ମହାପ୍ରଭୁଙ୍କ ମସ୍ତକରେ କାହିଁକି ନ ଥିଲା ଟାହିଆ; ସବୁ ଗୁମର ଖୋଲିଦେଲେ ସେବାୟତ: ଜାଣନ୍ତୁ ଭିତରେ କ’ଣ ସବୁ ଘଟିଥିଲା

ପୁରୀ,୧୭।୭(ଅଜିତ୍‌ କୁମାର ମହାନ୍ତି):ମହାପ୍ରଭୁଙ୍କ ଘୋଷଯାତ୍ରାରେ ଅନ୍ୟତମ ମୁଖ୍ୟ ଆକର୍ଷଣ ସାଜିଥାଏ ମହାପ୍ରଭୁଙ୍କ ମସ୍ତକରେ ଲାଗିଥିବା ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ। ପ୍ରତ୍ୟେକ ବର୍ଷ…

ବଡ଼ଦାଣ୍ଡରେ ଭକ୍ତ- ଭଗବାନ ମିଳନ: ଆଜି ସକାଳ ୯ଟା ୩୦ରେ ପୁଣି ଟଣାଯିବ ରଥ

ପୁରୀ,୧୭ା୭(ଅଜିତ୍‌ କୁମାର ମହାନ୍ତି):ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଗୁରୁବାର ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ…

ପ୍ରବଳ ବର୍ଷା, ଏହି ଜିଲାରେ ଆଜି ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ

ସୋନପୁର,୧୭।୭;  ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ…

ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ, ୯ମ ଶ୍ରେଣୀରୁ ୩ ଭାଷା ନୀତି ପିଲାଙ୍କ ମାନସିକ ଚାପ ବଢ଼ାଇବ

ନୂଆଦିଲ୍ଲୀ,୧୭।୭ (ପି.ଟି.): ତାମିଲନାଡୁର ପ୍ରତି ଜିଲାରେ ‘ଜବାହର ନବୋଦୟ ବିଦ୍ୟାଳୟ’ (ଜେଏନ୍‌ଭି) ପ୍ରତିଷ୍ଠା କରିବା ପାଇଁ ମାଡ୍ରାସ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ବିରୋଧରେ ରାଜ୍ୟ ସରକାର କରିଥିବା…

ଅଗଷ୍ଟ ୫ରେ ପାକିସ୍ତାନରେ ହେବ ବଡ଼ ପ୍ରତିବାଦ ରାଲି, କାହିଁକି ଜାଣନ୍ତୁ…

ଲାହୋର,୧୬।୭: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଦଳ ଅଗଷ୍ଟ ୫ତାରିଖରେ ସାରା ଦେଶରେ ପ୍ରତିବାଦ କରିବାକୁ ଡାକରା ଦେଇଛି। ସେହି ଦିନ ସେମାନଙ୍କ…

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…