ଓ୍ବକ୍‌ଫ ବିଲ୍‌: ନୀତୀଶ, ନାଇଡୁଙ୍କୁ କିପରି ମନାଇଲା ଭାଜପା

ନୂଆଦିଲ୍ଲୀ,୪ା୪:ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ) ପାରମ୍ପରିକ ଭାବେ…

ସଜେଇ ହେଉଛି ପ୍ରାଥମିକ-ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ପ୍ରଥମ ପର୍ଯ୍ୟାୟରେ ୫୪ଟି ବିଦ୍ୟାଳୟକୁ ରୂପାନ୍ତର

ଦାରିଙ୍ଗବାଡି,୪।୪ (ଅରୁଣ ସାହୁ):ଏବେ ଆଉ ବିଦ୍ୟାଳୟକୁ ଯିବାକୁ ଛାତ୍ରୀଛାତ୍ରଙ୍କ ମୁହଁରୁ ନା ଶୁଣିବାକୁ ମିଳିବନି। ଅଭିଭାବକମାନେ ଏଣିକି ଘରୋଇ ବଦଳରେ ସରକାରୀ ବିଦ୍ୟାଳୟକୁ ପିଲାଙ୍କୁ ପଠାଇବେ। ସରକାରୀ…

ପିସ୍ତଲ ମୁନରେ ଧମକ: ଯୁବକଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ,୪/୪(ଜୟ ନାରାୟଣ ମେଣ୍ଡୁଳି): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପିସ୍ତଲ ଦେଖାଇ ଜୀବନରେ ମାରିଦେବାକୁ ଧମକ ଦେବା ଅଭିଯୋଗରେ ର ସୁନ୍ଦରଗଡ ଜିଲା ହାତୀବାରୀ ଥାନା ପୋଲିସ…

ଅଭିନେତା ମନୋଜ କୁମାରଙ୍କ ପରଲୋକ

ମୁମ୍ବାଇ,୪ା୪: ବଲିଉଡ୍‌ର ଏକ ଦୁଃଖଦ ଖବର ଆସିଛି। ଭାରତୀୟ ଅଭିନେତା ତଥା ଚଳଚ୍ଚିତ୍ର ନିର୍ଦ୍ଦେଶକ ମନୋଜ କୁମାର ଆଉ ଏ ଦୁନିଆରେ ନାହାନ୍ତି। ୮୭ ବର୍ଷ ବୟସରେ…

ବ୍ୟବସାୟ ନୁହେଁ, ସାଲିସ୍‌ବିହୀନ ଶିକ୍ଷାକୁ ପ୍ରାଧାନ୍ୟ

ଯୁବୋଦୟ ଇନ୍‌ଷ୍ଟିଚ୍ୟୁଟର ନିର୍ଦ୍ଦେଶକ ଅମ୍ବରୀଶ ଦାଶ ସମ୍ବଲପୁରରେ ୧୯୭୧ରେ ଜନ୍ମଗ୍ରହଣ କରିଥିଲେ। କଟକରେ ପଦାର୍ଥ ବିଜ୍ଞାନରେ ସ୍ନାତକ ଏବଂ ଦିଲ୍ଲୀରେ ଏମ୍‌ବିଏ କରିବା ପରେ ସେଠାରେ ଏକ…

ଓ୍ବକଫ୍‌ ବିଲ୍‌କୁ ନେଇ ବିଜେଡିର ବଦଳ ବେପାର

ଭୁବନେଶ୍ୱର,୪ା୪(ସୁନିତ୍‌ ମିଶ୍ର): ଓ୍ବକଫ୍‌ ବିଲ୍‌ ରାଜ୍ୟ ସଭାରେ ପାରିତହେବା ପୂର୍ବରୁ ବିଜେଡିର ରାଜନୈତିକ ଚରିତ୍ର ଆଉ ଥରେ ପଦାରେ ପଡ଼ିଯାଇଛି। ରାଜ୍ୟ ସଭାରେ ଓ୍ବକଫ୍‌ ବିଲ୍‌ ଉପରେ…

ମଣିଷ ନ ଥାଇ ଟିକସ

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବୁଧବାର ଭାରତ ସମେତ ଅନେକ ଦେଶ ଉପରେ ରେସିପ୍ରୋକଲ ଟାରିଫ୍‌ ବା ଟିକସ ଲଗାଇଛନ୍ତି। ତେବେ ଟ୍ରମ୍ପ୍‌ ଆଣ୍ଟାର୍କଟିକା ନିକଟ…

ଖଣ୍ଡଦେଉଳି ପିଏମ୍‌ଶ୍ରୀ ସ୍କୁଲର ବାର୍ଷିକୋତ୍ସବ

ଗଞ୍ଜାମ,୪ା୪ (ବିଦ୍ୟାଧର ସାହୁ):ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପିଏମଶ୍ରୀ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଡା.ଶଙ୍କର ନାରାୟଣ ବେଜଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ…

ହନୁମାନ ମନ୍ଦିରରେ ପଞ୍ଚମୁଖୀ ବିଗ୍ରହ ମୂର୍ତ୍ତି ସ୍ଥାପନ

ଗଞ୍ଜାମ,୪/୪(ବିଦ୍ୟାଧର ସାହୁ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ସାନ ସାହିରେ ଥିବା ହନୁମାନ ମନ୍ଦିରରେ ଗୁରୁବାର ପଞ୍ଚମୁଖୀ ହନୁମାନଙ୍କ ବିଗ୍ରହ ମୂର୍ତ୍ତି ସ୍ଥାପନ କରାଯାଇଛି। ଏଥିପାଇଁ ବୁଧବାର ସନ୍ଧ୍ୟାରେ…

ବୈଷ୍ଣୋଦେବୀଙ୍କୁ ଦର୍ଶନ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ନୂଆପଡ଼ା/କୋମନା,୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଇ ତାଙ୍କ ପରିବାର ସହ ଗୁରୁବାର ନୂଆପଡ଼ା ଜିଲା କୋମନାସ୍ଥିତ ମନ୍ଦିରରେ ମାତା ବୈଷ୍ଣୋଦେବୀଙ୍କୁ ଦର୍ଶନ କରିଛନ୍ତି।…