ମେଡିକାଲ ଶିକ୍ଷା ତାଲିମରେ ନିବେଶ କରାଯିବା ଉଚିତ

ମୟୂରଭଞ୍ଜ ଜିଲାର ଏକ ଛୋଟ ଗଁା ଧଙ୍ଗୁଡ଼ିଶୋଳରେ ଜନ୍ମିତ ଡ. ଲୋକନାଥ ଦାଶ ବର୍ତ୍ତମାନ କେୟାର ହସ୍ପିଟାଲର ଆସୋସିଏଟ୍‌ ଭାଇସ୍‌ ପ୍ରେସିଡେଣ୍ଟ ଭଳି ଗୁରୁଦାୟିତ୍ୱ ତୁଲାଉଛନ୍ତି। ରାଜାଲୋକ…

ଆବାସିକ ଅଞ୍ଚଳରେ ସିଏନ୍‌ଜି ଷ୍ଟେଶନ ନିର୍ମାଣକୁ ଝଟକା

ଭୁବନେଶ୍ୱର, ୨୯ା୩ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ କାନନବିହାର ଫେଜ୍‌-୧ସ୍ଥିତ ଆବାସିକ ଅଞ୍ଚଳରେ ଗେଲ୍‌ ଇଣ୍ଡିଆ ପକ୍ଷରୁ ନିର୍ମାଣ ହେଉଥିବା ସିଏନ୍‌ଜି ଷ୍ଟେଶନ…

ଓଡ଼ିଶାରେ ୫୦ ବର୍ଷ ଯାଏ ରହିବ ଭାଜପା ସରକାର: ଭବିଷ୍ୟବାଣୀ କଲେ ହିମନ୍ତ

ଭୁବନେଶ୍ୱର, ୨୯ା୩(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁକ୍ରବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏବଂ ଛତିଶଗଡ଼ ବିଧାନସଭାର ବାଚସ୍ପତି…

ଆଜି ଭୁବନେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ

ପୁରୁଣା ଭୁବନେଶ୍ବର,୨୯ା୩(ସୁବାସ ଚନ୍ଦ୍ର ପ୍ରଧାନ): ୨୦୨୫-୨୬ବର୍ଷ ପାଇଁ ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ଏହିକ୍ରମରେ ଭୁବନେଶ୍ୱର ବାର୍‌ ଆସୋସିଏଶନର ନିର୍ବାଚନ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

୧୨ ଦଫା ଦାବି ନେଇ ଗର୍ଜିଲା ରେଙ୍ଗାଳି ବାସଚ୍ୟୁତ ସୁରକ୍ଷା ସମିତି

ଦେବଗଡ,୨୯।୩(ଶଶାଙ୍କ ଶେଖର ଝାଙ୍କର):ରେଙ୍ଗାଳି ବାସଚ୍ୟୁତ ସୁରକ୍ଷା ସମିତି, ଦେବଗଡ, ପାଳଲହଡା ପକ୍ଷରୁ ଏକ ବିକ୍ଷୋଭ ଶୋଭାଯାତ୍ରା ଅନୁଷ୍ଠିତ ହେବାସହ ମାନ୍ୟବର ମୂଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦେବଗଡ ଜିଲାପାଳଙ୍କୁ…

ରାସ୍ତା ପ୍ରଶସ୍ତୀକରଣ ନାଁରେ ଗଛକଟା

ଦେଓଗାଁ,୨୯ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଭୂତିଆରବାହାଲ ଛକରୁ ଦେଷଣ୍ଡ ଭାୟା ଟିକ୍ରାପଡା ପୂର୍ତ୍ତ ବିଭାଗ ରାସ୍ତାର ଉଭୟ ପାର୍ଶ୍ୱରେ ରହିଥିବା ବହୁ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସବୁ ଜିଲାରେ ଖୋଲିବ ମିଶନ ଶକ୍ତି ଭବନ

ଭୁବନେଶ୍ୱର,୨୯ା୩(ସୁନିତ୍‌ ମିଶ୍ର):ପୂର୍ବ ସରକାରଗୁଡ଼ିକ ମହିଳାଙ୍କୁ ନିରୀହ ଭାବି ଭୁଅଁା ବୁଲାଉଥିଲେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ…

ହୁ ହୁ ହୋଇ ବଢୁଛି ସୁନା ଦର: ୯୨ ହଜାର ଟପିଲା

ନୂଆଦିଲ୍ଲୀ,୨୯ା୩:ସୁନା ଦର ଶୁକ୍ରବାର ୧୦ ଗ୍ରାମ୍‌ ପ୍ରତି ୧,୧୦୦ ଟଙ୍କା ବୃଦ୍ଧି ପାଇ ଜାତୀୟ ରାଜଧାନୀରେ ୯୨,୧୫୦ ଟଙ୍କାରେ ପହଞ୍ଚତ୍ଛି। ବିଦେଶୀ ବଜାରରେ ସୁନା ଦର ବଢ଼ିଥିବାରୁ…

ନାବାଳିକା ବଳାତ୍କାର ମାମଲାରେ ଫରେଷ୍ଟର ଗିରଫ

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା )- ଜଣେ ୧୨ ବର୍ଷୀୟ ନାବାଳିକା ବଳାତ୍କାର ମାମଲାରେ ପଦ୍ମପୁର ଥାନା ପୋଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଫରେଷ୍ଟର…