ନୀରବ, ଚୋକ୍‌ସିଙ୍କ ଦସ୍ତାବିଜ୍‌ ଜଳିଗଲା

ମୁମ୍ବାଇ,୨୯ା୪: ଦକ୍ଷିଣ ମୁମ୍ବାଇର ବାଲାର୍ଡ ଇଷ୍ଟେଟ୍‌ରେ ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜୋନ୍‌-୧ କାର୍ଯ୍ୟାଳୟରେ ରବିବାର ସକାଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ୍‌ ଜଳିଯାଇଛି।…

ଆକ୍ରମଣ ଆଶଙ୍କା ଘନେଇଲା

ନୂଆଦିଲ୍ଲୀ,୨୯ା୪: ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ଭାରତ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଅବଶ୍ୟମ୍ଭାବୀ ବୋଲି ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ମହମ୍ମଦ ଅସିଫ୍‌ ସୋମବାର…

୩ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୯ା୪: ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନର ଦରବାର ହଲ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ୭୧ ଜଣ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ସମ୍ମାନ ପ୍ରଦାନ କରିଛନ୍ତି।…

ରାଜ୍ୟ ମାନ୍ୟତା ଦାବିରେ ଆକ୍ରମଣକୁ ସୁଯୋଗ ଭାବେ ନେବୁନାହିଁ: ଓମାର

ଜମ୍ମୁ,୨୯ା୪(ପି.ଟି.): ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବା ଦାବିରେ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣକୁ ସୁଯୋଗ ଭାବେ ନେବୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ସୋମବାର କହିଛନ୍ତି। ଜମ୍ମୁ-କଶ୍ମୀରର ସୁରକ୍ଷା…

ଓଟିଟିରେ ଅଶ୍ଳୀଳତା: ଅଙ୍କୁଶ ଲଗାଯାଉ

ନୂଆଦିଲ୍ଲୀ,୨୯ା୪: ଓଟିଟି ଏବଂ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକରେ ଆପତ୍ତିଜନକ ଏବଂ ଅଶ୍ଳୀଳ ଭିଡିଓ ଆଦି ପ୍ରସାରଣକୁ ନିଷିଦ୍ଧ କରିବା ପାଇଁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ…

ବ୍ୟାଙ୍କ ଚାକିରି ଛାଡ଼ି ଅଡି କାର୍‌ରେ କ୍ଷୀର ବିକୁଛନ୍ତି

ଫରିଦାବାଦ,୨୯।୪: ହରିୟାଣାର ଫରିଦାବାଦ ନିବାସୀ ଅମିତ ଭଡ଼ାନା (୩୩)ଙ୍କୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଲାଗିରହିଛି। ମୋହବ୍ବତା ଗ୍ରାମର ଅମିତ ନିଜର ବ୍ୟାଙ୍କ ଚାକିରିକୁ ଛାଡ଼ି…

ବିଧାୟକଙ୍କ ଗାଡ଼ି ଭଙ୍ଗାରୁଜା ଡ୍ରାଇଭରକୁ ମାଡ଼, ଅଭିଯୁକ୍ତଙ୍କୁ ଉଠାଇ ନେଲା ପୋଲିସ

ପୁରୀ,୨୮।୪: ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ଗାଡ଼ି ଉପରେ ହୋଇଛି ଆକ୍ରମଣ। ଆୟୁଷ୍ମାନ ଭାରତ କାର୍ଡ ବଣ୍ଟନ ପାଇଁ ଯାଇଥିଲାବେଳେ ଏହି ଘଟଣା ଘଟିଛି। ତାଙ୍କ ଗାଡ଼ି…

ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୮।୪: ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ…

ଇତିହାସ ରଚିଲେ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ; ମାତ୍ର ୩୫ ବଲ୍‌ରେ ହାସଲ କଲେ ଶତକ

ଜୟପୁର,୨୮।୪: ୧୪ ବର୍ଷୀୟ ବୈଭବ ଜୟପୁରରେ ଇତିହାସରେ ରଚିଛନ୍ତି। ମାତ୍ର ୩୫ ବଲ୍‌ରେ ନିଜର ପ୍ରଥମ ଶତକ ହାସଲ କରି ଏହି ଯୁବ କ୍ରିକେଟର ସମସ୍ତଙ୍କୁ ଚମକାଇ…

ବଢିବ ATM ଫି ବୃଦ୍ଧି, ଗ୍ରାମୀଣ ବ୍ୟାଙ୍କ ଏକୀକରଣ: ଜାଣନ୍ତୁ ୨୦୨୫ ମେ ୧ ରୁ କ’ଣ ବଦଳିବ

ନୂଆଦିଲ୍ଲୀ,୨୮।୪: ୨୦୨୫ ମେ ୧ ରୁ ଦେଶବ୍ୟାପୀ ନାଗରିକଙ୍କୁ ପ୍ରଭାବିତ କରୁଥିବା କିଛି ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବ। ସବୁଠାରୁ ଉଲ୍ଲେଖନୀୟ ପରିବର୍ତ୍ତନ ହେଉଛି ଏଟିଏମ…