ଭାଉଜଙ୍କୁ ଟଣାଓଟରା କରିବା ସହ ସୁନା ଚେନ ଲୁଟ ଅଭିଯୋଗ

ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ଏକ ବିବାହ ଭୋଜିରୁ ଫେରୁଥିବା ବେଳେ ଭାଉଜଙ୍କୁ ଟଣାଓଟରା କରିବା ସହ ବେକରୁ ଏକ ସୁନା ଚେନ ଲୁଟି ନେଇଥିବା ନେଇ ହିଞ୍ଜିଳି…

ଭାଇଙ୍କୁ ମରଣାନ୍ତ୍ରକ ଆକ୍ରମଣ କରି ହତ୍ୟା ଉଦ୍ୟମ: ସାନ ଭାଇଙ୍କୁ ୫ ବର୍ଷ ଜେଲଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସିଜେଏମ ତଥା ସେସନ ଜଜ୍‌ ହିମାଂଶୁ ଶେଖର ବିଶ୍ୱାଳ ଏକ ମରଣାନ୍ତ୍ରକ ଆକ୍ରମଣ ମାମଲାର ବିଚାର କରିଛନ୍ତି। ଅଭିଯୁକ୍ତ ଅମ୍ବିକା ପ୍ରସାଦ…

୫୦ ହଜାର ଟଙ୍କା ଯୌତୁକ ଦାବିରେ ନିର୍ଯ୍ୟାତନା ସହ ହତ୍ୟା ଉଦ୍ୟମ ଅଭିଯୋଗ

ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ବିବାହର ୬ ମାସ ପରଠାରୁ ଅଧିକ ୫୦ ହଜାର ଟଙ୍କା ଯୌତୁକ ଦାବି କରି ଶ୍ୱଶୁର ଘର ଲୋକେ ବୋହୂଙ୍କୁ ଶାରୀରିକ ଓ…

ମାଡ୍ରିଡ୍‌ ଓପନରୁ ଓହରିଲେ ଅଲ୍‌କାରାଜ

ମାଡ୍ରିଡ୍‌,୨୪ା୪: ଇଞ୍ଜୁରୀ ଯୋଗୁ ଦର୍ଶକଙ୍କ ଫେଭରାଇଟ୍‌ କାର୍ଲୋସ ଅଲ୍‌କାରାଜ ମାଡ୍ରିଡ୍‌ ଓପନ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। ଗତ ରବିବାର ବାର୍ସିଲୋନା ଓପନ ଫାଇନାଲ ବେଳେ ତାଙ୍କ…

MEAର ଚେତାବନୀ: ଭିଜା ଅବଧି ଶେଷ ହେବା ପୂର୍ବରୁ ଭାରତ ଛାଡନ୍ତୁ ପାକିସ୍ତାନୀ, ୨୯ ପରେ ମେଡିକାଲ ଭିଜା ବି…

ନୂଆଦିଲ୍ଲୀ,୨୪।୪: ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ ଭିଜା ସେବା ତୁରନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବୈଦେଶିକ ମନ୍ତ୍ରଣାଳୟ (MEA) କହିଛି ଯେ ପାକିସ୍ତାନୀ ନାଗରିକଙ୍କୁ…

ସଙ୍କଟରେ ପିଏସ୍‌ଏଲ୍‌: ଫେରି ଆସିବେ ଭାରତୀୟ ବ୍ରଡକାଷ୍ଟର

କରାଚୀ,୨୪ା୪: ଆଗାମୀ ଦିନରେ ପାକିସ୍ତାନ ସୁପର ଲିଗ (ପିଏସ୍‌ଏଲ୍‌)ର ପ୍ରସାରଣ ସଙ୍କଟରେ ପଡ଼ିପାରେ। ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦୁଇ ଦେଶ ମଧ୍ୟରେ ଦେଖାଦେଇଥିବା ତିକ୍ତତା ଯୋଗୁ…

ଗ୍ରୋସରି ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କା ମୂଲ୍ୟର ସାମଗ୍ରୀ ଜଳିଗଲା

ଦିଗପହଣ୍ଡି,୨୪।୪ (ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ବଡଦାଣ୍ଡ ସାହିର ନର୍ମଦା ସାହୁ ଙ୍କ ଗ୍ରୋସରୀ ଦୋକାନରେ ଗୁରୁବାର ସନ୍ଧ୍ୟା ପ୍ରାୟ ୬ ଟାରେ…

ପାକିସ୍ତାନ ପୁଣି କଲାଣି ପ୍ରମାଣ ଖୋଜିବାର ଡ୍ରାମା! ମନ୍ତ୍ରୀ ଇସାକ ଡାର କହିଲେ,‘ପହଲଗାମ ଆତଙ୍କବାଦୀ ଆକ୍ରମଣ ପଛରେ PAK ଅଛି ବୋଲି…’

ଇସଲାମାବାଦ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭାରତର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନକୁ ପାକିସ୍ତାନ ଚ୍ୟାଲେଞ୍ଜ କରିଛି। ସେ କହିଛନ୍ତି ଯେ ଯଦି ଭାରତ ପାଖରେ ଆକ୍ରମଣର କୌଣସି…

ପଞ୍ଚାୟତିରାଜ ଦିବସ ପାଳିତ: ୩୯ ହିତାଧିକାରୀ ପାଇଲେ ରାଶନ କାର୍ଡ

ଦିଗପହଣ୍ଡି,୨୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି ।…

ଜାତୀୟ ପଞ୍ଚାୟତରାଜ ଦିବସ: ଗ୍ରେଡ଼-ସି ପାଇଁ ମନୋନୀତ ହେଲା ୩ ପଞ୍ଚାୟତ

ଦାରିଙ୍ଗବାଡି, ୨୪।୪ (ଅରୁଣ ସାହୁ)-କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଫୁଲବାଣୀ ଠାରେ ଜାତୀୟ ପଞ୍ଚାୟତ ଦିବସ ପାଳନ ଅବସରରେ ଦାରିଙ୍ଗବାଡି ବ୍ଲକର ୩ଟି ପଞ୍ଚାୟତକୁ ଗ୍ରେଡ଼-ସି ଭାବେ…