ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି। ସୁନା…

ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କିଏ କେଉଁଠୁ ପାଇଲେ ଟିକେଟ୍

ଭୁବନେଶ୍ୱର, ୨୨।୪: ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ବିଜୁ ଜନତା ଦଳ ପକ୍ଷରୁ ଘୋଷଣା କରାଯାଇଛି। ଏଥିରେ ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପ୍ରଧାନ ଶିକ୍ଷକ

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ କୂଶନପୁରୀ ହାଇସ୍କୁଲ ପ୍ରଧାନ ଶିକ୍ଷକ ବାଳମୁକୁନ୍ଦ ପ୍ରଧାନ ଲାଞ୍ଚ ନେଉଥିବାବେଳେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସ୍ଥାନୀୟ…

ଶିକାର ପାଇଁ ଅଭୟାରଣ୍ୟରେ ନିଆଁ

ହାଟଡିହୀ,୨୨l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟର ୯ଟି ପଏଣ୍ଟରେ ଲାଗିଛି ନିଆଁ। ନିଆଁ ଅତି ବ୍ୟାପକ ହୋଇନି। ଗଛରୁ ଝଡି ତଳେ ପଡ଼ିଥିବା…

ରାଜ୍ୟ ଭାଜପାର ସଂକଳ୍ପପତ୍ର ଜାରି: ମୋଦି ଗ୍ୟାରେଣ୍ଟିକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟ

ଭୁବନେଶ୍ୱର,୨୨।୪: ରାଜ୍ୟ ଭାଜପା ପକ୍ଷରୁ ସୋମବାର ସଂକଳ୍ପପତ୍ର ଜାରି କରାଯାଇଛି। ଭାଜପା କାର୍ଯ୍ୟାଳୟରେ ମୋଦି ଗ୍ୟାରେଣ୍ଟି ସଂକଳ୍ପପତ୍ର ଲୋକାର୍ପିତ ହୋଇଛି। ଏହାକୁ ଲୋକାର୍ପଣ କରିଛନ୍ତି ରାଜ୍ୟ ଭାଜପା…

ପାରାଦୀପରେ ନିର୍ଣ୍ଣାୟକ ହୋଇପାରନ୍ତି କଂଗ୍ରେସ ଭୋଟର

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ପାରାଦୀପ ନିର୍ବାଚନମଣ୍ଡଳୀରେ ଭିନ୍ନ ରାଜନୈତିକ ସମୀକରଣ ସୃଷ୍ଟି ହୋଇଛି। କଂଗ୍ରେସ ନେତା ଅରିନ୍ଦମ ସର୍ଖେଲ (ବାପି) ବିଜେଡିରେ ମିଶିଛନ୍ତି। ତାଙ୍କ ସ୍ଥାନ ପୂରଣ…

ଭାଜପା, ବିଜେଡିକୁ ଘାରିଛି ବିଦ୍ରୋହୀ ଚିନ୍ତା

ଯାଜପୁର,୨୨ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଲୋକ ସଭା ଓ ଏହା ଅଧୀନ ଜିଲାର ୭ ବିଧାନସଭା ଆସନରେ ଭୋଟ ଜୁନ୍‌ ୧ରେ ହେବାକୁ ଥିବାବେଳେ ମେ’ ମାସ ୭ରୁ ୧୪…

ବିଜେଡିକୁ ଶକ୍ତ ଝଟ୍‌କା: ଦଳ ଛାଡିଲେ ଜିଲାପରିଷଦ ସଭାପତି

ଭୁବନେଶ୍ୱର,୨୨।୪: ନିର୍ବାଚନ ଯେତେ ପାଖେଇ ଆସୁଛି, ନେତାଙ୍କ ମଧ୍ୟରେ ଦଳବଦଳ ଜାରି ରହିଛି। ଏହି କ୍ରମରେ ବିଜେଡିକୁ ସୋମବାର ବଡ଼ ଝଟ୍‌କା ଲାଗିଛି। କେନ୍ଦ୍ରାପଡ଼ା ଜିଲାପରିଷଦ ସଭାପତି…

ଶୋଭାଯାତ୍ରାରେ ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ ଅସୁସ୍ଥ

ପୁରୀ, ୨୨।୪: ଶୋଭାଯାତ୍ରାରେ ସମୟରେ ଅସୁସ୍ଥ ହୋଇଛନ୍ତି ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ। ଶୋଭାଯାତ୍ରା ଚାଲିଥିବା ସମୟରେ ପିପିଲି ହାଟ ଛକ ନିକଟରେ ଗ୍ରୁପ…

ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ

ପଟ୍ଟାମୁଣ୍ଡାଇ, ୨୨ା୪(କଳ୍ପତରୁ ନାୟକ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିରୁ ନିସ୍ତାର ମିଳିପାରିନାହିଁ। ଉପକୂଳ ଓଡ଼ିଶା କେନ୍ଦ୍ରାପଡ଼ା ଜିଲାରେ ଆଜି ବି ତାପମାତ୍ରା ୪୨ ଡିଗ୍ରୀ ପାଖାପାଖି ରହିଛି।…

All Rights Reserved