିଶ୍ୱରେ ସ୍କୁଲ ଯାଉ ନ ଥିବା ପିଲାଙ୍କ ସଂଖ୍ୟା ୨୭୨ ନିୟୁତ, ଯାହା ପୂର୍ବ ଆକଳନ ତୁଳନାରେ ୨୧ ନିୟୁତ ଅଧିକ। ୟୁନେସ୍କୋର ଗ୍ଲୋବାଲ ଏଜୁକେଶନ…

ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ: ଆଜି ଶେଷକୃତ୍ୟ

ଅହମଦାବାଦ,୧୬ା୬: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨୭୪ ଜଣଙ୍କ ମଧ୍ୟରୁ ରବିବାର ସୁଦ୍ଧା ଡିଏନ୍‌ଏ ମେଳ କରାଯାଇ ୪୭ ମୃତଦେହ ଚିହ୍ନଟ କରାଯାଇଛି। ସେଥିରୁ ୨୪ଟି…

ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଲୋଡ଼ା

ସାରା ଜଗତର ପାଳନକର୍ତ୍ତା ପ୍ରଭୁ ଜଗନ୍ନାଥ ଓଡ଼ିଶାରେ କୋଉ ଆଦିମ କାଳରୁ ପୂଜା ପାଇଆସୁଛନ୍ତି । ବାର ଶହ ଶତାବ୍ଦୀରେ ନିର୍ମିତ ଜଗନ୍ନାଥ ମନ୍ଦିରର କାରୁକାର୍ଯ୍ୟ, ସାଂସ୍କୃତିକ…

ଇରାନ ପ୍ରତିରକ୍ଷା ମୁଖ୍ୟାଳୟରେ ଇସ୍ରାଏଲର ଆକ୍ରମଣ

ଦୁବାଇ,୧୬ା୬: ଇରାନର ଘାତକ ଆକ୍ରମଣ ପରେ ଇସ୍ରାଏଲ୍‌ ରବିବାର କ୍ରମାଗତ ତୃତୀୟ ଦିନ ପାଇଁ ତେହରାନ ଉପରେ ଜୋର୍‌ଦାର ଆକ୍ରମଣ କରିଛି। ଇରାନର ଶକ୍ତି ଶିଳ୍ପ ଏବଂ ତେହରାନରେ…

ସରି ଆସୁଛି ଖରାଛୁଟି: ୨୦ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୬ା୬: ସରି ଆସୁଛି ଖରାଛୁଟି। ୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିବାକୁ ଯାଉଛି। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ।…

ରଗ୍‌ବୀ ପ୍ରିମିୟର ଲିଗ୍‌ ଉଦ୍‌ଘାଟିତ

ମୁମ୍ବାଇ,୧୫ା୬: ଅନ୍ଧେରି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ରବିବାରଠାରୁ ରଗ୍‌ବୀ ପ୍ରିମିୟର ଲିଗ୍‌ (ଆର୍‌ପିଏଲ୍‌) ଉଦ୍‌ଘାଟିତ ହୋଇଯାଇଛି। ଜଣାଶୁଣା ବଲିଉଡ୍‌ ଗାୟକ ପଦ୍ମଶ୍ରୀ ଶଙ୍କର ମହାଦେବନ ପ୍ରଥମେ ଟୁର୍ନାମେଣ୍ଟର ଆନ୍ଥେମ…