ଅବସରକୁ ନେଇ ଅଶ୍ୱିନଙ୍କ ବଡ଼ ବୟାନ, କହିଲେ ‘ମୁଁ ଆହୁରି ଖେଳିବାକୁ ଚାହୁଁଥିଲି ହେଲେ…’

ନୂଆଦିଲ୍ଲୀ,୧୫।୧: ଭାରତୀୟ କ୍ରିକେଟ ଟିମ୍‌ର ଭେଟେରାନ୍‌ ବୋଲର୍‌ ରବିଚନ୍ଦ୍ରନ ଅଶ୍ୱିନ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ବର୍ଡର ଗାଭାସ୍କର ଟ୍ରଫି ମଝିରେ ହଠାତ ସନ୍ନ୍ୟାସ ନେଇ ସମସ୍ତଙ୍କୁ ଚମକାଇଥିଲେ।…

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୫।୧: ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ କୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ସରକାର।…

ଟିମ୍ ଇଣ୍ଡିଆର ମହିଳା ଶକ୍ତି: ଦିନିକିଆରେ କଲେ ବଡ଼ ରେକର୍ଡ, ଯାହା ପୁରୁଷ ଟିମ୍ କେବେ କରିପାରି ନାହିଁ

ରାଜକୋଟ,୧୫।୧: ଭାରତର ମହିଳା କ୍ରିକେଟ୍ ଦଳ ବୁଧବାର (ଜାନୁଆରୀ ୧୫) ରାଜକୋଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ତୃତୀୟ ଏକଦିବସୀୟ ମ୍ୟାଚ୍ କୁ ୩୦୪ ରନରେ ଜିତି ସିରିଜରେ ୩-୦ରେ…

ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ ଦ୍ୱିପ୍ରହର…

ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, କେନ୍ଦୁଝରରେ ଥିଲେ…

ଭୁବନେଶ୍ୱର,୧୫।୧: ଓଡ଼ିଶା ସରକାର ବରିଷ୍ଠ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏନେଇ ସାଧାରଣ…

ସାଧ୍ୱୀ ହର୍ଷାଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, କହିଲେ ଏତେ ସୁନ୍ଦରୀ ହେବାର…

ନୂଆଦିଲ୍ଲୀ,୧୫।୧: ପ୍ରୟାଗରାଜର ମହାକୁମ୍ଭରେ ଚର୍ଚ୍ଚାର ବିଷୟ ପାଲଟିଥିବା ମଡେଲ ଏବଂ ଆଙ୍କର ହର୍ଷା ରିଚାରିଆଙ୍କୁ ନେଇ ଏବେ ଏକ ନୂତନ ବିବାଦ ମୁଣ୍ଡ ଟେକିଛି। ମହାକୁମ୍ଭ ପୂର୍ବରୁ…

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍‌, ୮ ଯାତ୍ରୀଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ଚାନ୍ଦବାଲି,୧୫ା୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଧାମରାଠାରେ ମାଛଧରା ଟ୍ରଲରକୁ ଧକ୍କା ଦେଇ ବୁଧବାର ଏକ ଯାତ୍ରୀବାହୀ ବୋଟ୍‌ ବୁଡ଼ିଯାଇଛି। ଖବରରୁ ପ୍ରକାଶ ଏକ ଯାତ୍ରୀବାହୀ ବୋଟ୍‌ ୮…

ଫେରିବ ଶୀତ, ଘନ କୁହୁଡି ପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୧୫।୧: ଗତ ଦୁଇ ଦିନ ମଧ୍ୟରେ କିଛି ଆରାମ ପାଇବା ପରେ ଶୀତ ପୁଣି ଓଡିଶା ଫେରିବାର ସମ୍ଭାବନା ରହିଛି। ଆସନ୍ତା ତିନିରୁ ଚାରି ଦିନ ମଧ୍ୟରେ…

ବାଲି ବୋଝେଇ ହାଇଓ୍ବା ଧକ୍କାରେ ମୋପେଡ ଚାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୫ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଚୈତନ୍ୟପଡ଼ା ନିକଟରେ ଏକ ନଦୀ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମୋପେଡ ଚାଳକଙ୍କ ଜୀବନ ଯାଇଛି। ମୃତକ…

ରାଶିଫଳ: ଗୁରୁବାର, ଜାନୁଆରୀ ୧୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ମଙ୍ଗଳ ଯୋଗଜନିତ ଆନୁଷଙ୍ଗିକ ସାହାଯ୍ୟ, ସହଯୋଗ ଲାଭକରି ଅଟକିଥିବା କାମ ସମ୍ପୂର୍ଣ୍ଣ କରିବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ…