କୋରାପୁଟ/ ନାରାୟଣପାଟଣା,୬।୨(ଅମିତାଭ ବେହେରା / ରାଜକିଶୋର ଜେନା ): ନକ୍ସଲ ନାମରେ ସରକାରୀ କର୍ମଚାରୀଙ୍କୁ ଆରଟିଆଇ ଜରିଆରେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା। ଗୁରୁବାର ନାରାୟଣପାଟଣା ଥାନା…
ଭୁବନେଶ୍ୱର, ୬।୨: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ଆମ ରାଜ୍ୟ ସରକାରଙ୍କ ପ୍ରାଥମିକତା । ଏହିକ୍ରମରେ ଭୁବନେଶ୍ବର…
ଛତ୍ରପୁର,୬।୨(ଦିଲୀପ ସାମଲ): ବିଏସ୍ଏଫ ଯବାନ କେ.ସୋମନାଥଙ୍କ ଗୁରୁବାର ଜନ୍ମମାଟି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବାଳକୃଷ୍ଣପୁର ଗ୍ରାମରେ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି। ଏହି ଅବସରରେ ବାଟାଲିଅନ ୟୁନିଟ୍…
ନୂଆଦିଲ୍ଲୀ,୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ପୂର୍ବରୁ, ଏକଜିଟ ପୋଲ ଦାବି କରିଛି ଯେ ଭାଜପା ସରକାର ଗଠନ କରିବ। ଏହି ସମୟରେ, ଗୁରୁବାର (ଫେବୃଆରୀ…
ନୂଆଦିଲ୍ଲୀ,୬।୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୯ତମ କିସ୍ତି କେନ୍ଦ୍ର ସରକାର ଫେବୃଆରୀ ଶେଷ ସୁଦ୍ଧା ଜାରି କରିବେ। ଗଣମାଧ୍ୟମ ରିପୋର୍ଟ ଅନୁସାରେ, କେନ୍ଦ୍ର କୃଷି…
ଭୁବନେଶ୍ୱର, ୬।୨: ଐତିହାସିକ କଟକ ବାଲିଯାତ୍ରାକୁ ମିଳିଛି ଜାତୀୟ ମାନ୍ୟତା। ଦୀର୍ଘ ଦିନ ହେଲା ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଲାଗି ଦାବି କରାଯାଉଥିଲା। ୨୦୨୦ ମସିହାରେ ପୂର୍ବତନ…
ଭୁବନେଶ୍ୱର, ୬।୨: ଆସନ୍ତା ଫେବୃଆରୀ ୮ ତାରିଖରେ ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମହିଳାଙ୍କ ଖାତାକୁ ଆସିବ। ଏ ନେଇ ପୂର୍ବରୁ ଘୋଷଣା କରିସାରିଛନ୍ତି ଉପମୁଖ୍ୟମନ୍ତ୍ରୀ।…
ଭୁବନେଶ୍ୱର, ୬।୨: କଟକ ଏବଂ ଭୁବନେଶ୍ୱରରେ କଳା ଫିଲ୍ମ, ସାଇରନ୍ ଏବଂ ବିକଟାଳ ହର୍ଣ୍ଣ ବ୍ୟବହାର ବିରୋଧରେ କମିଶନରେଟ୍ ପୋଲିସ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି…
ପଟ୍ଟାଙ୍ଗି,୬ା୨(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ବିଧାନସଭା ଷ୍ଟାଣ୍ଡିଂ କମିଟି ସର୍କିଟ ହାଉସ୍ରେ ପହଞ୍ଚି ପରେ ପଟ୍ଟାଙ୍ଗି ବ୍ଲକ୍ ଅଧୀନ କୋଟିଆ ପଞ୍ଚାୟତର ଦେଓମାଳି…
ମେଷ ଆଜି ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ଯାହା ଭାବୁଥିଲେ ତାହା ସୁବିଧାରେ ହୋଇଯିବ। ଯାତ୍ରା, ଆଲୋଚନା ତଥା ବ୍ୟବସାୟ, ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ…