ଆର୍ଥିକ ସଙ୍କଟ ମଧ୍ୟରେ ପ୍ରାୟ ୭,୦୦୦ ଚାକିରି ହ୍ରାସ କରିପାରେ ଜାତିସଂଘ: ରିପୋର୍ଟ

ନୂଆଦିଲ୍ଲୀ,୩୦।୫: ଜାତିସଂଘ ସଚିବାଳୟ ଆର୍ଥିକ ସଙ୍କଟ ସାମ୍ନା କରୁଥିବା ବେଳେ ଏହାର ୩.୭ ବିଲିୟନ ଡଲାର ବଜେଟକୁ ୨୦% ହ୍ରାସ କରିବା ଏବଂ ପ୍ରାୟ ୬,୯୦୦ କର୍ମଚାରୀଙ୍କୁ…

୨ ଦିନ ହେବ ନିଖୋଜ ଥିଲେ ମହିଳା: ମିଳିଲା ମୃତଦେହ, ବଢୁଛି ସନ୍ଦେହ

ଥୁଆମୂଳ ରାମପୁର,୩୦ା୫ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ଗ୍ରାମର ଜଣେ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା…

ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ

କାମାକ୍ଷାନଗର, ୩୦।୫: କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ…

ଏଣିକି ମୋବାଇଲରେ ଚାଷୀ ପାଇବେ ପାଣିପାଗ ସୂଚନା: ଆଇଏମ୍‌ଡି ଆଣୁଛି ଏଆଇ ସର୍ଭିସ୍‌ ‘ମୌସମ୍‌ ଜିପିଟି’

ନୂଆଦିଲ୍ଲୀ,୩୦ା୫:ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଖୁବ୍‌ଶୀଘ୍ର ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଚାଳିତ ଏକ ଆପ୍‌ ଲଞ୍ଚ କରାଯିବ। ‘ମୌସମ୍‌ ଜିପିଟି’ ନାମକ ଏହି ଆପ୍‌ ଜରିଆରେ…

୧୦ ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୩୦।୫: ବଙ୍ଗୋପସାଗରରେ ସକ୍ରିୟ ଅବପାତ ଗୁରୁବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇଥିବାବେଳେ ପଶ୍ଚିମବଙ୍ଗ ଓ ବାଂଲାଦେଶ…

ଗଛ ପଡି ଭାଙ୍ଗିଗଲା ଘର

ଦିଗପହଣ୍ଡି,୨୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଜକର ପଞ୍ଚାୟତ ମାଣିକ୍ୟପୁର ଗ୍ରାମରେ ଏକ ବୃହତ କାୟ ମୁକ୍ତାମଞ୍ଜା ଗଛ ପଡିଯିବାରୁ ସୀମାଞ୍ଚଳ ସେଠୀ ଏବଂ ବାଇନାଥ ସେଠୀଙ୍କ…

IPL 2025: ପ୍ରଥମ କ୍ୱାଲିଫାୟାରରେ ପଞ୍ଜାବକୁ ହରାଇ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

ଚଣ୍ଡୀଗଡ଼,୨୯।୫: ଚଣ୍ଡିଗଡ଼ର ମୁଲ୍ଲାନପୁରରେ ଖେଳାଯାଇଥିବା IPL 2025ର ପ୍ରଥମ କ୍ୱାଲିଫାୟାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପଞ୍ଜାବ କିଙ୍ଗ୍ସ (PBKS) ବିପକ୍ଷରେ ୮ ଉଇକେଟରେ ବିଜୟୀ…

କାର୍‌ରେ ଯାଉଥିଲେ ସ୍ତ୍ରୀ -ସ୍ବାମୀ: ଟ୍ରକ୍‌ ସହ ହେଲା ଧକ୍କା

ଗଞ୍ଜାମ,୨୯ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ନିକଟ ଓଭର୍‌ ବ୍ରିଜଠାରେ ଏକ ଟ୍ରକ୍‌କୁ କାର ପିଟଛି। ଏଥିରେ ୨ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣକର…

ପୁଣି ବଦଳିପାରେ ରାଜ୍ୟସଭା ଗଣିତ: ୮ ଆସନ ପାଇଁ ହେବ ଭୋଟିଂ

ନୂଆଦିଲ୍ଲୀ,୨୯।୫: ରାଜ୍ୟସଭାର ଆଠଟି ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛି ନିର୍ବାଚନ କମିଶନ। ତାମିଲନାଡୁର ଛଅଟି ଏବଂ ଆସାମର ଦୁଇଟି ରାଜ୍ୟସଭା ଆସନ ଜୁନ ଓ…