ଆର୍‌ଏସ୍‌ଏସ୍‌ ଶିକ୍ଷାକୁ ନିୟନ୍ତ୍ରଣ କଲେ ଦେଶ ଧ୍ୱଂସ ହୋଇଯିବ: ରାହୁଲ

ନୂଆଦିଲ୍ଲୀ,୨୪ା୩:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ଯଦି ଶିକ୍ଷା ବ୍ୟବସ୍ଥାକୁ ପୂର୍ଣ୍ଣ ନିୟନ୍ତ୍ରଣକୁ ନିଏ ତେବେ ଦେଶ ଧ୍ୱଂସ ହୋଇଯିବ ବୋଲି ଲୋକ ସଭାର ବିରୋଧୀ ଦଳ ନେତା…

ବାଲଟି ପାଣିରେ ବୁଡି ଦେଢ଼ବର୍ଷର ଶିଶୁପୁତ୍ରର ଜୀବନଗଲା

ପାଟଣା,୨୪।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ସିଲିଦାରେ ସୋମବାର ଅଭାବନୀୟ ଘଟଣା ଘଟିଛି। ଜଣେ ଦେଢ଼ ବର୍ଷର ଶିଶୁପୁତ୍ରର ପାଣି ବାଲଟିରେ ବୁଡି ମତ୍ୟୁ…

ବାପା ହେଲେ କେ.ଏଲ୍‌ ରାହୁଲ: ପ୍ରଥମ ସନ୍ତାନ ଜନ୍ମ ଦେଲେ ଆଥିୟା

ନୂଆଦିଲ୍ଲୀ,୨୪।୩: ଭାରତୀୟ କ୍ରିକେଟର କେଏଲ ରାହୁଲ ପିତା ହେବାର ସୌଭାଗ୍ୟଲାଭ କରିଛନ୍ତି। ତାଙ୍କ ପତ୍ନୀ ଆଥିୟା ସେଟ୍ଟୀ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ରାହୁଲ ଏବଂ…

ବାଲ୍ୟବିବାହ କରିଥିବା ନାବାଳିକାଙ୍କୁ ଉଦ୍ଧାର କଲା ପ୍ରଶାସନ

ପାଟଣା,୨୪।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପ୍ରଶାସନ ସୋମବାର ଏକ ବାଲ୍ୟବିବାହ ହୋଇଥିବା ଜଣେ ୧୫ବର୍ଷ ନାବାଳିକାଙ୍କୁ ଉଦ୍ଧାର କରିଛି। ସୂଚନା ଯେ, କଣ୍ଟି ଆପଡ଼ା…

8th Pay Commission: ଅଷ୍ଟମ ବେତନ କମିଶନରୁ ବାଦ୍‌ ପଡ଼ିବେ ଏହିସବୁ କର୍ମଚାରୀ, ଦେଖନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୨୪।୩: କେନ୍ଦ୍ର ସରକାରଙ୍କ ଦ୍ୱାରା ଅଷ୍ଟମ ବେତନ କମିଶନ ଗଠନକୁ ଅନୁମୋଦନ ମିଳିବା ପରଠାରୁ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଲକ୍ଷ ଲକ୍ଷ ସରକାରୀ…

ବନ୍ୟପ୍ରାଣୀ ୱିଂଗାଡି ଉଦଘାଟିତ: ଭିଡିଓ ମାଧ୍ୟମରେ ଜଙ୍ଗଲ ସୁରକ୍ଷା ସଚେତନତା ବାର୍ତ୍ତା

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ଜଙ୍ଗଲ ସୁରକ୍ଷା, ବନ୍ୟପ୍ରାଣୀ ଉଦ୍ଧାର ଏବଂ ଜଙ୍ଗଲ ନିଆଁ ଦାଉରୁ ରକ୍ଷା ପାଇଁ ରାଜ୍ୟ ସରକାର…

ରାଜପଥ ୪ ଘଣ୍ଟା ବନ୍ଦ

ସୁନାବେଡା,୨୪ା୩(କୃତ୍ତିବାସ ପ୍ରଧାନ): ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥ ମୋହନପଡାରେ ବିଭାଗ ପକ୍ଷରୁ କାମ ଚାଲୁ ରହିଥିବା ବେଳେ ନୂଆ ମାଟି ପକାଯାଇଛି। ରବିବାର ରାତିରେ କାଳବୈଶାଖୀ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟାକରି ବିଫଳ ହେବେ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଏକ…

କାଳିଆ ହତ୍ୟା ଘଟଣାରେ ୪ ଗିରଫ

ନୂଆପଡ଼ା,୨୪ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା ଖଡିଆଳ ଥାନା କିକିରିବେଡା ଗାଁର ବୃଦ୍ଧ କାଳିଆ ମାଝି (୭୦) ହତ୍ୟା ଘଟଣାରେ ପୋଲିସ ସୋମବାର ୪ ଅଭିଯୁକ୍ତଙ୍କୁ ଗିରଫ…

‘ଭାରତ ଏକମାତ୍ର ଦେଶ ଯେଉଁଠାରେ ୧୫ ପ୍ରତିଶତ ମହିଳା…’, ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ବଡ଼ ବୟାନ

ଗ୍ୱାଲିୟର,୨୪।୩: ପାଶ୍ଚାତ୍ୟ ଦେଶ ସହିତ ତୁଳନା କରି କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଛନ୍ତି ଯେ ଆମେରିକା ଏବଂ ୟୁରୋପ ବ୍ୟତୀତ ଭାରତ ଏକମାତ୍ର ଦେଶ ଯେଉଁଠାରେ…