ବରିଷ୍ଠ ପ୍ରଶାସନିକ ଅଧିକାରୀ ଧରିତ୍ରୀ ପଢିବାକୁ ରୁଚି ରଖନ୍ତି

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ତତ୍କାଳ ବିଡ଼ିଓ ତଥା ଫୁଲବାଣୀ ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର ଧରିତ୍ରୀ ଖବର କାଗଜ ପଢିବାକୁ…

ବିଧାନସଭାରେ ରାତିତମାମ ବିତର୍କ, ଅନିର୍ଦ୍ଦିଷ୍ଟ କାଳ ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି

ଭୁବନେଶ୍ୱର ୩।୪: ଶେଷ ହେଲା ସପ୍ତଦଶ ବିଧାନସଭା ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୂଲତବୀ ଘୋଷଣା କଲେ ବାଚସ୍ପତି ।  ଆଗକୁ କୌଣସି ଗୁରୁତ୍ୱପୂର୍ଣ୍ଣ…

ଦୁର୍ଗମ ଅଞ୍ଚଳରେ ବିକାଶ କୁ ପ୍ରାଥମିକତା, ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କରିଲେ ବିଡ଼ିଓ

ରାଇକିଆ,୩।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବିଡିଓ ସବ୍ୟସାଚୀ ସାହୁ ବ୍ଲକର ବିଭିନ୍ନ ଅପହଞ୍ଚ ଇଲାକାରେ ପହଞ୍ଚି ଉନ୍ନୟନ କାର୍ଯ୍ୟ ତଦାରଖ କରୁଛନ୍ତି । ବିଶେଷ କରି…

ବଜାର ଚାହିଦାକୁ ଦେଖି ବ୍ୟବସାୟ କରିବା ଉଚିତ

କେନ୍ଦୁଝର ଜିଲା ବଡ଼ବିଲଠାରେ ଏସେନ୍‌ ହିରୋର ନିର୍ଦ୍ଦେଶକ ପ୍ରଦୀପ କୁମାର ଥାକରଙ୍କ ଜନ୍ମ। ସେଠାରେ ସ୍କୁଲ ପଢ଼ା ସାରିବା ପରେ ଭୁବନେଶ୍ୱର ବିଜେବି କଲେଜରୁ ବାଣିଜ୍ୟରେ ସମ୍ମାନ…

ଭଡ଼ାଘରେ ଚାଲିଛି ୨୯୩ ଅଙ୍ଗନଓ୍ବାଡି କେନ୍ଦ୍ର

ବାରିପଦା,୩ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଚଳିତ ଶିକ୍ଷା ବର୍ଷଠାରୁ ରାଜ୍ୟରେ ଜାତୀୟ ଶିକ୍ଷାନୀତି-୨୦୨୦ ଆରମ୍ଭ ହୋଇଛି। ଭିତ୍ତିିଭୂମି ଓ ଶିକ୍ଷାଦାନରେ ବ୍ୟାପକ ପରିବର୍ତ୍ତନ କରାଯାଇ ଶିଶୁମାନଙ୍କୁ ବିଦ୍ୟାଳୟ ମୁହଁା କରିବା…

୫ଯାଏ କାଳବୈଶାଖୀ, ଏହିସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩ା୪(ଅନୁରାଧା ମହାରଣା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ କାଳବୈଶାଖୀ ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି। ବିଜୁଳି, ଘଡ଼ଘଡ଼ି, ପବନ ସହ ହାଲୁକା ବର୍ଷା ଆରମ୍ଭ ହୋଇଛି।…

ବିଧାନସଭାରେ ରାତିତମାମ ବିତର୍କ, ଭୋର ୪ଟା ୨୯ ମିନିଟରେ ପାରିତ ହେଲା ଓଡ଼ିଶା ବିଶ୍ବବିଦ୍ୟାଳୟ (ସଂଶୋଧନ) ବିଲ୍‌ ୨୦୨୪

ଓଡ଼ିଶା ବିଶ୍ବବିଦ୍ୟାଳୟ (ସଂଶୋଧନ) ବିଲ୍‌ ୨୦୨୪ ଉପରେ ବିଧାନସଭାରେ ବୁଧବାର ଅପରାହ୍ନ ୪ଟାରୁ ଆରମ୍ଭ ହୋଇଥିବା ଆଲୋଚନା ରାତିତମାମ ଜାରି ରହିଥିଲା। ରାତି ୨ଟାରେ ରିପୋର୍ଟ ପ୍ରସ୍ତୁତି…

୮୬୪.୪୫ କୋଟିର ଖଣିଜ ରାଜସ୍ବ ବାଟମାରଣା

ରାଜ୍ୟରେ ଗତ ୨୨ ବର୍ଷରେ ଖଣି ଅଞ୍ଚଳରେ ଲିଜ୍‌ଧାରୀମାନେ ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି। ଭାରତର ମହାଲେଖା ନିୟନ୍ତ୍ରକ (ସିଏଜି) ତାଙ୍କ ରିପୋର୍ଟରେ ରାଜ୍ୟର ଖଣିଜ…

ଓଡ଼ିଶା ଆଧାର କାର୍ଡରେ ତେଲୁଗୁ ଭାଷା

କୋରାପୁଟ ଜିଲାର କୋଟିଆ ଅଞ୍ଚଳରେ ନିଜର ଆଧିପତ୍ୟ ବିସ୍ତାର କରିବାକୁ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ଲଗାତର ଉଦ୍ୟମ କରିଆସୁଛି। ପଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତବାସୀଙ୍କୁ ବିଭିନ୍ନ ଉପାୟରେ ପ୍ରଲୋଭିତ…