Video: ମୁମ୍ବାଇ ବିମାନବନ୍ଦରରେ ରୋହିତ ଶର୍ମାଙ୍କୁ ଅଦ୍ଭୂତପୂର୍ବ ସ୍ୱାଗତ, ଭିଡ଼ରୁ ବାହାର କଲେ ପୋଲିସ

ମୁମ୍ବାଇ,୧୧।୩: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଦ୍ଭୂତପୂର୍ବ ଦୃଶ୍ୟ ଦେଖିବାକୁ ମିଳିଥିଲା ​​ଯେତେବେଳେ ରୋହିତ ଶର୍ମା ପରିବାର ସହିତ ୨୦୨୫ ଚାମ୍ପିଅନ୍ସ ଟ୍ରଫି ବିଜୟ ପରେ…

ଜାଣନ୍ତୁ ବେଲପତ୍ର କିପରି କରିଦେବ ସୁନ୍ଦର

ତ୍ୱଚାରେ ଯଦି ବିଭିନ୍ନ ପ୍ରକାର ଦାଗ ରହିଥାଏ ଅଥବା କୁଣ୍ଡାଇ ହେଉଥାଏ ତେବେ ବେଲପତ୍ରକୁ ବାଟି ସେହି ସ୍ଥାନରେ ଲଗାନ୍ତୁ। କିଛିଦିନ ପରେ ଏହି ସମସ୍ୟା ରହିବ…

ଗୋ ଚାଲାଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର: ୨ ଅପରାଧୀ ଆହତ

ସମ୍ବଲପୁର,୧୧।୩(ପ୍ରମୋଦ ବହିଦାର): ସମ୍ବଲପୁରର ସିଟି ଷ୍ଟେସନ ନିକଟରେ ପୋଲିସ ଓ ଗୋରୁ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଗୋରୁ ଚୋରା ଚାଲାଣକରୀଙ୍କ ମଧ୍ୟରୁ…

ବିବାହ ବନ୍ଧନରେ ଆବଦ୍ଧ ହେବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ

ଭୁବନେଶ୍ୱର,୧୧।୩: ବିଜେଡି ନେତା ଏବଂ ପୂର୍ବତନ ନବରଙ୍ଗପୁର ସାଂସଦ ପ୍ରଦୀପ କୁମାର ମାଝୀ ମାର୍ଚ୍ଚ ୧୨ରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସୂତ୍ର ଅନୁସାରେ ମାଝି…

ବଳାତ୍କାରୀଙ୍କୁ ନପୁଂସକ କରି ଛାଡିଦିଆଯିବା ଉଚିତ୍‌: ଏମିତି ପରାମର୍ଶ ଦେଲେ ରାଜ୍ୟପାଳ

ଜୟପୁର,୧୧।୩: ରାଜସ୍ଥାନ ରାଜ୍ୟପାଳ ହରିଭାଉ ବାଗଡେ ବଲାତ୍କାରୀଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ଅନ୍ୟମାନଙ୍କୁ ଏପରି ଜଘନ୍ୟ ଅପରାଧ କରିବାରୁ ନିରୁତ୍ସାହିତ କରିବା ପାଇଁ ବଳାତ୍କାରୀଙ୍କୁ…

ଆଜିଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା

ଭୁବନେଶ୍ୱର,୧୧ା୩ (ବନ୍ଦନା ସେଠୀ): ରାଜ୍ୟର ସବୁ ଜିଲାରେ ମଙ୍ଗଳବାରଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା। କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାଜ୍ୟ…

ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ଚିନ୍ତା:ଅପେକ୍ଷାରେ ୨୩, ଛାଡ଼ୁନାହାନ୍ତି ୯

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାରକୁ ପ୍ରାୟ ୯ ମାସ ବିତିବାକୁ ବସିଲାଣି। ହେଲେ ଏପର୍ଯ୍ୟନ୍ତ ସମସ୍ତ ୧୪୭ ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ମିଳିପାରି ନାହିଁ। କେଉଁଠି…

ସ୍ତ୍ରୀଙ୍କୁ ଦେଖି ରଣବୀରଙ୍କ ହୋଶ୍‌ ଉଡିଲା: କହିଲେ, ହେ ଭଗବାନ…

ବଲିଉଡ୍‌ ଫେମ୍‌ ଦୀପିକା ପାଦୁକୋଣ ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ ପ୍ୟାରିସରେ ଏକ ଫରାସୀ ଲଗଜରୀ ବ୍ରାଣ୍ଡର ହାଉସ ଆମ୍ବାସାଡର ଭାବରେ ଭାରତକୁ ପ୍ରତିନିଧିତ୍ୱ କରିଛନ୍ତି। ସେ…

ଧରିତ୍ରୀ ଲାଇଭ୍‌ ଖବରଦାତାଙ୍କୁ ଆକ୍ରମଣ: ଦୁଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ ପରେ ଜାମିନ

ଭୁବନେଶ୍ୱର,୧୧।୩(ସତ୍ୟଜିତ୍‌ ରାଉତ): ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡା ରୋଡ୍‌ରେ ‘ଧରିତ୍ରୀ ଲାଇଭ୍‌’ ଖବରଦାତା ଦେବୀପ୍ରସାଦ ସାହୁଙ୍କୁ ଆକ୍ରମଣ ସହ ଗାଡ଼ି କ୍ଷତିଗ୍ରସ୍ତ କରି କ୍ୟାମେରା ଭାଙ୍ଗିବା ମାମଲାରେ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ଂ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି। ସୋମବାର ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୮ଡିଗ୍ରୀ ସେଲସିୟସ୍‌ ରେକର୍ଡ…