ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ସଭାପତି, ପାକିସ୍ତାନ ଉପରେ ଲାଗିବ ଆର୍ଥିକ ପ୍ରତିବନ୍ଧକ!

ନୂଆଦିଲ୍ଲୀ,୮।୫: ବିଶ୍ୱ ବ୍ୟାଙ୍କ ସଭାପତି ଅଜୟ ବଙ୍ଗା ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି, ଯାହା ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ସହିତ ଇଣ୍ଡସ…

‘ଅପରେଶନ ସିନ୍ଦୂର’: ପଞ୍ଜୀକରଣ କରିବାକୁ ଆଗେଇ ଆସିଛନ୍ତି ୧୫ଫିଲ୍ମ ନିର୍ମାତା

ମୁମ୍ବାଇ,୮।୫: ପହଲଗାମରେ ଆତଙ୍କବାଦୀ ଆକ୍ରମଣର ଜବାବ ଦେଇଛି ଭାରତ। ଭାରତର ‘ଅପରେଶନ ସିନ୍ଦୂର’କୁ ବହୁ ସଂଖ୍ୟକ ବଲିଉଡ ସେଲିବ୍ରିଟି ସମର୍ଥନ କରିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ୧୫ଜଣ…

ଆସନ୍ତାକାଲି ପାକିସ୍ତାନ ପାଇଁ କାହିଁକି ଗୁରୁତ୍ୱପୂର୍ଣ୍ଣ, ଭାରତ ନେବ ବଡ଼ ଆକ୍ସନ!

ନୂଆଦିଲ୍ଲୀ, ୮।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ମେ ୯ ତାରିଖ ପାକିସ୍ତାନ ପାଇଁ ଏକ ର୍ନିଣ୍ଣାୟକ ଦିନ ହେବ। ଏହି ଦିନ…

ଆମେରିକାର ଚାପକୁ ଖାତିର ନ କରି ରୁଷଠାରୁ S-400 କିଣିଥିଲେ ମୋଦି, ପାକିସ୍ତାନ ବିରୋଧରେ ପ୍ରୟୋଗରେ ମିଳିଲା ସଫଳତା

ନୂଆଦିଲ୍ଲୀ,୮।୫: ଆମେରିକାର ବାରମ୍ବାର ଚେତାବନୀ ଏବଂ ପ୍ରତିବନ୍ଧକର ଭୟ ସତ୍ତ୍ୱେ ଭାରତ ୨୦୧୮ ରେ ରୁଷ ସହିତ ୫.୪୩ ବିଲିୟନ ଡଲାରର S-400 ଟ୍ରାଇମ୍ଫ ବାୟୁ ପ୍ରତିରକ୍ଷା…

କେସିଙ୍ଗା ଏନ୍‌ଏସିରୁ ଦୂର ହେବ ପାନୀୟ ଜଳ ସମସ୍ୟା, ୨୪ ଘଣ୍ଟିଆ ସେବା ପାଇବେ ଲୋକେ

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିରେ ଆଉ ପାନୀୟ ଜଳ ସମସ୍ୟା ରହିବ ନାହିଁ। ସେଥିପାଇଁ ପିଏଚ୍‌ଡି ବିଭାଗ ପକ୍ଷରୁ ୨ କୋଟିରୁ ଊଦ୍ଧର୍‌ବ ବ୍ୟୟ…

କଳିଙ୍ଗା ଘାଟିରେ ଦୁର୍ଘଟଣା

ଭଞ୍ଜନଗର,୮।୫(ବାବୁଲା ପ୍ରଧାନ)- ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ଏକ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଗାଡ଼ି ଚାଳକ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା…

ପାକିସ୍ତାନୀ ଫିଲ୍ମ, ୱେବ ସିରିଜ ଉପରେ ପ୍ରତିବନ୍ଧକ ଲଗାଇଲେ ଭାରତ ସରକାର

ନୂଆଦିଲ୍ଲୀ,୮।୫: ଏକ ଗୁରୁତ୍ଵପୂର୍ଣ୍ଣ ପଦକ୍ଷେପରେ, ଭାରତ ସରକାର ସମସ୍ତ ଅନଲାଇନ୍ ଷ୍ଟ୍ରିମିଂ ପ୍ଲାଟଫର୍ମ, ଓଟିଟି ସେବା ଏବଂ ଡିଜିଟାଲ୍ ମଧ୍ୟସ୍ଥତାକାରୀମାନଙ୍କୁ ପାକିସ୍ତାନ ଫିଲ୍ମ, ୱେବ ସିରିଜ ଆଦି…

ପାକିସ୍ତାନକୁ ଘାଇଲା କଲା ଭାରତର ଦେଶୀ ‘ଆତ୍ମଘାତୀ ଡ୍ରୋନ’, ଶତ୍ରୁଙ୍କୁ ନିଶାନା କରିବାରେ ଏକ୍ସପର୍ଟ

ନୂଆଦିଲ୍ଲୀ,୮।୫: ପାକିସ୍ତାନରେ ଆତଙ୍କବାଦୀ ଶିବିର ଧ୍ୱଂସ କରିବା ପାଇଁ ଭାରତର ପସନ୍ଦଯୋଗ୍ୟ ଅସ୍ତ୍ର ସ୍କାଲ୍ପ କ୍ରୁଜ ମିସାଇଲ ଏବଂ ହାମର ବୋମା ସହିତ, ଭାରତୀୟ ସେନା ମଧ୍ୟ…

ହାତ ଛାଡିଲା ଚାଇନା! ଭୋ ଭୋ ହୋଇ କାନ୍ଦିଲେ ଶେହବାଜଙ୍କ ଏମପି, କହିଲେ ଭାରତଠୁ ଆମକୁ ବଞ୍ଚାଅ…

ଇସଲାମବାଦ,୮।୫: ଆତଙ୍କବାଦୀ ଆଡ୍ଡା ଉପରେ ଭାରତ ଦ୍ୱାରା କରାଯାଇଥିବା ବିମାନ ଆକ୍ରମଣ ପରେ ପାକିସ୍ତାନରେ ଭୟର ବାତାବରଣ ରହିଛି। ପାକିସ୍ତାନ ଭୟ କରୁଛି ଯେ ଭାରତ ପୁଣି…

ରାଶିଫଳ: ଶୁକ୍ରବାର , ମେ ୯ ତାରିଖ – Daily Horoscope

ମେଷ ଆଜି ଭାଇ, ବନ୍ଧୁ କିମ୍ବା ଆମତ୍ୀୟଙ୍କ ସାହାଯ୍ୟରୁ କୌଣସି କାମ ଅଟକିବ ନାହିଁ। ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‍ ହେବ…