ମନ୍ଥର ଗତିରେ ଚାଲିଛି ମେଗା ପାନୀୟ ଜଳ ପ୍ରକଳ୍ପ: ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ସଚିବଙ୍କ ନିର୍ଦ୍ଦେଶ

ଭଞ୍ଜନଗର,୧୦।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

‘ଟ୍ରାଫିକ୍ ନିକଟରେ ଧୀର ଗତିରେ ଯାଉଥିଲା କାର୍, ତା’ପରେ ବିସ୍ଫୋରଣ’: ରହିଛି କି ଆତଙ୍କବାଦୀ ଲିଙ୍କ

ନୂଆଦିଲ୍ଲୀ,୧୦।୧୧: ସୋମବାର ସନ୍ଧ୍ୟା ପ୍ରାୟ ୬:୫୨ ମିନିଟ୍ ସମୟରେ ଦିଲ୍ଲୀର ଲାଲକିଲ୍ଲା ଅଞ୍ଚଳରେ, ଗୌରୀ ଶଙ୍କର ଏବଂ ଜୈନ ମନ୍ଦିର ନିକଟରେ ଥିବା ରେଡ୍ ଲାଇଟ୍ ଆଡକୁ…

ଆସନ୍ତା ୨୭ରୁ ବିଧାନସଭା ଶୀତ ଅଧିବେଶନ: ପ୍ରଥମ ଦିନରେ ସମ୍ବୋଧନ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧୧: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ନଭେମ୍ବର ୨୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନର ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ…

ଦିଲ୍ଲୀରେ ବିସ୍ଫୋରଣ କଲେ ଆତଙ୍କବାଦୀ! ପୁରୀରେ ହାଇଆଲର୍ଟ ଜାରି…

ଭୁବନେଶ୍ୱର,୧୦।୧୧: ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ। ହାଇଆଲର୍ଟ ନେଇ ପୁରୀ ଏସ୍‌ପି ସୂଚନା ଦେଇଛନ୍ତି। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡ ସହ ଶ୍ରୀମନ୍ଦିର ଚତୁଃପାଶର୍‌ବ, ରେଲେୱ…

ଲାଲକିଲ୍ଲାରେ ତୃତୀୟ ବିସ୍ଫୋରଣ: ଦେଖନ୍ତୁ ଦିଲ୍ଲୀରେ ୧୯୯୭ ପରଠାରୁ ହୋଇଥିବା ପ୍ରମୁଖ ବିସ୍ଫୋରଣର ତାଲିକା

ନୂଆଦିଲ୍ଲୀ: ସୋମବାର ସନ୍ଧ୍ୟାରେ ଦିଲ୍ଲୀର ଲାଲକିଲ୍ଲା ନିକଟ ଏକ କାର୍‌ରେ ହୋଇଥିବା ଶକ୍ତିଶାଳୀ ବିସ୍ଫୋରଣରେ ୮ ଜଣଙ୍କର ମୃତ୍ୟୁ ଓ ୨୪ ଜଣ ଆହତ ହେବା ପରେ…

ଯୋଗାଣ ସହାୟିକା ବିରୋଧରେ ସାଂଘାତିକ ଅଭିଯୋଗ: ହିତାଧିକାରୀଙ୍କ ଦସ୍ତଖତ ନକଲକରି…

ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଯୋଗାଣ ସହାୟିକା ରାଜେଶ୍ୱରୀ ଗୌଡ଼ଙ୍କ ବିରୋଧରେ ସୋମବାର ଜନଜାତି ବହୁଳ ଅଶୋକ ନଗର, ସଅ…

ଲାଲକିଲ୍ଲା ବିସ୍ଫୋରଣର ଭୟାବହତା: ପ୍ରତ୍ୟକ୍ଷଦର୍ଶୀଙ୍କ ଛାତିଥରା କାହାଣୀ, ”ଭାବିଲି ଆଉ ବଞ୍ଚିବିନି”

ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀର ଐତିହାସିକ ଲାଲକିଲ୍ଲା (Red Fort) ନିକଟରେ ସୋମବାର ସନ୍ଧ୍ୟାରେ ଏକ କାର୍‌ରେ ହୋଇଥିବା ଶକ୍ତିଶାଳୀ ବିସ୍ଫୋରଣରେ ଅତିକମ୍‌ରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

୨୨ ଲକ୍ଷରୁ ଅଧିକ ଟଙ୍କା ହେରଫେର ଅଭିଯୋଗ, ବଲାଙ୍ଗୀର ବଙ୍ଗୋମୁଣ୍ଡା JE ଗିରଫ

ବଲାଙ୍ଗୀର,୧୦।୧୧: ସରକାରୀ ପାଣ୍ଠି ହେରଫେର ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକର କନିଷ୍ଠ ଯନ୍ତ୍ରୀ (JE) ଜୟନାରାୟଣ ବାଗ୍‌ଙ୍କୁ ଗିରଫ କରାଯାଇଛି। ସେ ୨୦୨୩-୨୪…

ଲାଲକିଲ୍ଲା ବିସ୍ଫୋରଣ ଘଟଣାରେ ବଡ଼ ଖୁଲାସା! ଏହି ଗାଡିରେ…

ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନର ଗେଟ୍‌ ନମ୍ବର ୧ ନିକଟରେ ସୋମବାର ହୋଇଥିବା ବିସ୍ଫୋରଣ ସମ୍ପର୍କରେ ଏକ ବଡ଼ ଖୁଲାସା ହୋଇଛି। ପ୍ରାରମ୍ଭିକ ତଦନ୍ତରୁ ଜଣାପଡିଛି…

ସନ୍ଧ୍ୟା ୬:୫୫ରେ ବିସ୍ଫୋରଣ, ୮ ଜଣଙ୍କର ମୃତ, ସବୁ ଛିନଛତ୍ର

ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀର ଐତିହାସିକ ଲାଲକିଲ୍ଲା (Red Fort) ମେଟ୍ରୋ ଷ୍ଟେସନ୍ର ଗେଟ୍ ନମ୍ବର ୧ ନିକଟ ପାର୍କିଂରେ ସୋମବାର ସନ୍ଧ୍ୟାରେ ଏକ କାର୍‌ରେ ଶକ୍ତିଶାଳୀ ବିସ୍ଫୋରଣ ଘଟିଛି।…