ଭାଜପାର ୪୬ ତମ ପ୍ରତିଷ୍ଠା ଦିବସ ଘରେ ଘରେ ପତାକା କାର୍ଯ୍ୟକ୍ରମ ଶୁଭାରମ୍ଭ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଭାଜପା ର ୪୬ ତମ ପ୍ରତିଷ୍ଠା ଦିବସ ରବିବାର ଓ ସୋମବାର ଦୁଇଦିନ ପାଳିତ ହେବ। ଏହି ଅବସରରେ ସମସ୍ତଙ୍କ ଘରେ ପତାକା ଲଗାଇବା…

Ram Navami: ରାମନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ PM ମୋଦି, ‘ସଶକ୍ତ, ସମୃଦ୍ଧ ଏବଂ ସମର୍ଥ ଭାରତର ସଂକଳ୍ପକୁ…

ନୂଆଦିଲ୍ଲୀ,୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କୁ ‘ରାମ ନବମୀ’ର ଶୁଭେଚ୍ଛା ଜଣାଇ ଦେଶବାସୀଙ୍କ ଜୀବନରେ ନୂତନ ଉତ୍ସାହ ପାଇଁ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌…

‘ସେ ଗୋଟିଏ ପାଗଳ’…ବଡ଼ ଆନ୍ଦୋଳନ, ଟ୍ରମ୍ପଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଲେ ହଜାର ହଜାର ଲୋକ

ନୂଆଦିଲ୍ଲୀ,୬।୪: ଆମେରିକାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କର ପ୍ରମୁଖ ଉପଦେଷ୍ଟା ତଥା ବିଲିୟନେୟାର ଏଲନ ମସ୍କଙ୍କ ବିରୋଧରେ ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇଛନ୍ତି। "ହ୍ୟାଣ୍ଡସ…

ମା’ ତାରାତାରିଣୀଙ୍କ ଦର୍ଶନ କଲେ ହାଇକୋର୍ଟ ମୁଖ୍ୟ ବିଚାରପତି

ଛତ୍ରପୁର/ପୁରୁଷୋତ୍ତମପୁର,୬।୪(ସନ୍ତୋଷ ପାଢ଼ୀ/ସିମାଞ୍ଚଳ ମିଶ୍ର): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରକୁ ଆସି ମାଙ୍କ ଦର୍ଶନ…

Waqf Amendment Bill 2025: ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ଆଇନରେ ପରିଣତ ହେଲା ଓ୍ବକଫ୍‌ ସଂଶୋଧିତ ବିଲ୍‌

ନୂଆଦିଲ୍ଲୀ,୬।୪: ଆଇନ୍‌ରେ ପରିଣତ ହୋଇଛି ଓ୍ବକଫ୍‌ ସଂଶୋଧିତ ବିଲ୍‌। ସଂସଦର ଉଭୟ ଗୃହରେ ବିଲ୍‌ଟି ପାସ ହେବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହାକୁ ମଞ୍ଜୁରୀ ଦେଇଛନ୍ତି।…

ଉଠିଲା ବେଳକୁ ଅଗଣାରେ ଭାଲୁ, ପରେ ଯୁବକଙ୍କୁ ଯାହା କଲା…

ପାଟଣା,୬।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସ୍ବାମ ପୁରୁଣା ମୁଣ୍ଡା ସାହିକୁ ରବିବାର ସକାଳୁ ଏକ ବଣୁଆ ଭାଲୁ ପଶି ଆସିଥିଲା। ପରେ ଭାଲୁଟି…

ଟ୍ରମ୍ପଙ୍କ ଟାରିଫ୍‌, ମୋଦିଙ୍କ Make in Indiaକୁ ଜୋରଦାର୍‌ ଝଟ୍‌କା!

ନୂଆଦିଲ୍ଲୀ,୬।୪:ଏପ୍ରିଲ ୨ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସମେତ ବିଶ୍ୱର ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଘୋଷଣା କରିଛନ୍ତି। ଯାହା ପରେ ସାରା ବିଶ୍ୱରେ…

ଅନୁଗୋଳରେ ଏନକାଉଣ୍ଟର, କୁଖ୍ୟାତ ଅପରାଧି କ୍ଷୀରୋଦ ନାୟକ ଗୁରୁତର 

ଅନୁଗୋଳ ଅଫିସ,୬।୪(ମାନସ ବିଶ୍ୱାଳ): ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ କୁରୁଡ଼ୋଲ ହନୁମାନ ବାଟିକା ନିକଟ ଆମ୍ବ ବଗିଚା ଠାରେ ଶନିବାର ବିଳମ୍ବତ ରାତିରେ ଏନକାଉଣ୍ଟର ହୋଇଛି। ଏହି…

୫୬ ହଜାରକୁ ଖସିପାରେ ସୁନା ଦର

ନୂଆଦିଲ୍ଲୀ,୬।୪: ସୁନା ଦର ଏବେ ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ଥିବାବେଳେ ଆଗାମୀ ବର୍ଷରେ ଏହା ସମ୍ଭବତଃ ୩୮%ହ୍ରାସ ପାଇ ୫୬,୦୦୦ ଟଙ୍କାକୁ ଖସିପାରେ ବୋଲି ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି।…

ମିଳିତ ଉଦ୍ୟମ ହେଲେ ଆଗକୁ ଯାଇପାରିବା: କନକବର୍ଦ୍ଧନ

ଭୁବନେଶ୍ୱର,୬ା୪ (ଅନୁରାଧା ମହାରଣା):ରାଜ୍ୟରେ ଶିଳ୍ପ ତଥା ଔଦ୍ୟୋଗିକ ସମ୍ଭାବନାର ସୁଯୋଗ ରହିଛି। ମିଳିତ ଉଦ୍ୟମ ହେଲେ ଆମେ ଆଗକୁ ଯାଇପାରିବା ବୋଲି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କହିଛନ୍ତି।…