ହୋଇଗଲା ସ୍ଥିର! ନୂଆ ଓ୍ବାକଫ ବୋର୍ଡରେ ଶିୟା, ସୁନ୍ନିଙ୍କ ସହ ମହିଳା ବି ହେବେ ସାମିଲ

ନୂଆଦିଲ୍ଲୀ,୨।୪: ବୁଧବାର (୨ ଏପ୍ରିଲ) ଲୋକ ସଭାରେ ୱାକଫ ବିଲ ୨୦୨୪ ଉପସ୍ଥାପିତ ହୋଇଥିଲା। ଏହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଉପସ୍ଥାପନ କରିଥିଲେ। ଏହି…

୨୮୮୫ ଶିଶୁବାଟିକାରେ ପ୍ରବେଶ ଉତ୍ସବ: ପିଲାଙ୍କୁ ଖଡ଼ି ଛୁଆଁଇଲେ ଜିଲାପାଳ

ଛତ୍ରପୁର,୨ା୪(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ବିଦ୍ୟାଳୟଗୁଡ଼ିକରେ ଖୋଲିଥିବା ୨୮୮୫ ଶିଶୁ ବଟିକାରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ…

ଦ୍ୱିତୀୟ ବିବାହ ପରେ ବି ପ୍ରଥମ ସ୍ତ୍ରୀଙ୍କୁ ଦେବାକୁ ପଡିବ ଗୁଜୁରାଣ ଭତ୍ତା, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨।୪: ଛାଡପତ୍ର ପରେ ଜଣେ ମହିଳା ପରିବାର ଅଦାଲତରେ ସ୍ଥାୟୀ ଭରଣପୋଷଣ ଦାବି କରିପାରିବେ କି? ଯଦି ମହିଳା ଜଣକ ପୁନର୍ବାର ବିବାହ କରନ୍ତି, ତେବେ କ’ଣ…

ଏମିତି କ’ଣ କହିଲେ ଅଖିଳେଶ, ଏକାଥରେ ଠିଆ ହୋଇଗଲେ ଶାହା

ନୂଆଦିଲ୍ଲୀ,୨।୪: ଲୋକ ସଭାରେ ବୁଧବାର ୱାକଫ ସଂଶୋଧନ ବିଲ ଉପସ୍ଥାପିତ ହୋଇଛି। ଏହି ସମୟରେ କଂଗ୍ରେସ ଏକ ବିରାଟ ହଙ୍ଗାମା ସୃଷ୍ଟି କରିଥିଲା। ଏହାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ…

ବକେୟା ଅର୍ଥ ମାଗିବାକୁ କେନ୍ଦ୍ର କରି ହଣାକଟା,୧୨ ଗୁରୁତର

ବାଲେଶ୍ୱର,୨ା୪ (ବାଞ୍ଛାନିଧି ଦେ): ବକେୟା ଅର୍ଥକୁ ନେଇ ବାଲେଶ୍ୱର ଜିଲା ବସ୍ତା ଥାନା ବାହାର୍ଦ୍ଦା ବସ୍ତିରେ ୨ ଗୋଷ୍ଠୀ ମଧ୍ୟରେ ହଣାକଟା ହୋଇଛି। ୪ମହିଳାଙ୍କ ସମେତ ୧୨ଜଣ…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅର୍ଥ ଆତ୍ମସାତ୍‌: ଗିରଫ ହେଲେ ଭାରପ୍ରାପ୍ତ ସମବାୟ ସମିତି ସମ୍ପାଦକ

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): କ୍ଷତିଗ୍ରସ୍ତ ଚାଷୀଙ୍କ ଉଦ୍ଦେଶ୍ୟରେ ଆସିଥିବା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କ୍ଷତିପୂରଣ ଅର୍ଥ ଆତ୍ମସାତ ଅଭିଯୋଗରେ ସମବାୟ ସମିତିର ଜନୈକ ଭାରପ୍ରାପ୍ତ ସମ୍ପାଦକକୁ ଭିଜିଲାନ୍ସ…

ଉପଖଣ୍ଡ ସରକାରୀ ଚିକିତ୍ସାଳୟ କେନ୍ଦ୍ର ପରିଦର୍ଶନ କଲେ ସିଡିଏମ୍‌ଓ

ଛତ୍ରପୁର,୨ା୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ଡାକ୍ତର ଭବାନୀଶଙ୍କର ମିଶ୍ର ଦାୟିତ୍ୱ ଗ୍ରହଣ କରିବା ପରେ ବୁଧବାର ଅଚାନକ ଛତ୍ରପୁର ଉପଖଣ୍ଡ ସରକାରୀ ଚିକିତ୍ସାଳୟ…

ବିରୋଧ ସତ୍ତ୍ୱେ ୪୦୦ ଏକର ଜଙ୍ଗଲ ସଫା କଲେ ତେଲଙ୍ଗାନା ସରକାର: ପରିବେଶବିତ୍‌ କ୍ଷୁବ୍ଧ

ହାଇଦ୍ରାବାଦ,୨।୪: ତେଲଙ୍ଗାନାର କଂଗ୍ରେସ ସରକାର ପକ୍ଷରୁ ହାଇଦ୍ରାବାଦର କାଞ୍ଚା ଗଛିବୋୱଲି ଅଞ୍ଚଳର ୪୦୦ ଏକର ଜମିରୁ ଗଛଲତା ହଟାଇ ସଫା କରାଯାଉଛି। ସରକାରଙ୍କ ଏହି ପଦକ୍ଷେପରେ ହାଇଦ୍ରାବାଦ…

ହାଇଓ୍ବା ଜବତ, ଜଣେ ଅଟକ

କେନ୍ଦୁଝର,୨।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନ ବିଭାଗ ପାଟଣା ରେଞ୍ଜ ଚାଙ୍ଗୁପଡ଼ା ଗ୍ରାମ ନିକଟ ବୈତରଣୀ ନଦୀରୁ ବେଆଇନ ବାଲି ଉତ୍ତୋଳନ କରୁଥିବା ଏକ ହାଇଓ୍ବା…

ୱକଫ ବିଲ୍‌କୁ ନେଇ ବଦଳିଲା BJDର ନିଷ୍ପତ୍ତି, ରାଜ୍ୟ ରାଜନୀତିରେ ହଇଚଇ

ନୂଆଦିଲ୍ଲୀ/ଭୁବନେଶ୍ୱର, ୨।୪: ବିଜୁ ଜନତା ଦଳ (ବିଜେଡି) କେନ୍ଦ୍ର ସରକାରଙ୍କ ଓ୍ବକଫ (ସଂଶୋଧନ) ବିଲ ୨୦୨୪କୁ କଡ଼ା ବିରୋଧ କରିଛି। ଏହି ବିଲ ମୁସଲିମ ସମ୍ପ୍ରଦାୟର ଧାର୍ମିକ…