ଛାତିରେ ପ୍ରବଳ ଯନ୍ତ୍ରଣା ପରେ AR Rahman ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୧୬।୩: ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଖ୍ୟାତନାମା ସଂଗୀତକାର ଏ.ଆର୍‌. ରେହମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଉଛି। ରବିବାର ସକାଳେ ରେହମାନଙ୍କର…

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ। ଦୁର୍ଘଟଣାରେ…

ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ

ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ ଛଅ…

କିଏ ଏହି ଆମେରିକୀୟ ଲେକ୍ସ ଫ୍ରିଡମ୍ୟାନ, ଯିଏ ମୋଦିଙ୍କ ସହ କଲେ ୩ଘଣ୍ଟାର ଇଣ୍ଟରଭ୍ୟୁ

ନୂଆଦିଲ୍ଲୀ,୧୬।୩: ଆମେରିକୀୟ ପୋଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ଲମ୍ବା ଇଣ୍ଟରଭ୍ୟୁ କରିଛନ୍ତି। ତିନି ଘଣ୍ଟା ଧରି ସେ ମୋଦିଙ୍କ ସହ ଆଲୋଚନା…

ଚିକିତ୍ସାଧୀନ ଅବସ୍ଥାରେ ଅଙ୍ଗନୱାଡିି କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୬ ନଂ ୱାର୍ଡ ନିମନ୍ତେ ନିଯୁକ୍ତ ଅଙ୍ଗନୱାଡିି କର୍ମୀ ଟିକିନା ମେକାପଙ୍କ ଅକାଳ ଦେହାନ୍ତ ହୋଇଛି। ଦିଗପହଣ୍ଡିର…

ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା: ଯୁବକଙ୍କୁ ଗିରଫ ପରେ…

ପୁରୀ,୧୬।୩: ଶ୍ରୀମନ୍ଦିର ଭିତରେ ପଶିଲା ସ୍ପାଏ କ୍ୟାମେରା। ସ୍ପାଏ କ୍ୟାମେରାରେ ସୁଟିଂ ବେଳେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ୨୬ ବର୍ଷୀୟ ଭାସ୍କର ସାମନ୍ତ।…

ରାଜନୈତିକ ବିବାଦ: ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ କଲେ ସରପଞ୍ଚଙ୍କ ସମର୍ଥକ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଏମପି ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରତିନିଧିଙ୍କୁ ଆକ୍ରମଣ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମପି ପ୍ରଦୀପ…

ଗୁଣିଗାରେଡ଼ି ସନ୍ଦେହ: ନାବାଳକଙ୍କ ଛୁରାମାଡ଼ରେ ଜଣେ ଗୁରୁତର

ରେଢ଼ାଖୋଲ,୧୩।୧୬: ଗୁଣିଗାରେଡ଼ି ସନ୍ଦେହରେ ଛୁରାମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ଚାରମାଳ ଅଞ୍ଚଳରେ। ସବୁଠୁ ବଡ଼କଥା ହେଲା ଜଣେ ନାବାଳକ…

ମୁସଲିମ ସମ୍ପ୍ରଦାୟରୁ ଅଧିକରୁ ଅଧିକ ଆଇପିଏସ-ଆଇଏଏସ ବାହାରନ୍ତୁ, ଏମିତି କାହିଁକି କହିଲେ ନୀତିନ ଗଡକରୀ

ନୂଆଦିଲ୍ଲୀ,୧୬।୩: କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଶନିବାର କହିଛନ୍ତି ଯେ, ସେ ସାର୍ବଜନୀନ ଆଲୋଚନାରେ ଜାତି ଏବଂ ଧର୍ମକୁ ଆଣନ୍ତି ନାହିଁ। ମୁଁ ବିଶ୍ୱାସ କରେ ଯେ ଲୋକମାନେ…

ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ

ଭୁବନେଶ୍ୱର,୧୬।୩: ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ୯୧ ବର୍ଷ ବୟସରେ ଭୁବନେଶ୍ବର ଖାରବେଳନଗର ବାସଭବନରେ ତାଙ୍କର ଦେହନ୍ତେ ହୋଇଛି। ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ,…