୭ ପ୍ରକଳ୍ପରେ ୭୫୦ ନିୟୁତ ଡଲାର ବିନିଯୋଗ ହୋଇଛି

ନୂଆଦିଲ୍ଲୀ,୨୪।୨: ୟୁଏସ୍‌ଏଆଇଡି (ୟୁନାଇଟେଡ୍‌ ଷ୍ଟେଟ୍‌ସ ଏଜେନ୍ସି ଫର୍‌ ଇଣ୍ଟରନ୍ୟାଶନାଲ ଡେଭଲପମେଣ୍ଟ) ପାଣ୍ଠିକୁ ନେଇ ରାଜନୈତିକ ବିବାଦ ଜୋର୍‌ ଧରିଛି। ଏହି ପାଣ୍ଠି ଭାରତର ନିର୍ବାଚନକୁ ପ୍ରଭାବିତ କରିବା ପାଇଁ…

୪ର୍ଥ ପର୍ଯ୍ୟାୟରେ ୧୨ ବେଆଇନ ପ୍ରବାସୀ ଫେରିଲେ

ନୂଆଦିଲ୍ଲୀ,୨୪।୨: ଆମେରିକାରୁ ୪ର୍ଥ ପର୍ଯ୍ୟାୟରେ ବହିଷ୍କୃତ ହୋଇଥିବା ୧୨ ଜଣ ବେଆଇନ ପ୍ରବାସୀ ଭାରତୀୟ ରବିବାର ନୂଆଦିଲ୍ଲୀରେ ପହଞ୍ଚତ୍ଛନ୍ତି। ସେମାନେ ପାନାମା ଦେଇ ଭାରତ ଆସିଛନ୍ତି। ପୂର୍ବରୁ ୩…

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

କିଭ୍‌/ମସ୍କୋ(ରଏଟର୍ସ/ ଏଜେନ୍ସି),୨୪ା୨: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ରବିବାର ଏକ୍ସ’ରେ କହିଛନ୍ତି, ରୁଷିଆ ରାତିଅଧିଆ ୨୦୦ରୁ ଊର୍ଦ୍ଧ୍ୱ ଡ୍ରୋନ୍‌ ଆକ୍ରମଣ କରିଛି। ପ୍ରତିଦିନ ୟୁକ୍ରେନୀୟ ନାଗରିକ ‘ଆକାଶମାର୍ଗରୁ ଆତଙ୍କ’କୁ…

କଟକରୁ ହେଉଥିଲା କଫ୍‌ ସିରପ୍‌ ଚାଲାଣ

ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣରେ କଫ୍‌ ସିରପ ଜବତ କରାଯାଇଛି। ଏହି ଘଟଣାରେ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ,…

ଅସ୍ତିତ୍ୱ ହରାଉଛି ଜୀରାନଦୀ, ପଶୁଛି ନର୍ଦ୍ଦମା ପାଣି

ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ବହି ଯାଇଛି ଜୀରାନଦୀ। ଏହି ନଦୀକୁ ବରଗଡ଼ର ଜୀବନ ରେଖା ବୋଲି କୁହାଯାଏ। ମାତ୍ର ଦିନକୁ ଦିନ ଜୀରାନଦୀ…

ଟ୍ରକ୍‌ରୁ ମିଳିଲା ୧୪୪୮ କଇଁଛ: ବିଶାଖାପାଟଣାରୁ ପଶ୍ଚିମବଙ୍ଗ ହେଉଥିଲା ଚାଲାଣ

ଟାଙ୍ଗୀ/ନିରାକାରପୁର,୨୩ା୨(ରଘୁନାଥ ସାହୁ/ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ୧୬ନମ୍ବର ଜାତୀୟ ରାଜପଥର ଗୋଡ଼ିପଡ଼ା ଟୋଲଗେଟ୍‌ ନିକଟରେ ରବିବାର ଡାଇରେକ୍ଟର ଅଫ୍‌ ଇଣ୍ଟେଲିଜେନ୍ସ ବିଭାଗ…

ବଦଳୁଥିବା ପାଗରେ ଜର-ଥଣ୍ଡାକୁ ନେଇ ଟେନଶନରେ ଅଛନ୍ତି କି? ଆପଣନ୍ତୁ ଏହି ଚମତ୍କାର ଘରୋଇ ଉପାୟ

ଫେବୃଆରୀ ମାସ ପ୍ରାୟ ଶେଷ ହେବାକୁ ଯାଉଛି। ଫେବୃଆରୀରେ ଥଣ୍ଡା ଲାଗିବା ସମୟରେ ଏବେ ଖରା ଅସ୍ୟହ ହୋଇପଡିଛି। ଦିନବେଳେ ଏବେ ପ୍ରବଳ ଗରମ ଅନୁଭୂତ ହେଉଛି।…

୨୦୦ ଉଇକେଟ କ୍ଲବରେ ହାର୍ଦ୍ଦିକ

ଦୁବାଇ,୨୩ା୨: ଭାରତୀୟ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ରବିବାର ଅନ୍ତର୍ଜାତୀୟ କ୍ୟାରିୟରରେ ଏକ ଉଲ୍ଲେଖନୀୟ ମାଇଲଖୁଣ୍ଟ ଛୁଇଁଛନ୍ତି। ପାକିସ୍ତାନ ବିପକ୍ଷ ଚାମ୍ପିୟନ୍ସ ଟ୍ରଫି ମ୍ୟାଚ୍‌ରେ ସେ ୨ ଉଇକେଟ…

ବାର୍ଡ଼ ଫ୍ଲୁ ଆତଙ୍କ: ଜଙ୍ଗଲରେ ପଡ଼ିଛି କୁଢ଼କୁଢ଼ ମଲା କୁକୁଡ଼ା

ମୋରଡ଼ା,୨୩ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ରେ କୁକୁଡ଼ା ମଡକ ଦେଖାଦେଇଛି। ବ୍ଲକ୍‌ ଅଧୀନ ଚିତ୍ରଡା ବାଉଁଶ ବଣ ନିକଟ ଏକ ନିଛାଟିଆ ପଡ଼ିଆରେ ପାଞ୍ଚ ଶହରୁ…

ICC Champions Trophy : ଦୁବାଇରେ ପାକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୨୩।୨: ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଭାରତ ଦମ୍‌ଦାର ପ୍ରଦର୍ଶନ କରିଛି। ବିରାଟ କୋହଲିଙ୍କ ଚମତ୍କାର ଅପରାଜିତ ଶତକ ବଳରେ ଭାରତ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ…