‘ଗୋଟିଏ ପୃଥିବୀ, ଗୋଟିଏ ସ୍ବାସ୍ଥ୍ୟ ପାଇଁ ଯୋଗ’, ଯୋଗ ୨୦୨୫ର ଥିମ

ନୂଆଦିଲ୍ଲୀ,୩୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଘୋଷଣା କରିଛନ୍ତି ଯେ ଏହି ବର୍ଷର ଅନ୍ତର୍ଜାତୀୟ ଯୋଗ ଦିବସର ବିଷୟବସ୍ତୁ ‘ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ’।…

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର ବିଳମ୍ବିତ…

କିଏ ସେହି ନିଧି ତିଓ୍ବାରୀ, ଯିଏ ହେଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରାଇଭେଟ ସେକ୍ରେଟାରୀ

ନୂଆଦିଲ୍ଲୀ,୩୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ (ପିଏସ) ଭାବରେ ଆଇଏଫଏସ ନିଧି ତିୱାରୀଙ୍କୁ ମନୋନୀତ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗ (DoPT) ଦ୍ୱାରା ଜାରି…

ଭାରତ,ଚାଇନା କି ରୁଷିଆ ନୁହେଁ, ରାଷ୍ଟ୍ରପତି ହେବା ପରେ ପ୍ରଥମେ ଏହି ମୁସଲମାନ ଦେଶକୁ ଗସ୍ତ କରିବେ ଟ୍ରମ୍ପ

ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେତେବେଳେ ମେ’ରେ ତାଙ୍କର ପ୍ରଥମ ବିଦେଶ ଗସ୍ତ ଆରମ୍ଭ କରିବେ, ସେ କୌଣସି ପଶ୍ଚିମ ଦେଶ କିମ୍ବା ଭାରତ, ଚାଇନା…

Myanmar Earthquake : ମ୍ୟାନମାର ଭୂକମ୍ପରେ ୩୫ ଲକ୍ଷର ଅଧିକ ଲୋକେ ବାସହରା

ନାପିଦାଉ,୩୧।୩: ମ୍ୟାନମାରରେ ହୋଇଥିବା ଭୂକମ୍ପ ବିପର୍ଯ୍ୟୟ ଯୋଗୁଁ ପ୍ରାୟ ୩୫ଲକ୍ଷ ଲୋକ ବାସହାରା ହୋଇଛନ୍ତି ଏବଂ ଏଠାରେ ଏବେ ବି ଭୂମିକମ୍ପ ଅନୁଭୂତ ହେଉଛି। ରବିବାର ଭୂମିକମ୍ପର…

ପରିତ୍ୟକ୍ତ ଅବସ୍ଥାରେ ସିମନବାଡ଼ି ଯାତ୍ରୀ ବିଶ୍ରାମାଗାର, ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଯାତ୍ରୀ; ରୂପାନ୍ତର ଲାଗି ଉଠୁଛି ଦାବି

ଦାରିଙ୍ଗବାଡି, ୩୧। (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଅନ୍ୟତମ ମୁଖ୍ୟ ବଜାର ଭାବେ ପରିଚିତ ସିମନବାଡି ଛକରେ ଥିବା ଯାତ୍ରୀ ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ…

ଫ୍ୟାମିଲି ଫଙ୍କସନରେ ଏକାଠି ନଜର ଆସିଲେ ଐଶ୍ୱର୍ଯ୍ୟା-ଅଭିଷେକ, ଭିଡିଓ ଦେଖି…

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ବଲିଉଡର ପାୱାର କପଲଙ୍କ ମଧ୍ୟରୁ ଜଣେ। ଗତ ପ୍ରାୟ ଏକ ବର୍ଷ ଧରି ଏହି ଦମ୍ପତି ସେମାନଙ୍କ ସମ୍ପର୍କକୁ…

କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ ରାଷ୍ଟ୍ରୀୟ…

Eid Ul Fitr 2025: ଇଦ ଉପଲକ୍ଷେ ମୁସଲମାନ ଭାଇଙ୍କୁ ସ୍ବତନ୍ତ୍ର ବାର୍ତ୍ତା ଦେଲେ ମୋଦି

ନୂଆଦିଲ୍ଲୀ,୩୧।୩: ଇଦ-ଉଲ-ଫିତରକୁ ଇସଲାମର ସବୁଠାରୁ ପବିତ୍ର ପର୍ବ ମଧ୍ୟରୁ ଗୋଟିଏ ଭାବରେ ବିବେଚନା କରାଯାଏ, ଯାହା ପବିତ୍ର ରମଜାନ ମାସ ପରେ ପାଳନ କରାଯାଏ। ଏହି ମାସରେ…