ଦିଲ୍ଲୀରେ ବିସ୍ଫୋରଣ ପରେ ଭୁବନେଶ୍ବରରେ ହାଇଆଲର୍ଟ ଜାରି: ବାଲିଯାତ୍ରା ଚାଲୁଥିବାରୁ ମୁଖ୍ୟମନ୍ତ୍ରୀ ଦେଲେ ଏଭଳି ପରାମର୍ଶ

ଭୁବନେଶ୍ୱର,୧୦।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ ବୋଲି ଆଶଙ୍କା କରାଯାଉଛି। ଯାହାକୁ ନେଇ ଦେଶବ୍ୟାପୀ ହାଇଆଲର୍ଟ କରାଯାଉଛି। ଏହି…

ଦିଲ୍ଲୀ ବିସ୍ଫୋରଣ ପରେ ବାଲିଯାତ୍ରା ପଡ଼ିଆରେ ହାଇଆଲର୍ଟ

କଟକ,୧୦।୧୧: ଦିଲ୍ଲୀ ଲାଲ୍ କିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ଘଟଣା ପରେ ସମଗ୍ର ଓଡ଼ିଶା ରାଜ୍ୟରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ (ଡିଜିପି) ୱାଇ.ବି…

ଦିଲ୍ଲୀରେ ବିସ୍ଫୋରଣ: ନିର୍ବାଚନ ମୁହାଁ ବିହାରରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀର ଲାଲ୍ କିଲ୍ଲା ନିକଟରେ ହୋଇଥିବା ଏକ ଶକ୍ତିଶାଳୀ ବିସ୍ଫୋରଣରେ ୧୩ ଜଣଙ୍କର ମୃତ୍ୟୁ ହେବା ସହ ୨୦ରୁ ଅଧିକ ଲୋକ ଆହତ ହେବା ପରେ…

କନ୍ଧମାଳ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି: ୨୨୯ଟି ଅଭିଯୋଗ ଶୁଣିଲେ…

ଦାରିଙ୍ଗବାଡି, ୧୦ ।୧୧ (ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ସୋମବାର ଦାରିଙ୍ଗବାଡି ବ୍ଲକ ସଭାଗୃହଠାରେ ଅଭିଯୋଗ ଶୁଣିଛନ୍ତି । ସେ ମୋଟ ୨୨୯ଟି ଅଭିଯୋଗ…

ଏହି ଦିନ ଖୋଲିବ ଇକୋ ରିଟ୍ରିଟ: ଜିଲାପାଳ ଦେଲେ ବଡ଼ ସୂଚନା, ଏଥର ପର୍ଯ୍ୟଟକଙ୍କୁ…

ଦାରିଙ୍ଗବାଡି, ୧୦।୧୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ବଢିବା ସାଙ୍ଗକୁ ପର୍ଯ୍ୟଟକ ମଧ୍ୟ ଭିଡ଼ ମଧ୍ୟ ବଢିଛି। ସ୍ଥାନୀୟ ପ୍ରଶାସନ ଏବଂ ଜିଲା…

ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର , ୨୦୨୫ )

ଭଞ୍ଜକଳା ମଣ୍ଡପରେ ସୃଜନୀ ଅନୁଷ୍ଠାନ ଅବସରରେ “ନାରାୟଣ ଶିଶୁ ନାଟ୍ୟ ମହୋତ୍ସବ” ରେ “ଦରିଦ୍ର ମୋଚନ” ନାଟକର ଦୃଶ୍ୟ।

ଦାଦନ ଖଟିବାକୁ ଯାଇଥିଲେ ଶବ ହୋଇ ଫେରିଲେ, ମୃତଦେହ ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡିଲା ଗାଁ

ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମର ଦାଦନ ଶ୍ରମିକ ରାଜେନ୍ଦ୍ର ବେହେରା(୩୭) ମହାରାଷ୍ଟ୍ରର ମୁମ୍ବାଇ ସାମ୍ବାଜି ଷ୍ଟେଶନର ଟ୍ରେନ ଲାଇନରେ କଟି…

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପୋଲିସ-ଚାଷୀ ମୁହାଁମୁହିଁ: ଧାନ କିଣାବିକା ପଞ୍ଜିକରଣକୁ ନେଇ…

ବରଗଡ଼,୧୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନ ଅମଳ କାର୍ଯ୍ୟ ଜୋର୍‌ ଧରିଛି। ଜିଲାର ସବୁ ଅଞ୍ଚଳରେ ଚାଷୀମାନେ ନିଜ କଷ୍ଟୋପାର୍ଜିତ ଧାନ ଅମଳ କରୁଛନ୍ତି। ଅନ୍ୟପଟେ,…

ଲାଲକିଲ୍ଲା ବିସ୍ଫୋରଣରେ ଆତଙ୍କବାଦୀ ଲିଙ୍କ୍‌! ଦିଲ୍ଲୀ ପୋଲିସ ଦେଲା ଆଶ୍ଚର୍ଯ୍ୟଜନକ ତଥ୍ୟ…

ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ ବୋଲି ଆଶଙ୍କା କରାଯାଉଛି। ପ୍ରାରମ୍ଭିକ ତଦନ୍ତ ପରେ, ଦିଲ୍ଲୀ ପୋଲିସ ନିଶ୍ଚିତ…

ଲାଲକିଲ୍ଲା ବିସ୍ଫୋରଣସ୍ଥଳରୁ ଉଦ୍ଧାର ହେଲା ଜୀବନ୍ତ ଗୁଳି

ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀର ଐତିହାସିକ ଲାଲକିଲ୍ଲା (Red Fort) ନିକଟରେ ସୋମବାର ସନ୍ଧ୍ୟାରେ ଏକ କାର୍‌ରେ ହୋଇଥିବା ଶକ୍ତିଶାଳୀ ବିସ୍ଫୋରଣ ଘଟଣାରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି।…