ସୁଶାନ୍ତ ମହାପାତ୍ର ହେଲେ ବରଗଡ଼ ଜିଲା ବିଜେଡି ସଭାପତି

ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ବରଗଡ଼ର ଯୁବ ସଂଗଠକ ତଥା ବର୍ତ୍ତମାନର ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ର (ଜାପାନ…

ଦିଗପହଣ୍ଡିରେ ରାଷ୍ଟ୍ରୀୟ ପୋଷଣ ପକ୍ଷ ପାଳିତ

ଦିଗପହଣ୍ଡି,୧୫ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଆନୁକୂଲ୍ୟରେ ମଙ୍ଗଳବାର ବ୍ଲକ୍‌ ସଦର ମହକୁମାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ପକ୍ଷ କାର୍ଯ୍ୟକ୍ରମ ସ୍ଥାନୀୟ ମିଶନଶକ୍ତି…

Waqf Amendment Bill: ଶୋଷଣମୁକ୍ତ କରିବା ପାଇଁ ଭାଜପାର ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୫।୪: ଭାଜପା ସରକାର ଦ୍ୱାରା ଆଗତ ୱାକଫ (ସଂଶୋଧନ) ବିଲ ୨୦୨୫ ଭାରତରେ ଓ୍ବକଫ ସମ୍ପତ୍ତି ପରିଚାଳନାରେ ଏକ ବଡ଼ ପରିବର୍ତ୍ତନ ଆଣିବାକୁ ଲକ୍ଷ୍ୟ ରଖିଛି। ଏନେଇ…

ଧାନକେଣ୍ଡାରେ ଅଗାଡ଼ି: ଜିଲାପାଳଙ୍କୁ ଫେରାଦ ହେଲେ ବରଗଡ଼ ଚାଷୀ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀଙ୍କୁ ସମସ୍ୟା ପିଛା ଛାଡୁ ନାହିଁ। କେତେବେଳେ ଫସଲରେ ରୋଗପୋକ ତ ଆଉକେବେ ଝଡବର୍ଷା ଯୋଗୁ ଚାଷୀଙ୍କ ଫସଲ ଉଜୁଡି ଯାଉଛି।…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ନିର୍ମାଣକୁ କେନ୍ଦ୍ର କରି ଉତ୍ତେଜନା; ତହସିଲଦାରଙ୍କୁ ସ୍ମାରକପତ୍ର ଦେବା ପରେ ବିଧାୟକଙ୍କୁ ଭେଟିଲେ ଗ୍ରାମବାସୀ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତରେ ଉପ ସ୍ବାସ୍ଥ୍ୟକେନ୍ଦ୍ର କୋଠା ନିର୍ମାଣକୁ କେନ୍ଦ୍ରକରି ଗତ କିଛିଦିନ ଧରି ଉତ୍ତେଜନା ଲାଗି…

ଭାରସାମ୍ୟ ହରାଇ ଓଲଟି ପଡ଼ିଲା ପିକ୍‌ଅପ୍‌ ଭ୍ୟାନ୍‌, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଥୁଆମୂଳ ରାମପୁର,୧୫।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ଭବାନୀପାଟଣା- ଥୁଆମୂଳ ରାମପୁର ମୁଖ୍ୟ ରାସ୍ତା ଉପରେ ଏକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ (ଓଡି୦୮ଏସ୍‌୭୪୩୦)…

ବଡ଼ ଖବର: ବିଜେଡି ସଭାପତିଙ୍କ ନାଁ ଘୋଷଣା

ଭୁବନେଶ୍ୱର,୧୫।୪: ବଡ଼ ଖବର। ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ଚୟନ…

କାହିଁକି ୪୦ରୁ ଅଧିକ ବୟସ୍କ ଲୋକଙ୍କୁ ଚାକିରିରୁ କରାଯାଉଛି ଛଟେଇ? ବଡ଼ ଖୁଲାସା

ନୂଆଦିଲ୍ଲୀ,୧୫।୪: ବମ୍ବେ ସେଭିଂ କମ୍ପାନୀର ସିଇଓ ଶାନ୍ତନୁ ଦେଶପାଣ୍ଡେ ସମ୍ପ୍ରତି ଏକ ଗମ୍ଭୀର ସମସ୍ୟା ପ୍ରତି ଦୃଷ୍ଟି ଆକର୍ଷଣ କରିଛନ୍ତି, ଯାହା ଆଜିର ସମୟରେ ଏକ ବିଶ୍ୱ…

ତୁମୁଡ଼ିବନ୍ଧରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ତୁମୁଡ଼ିବନ୍ଧ,୧୫।୪(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ସଭାଗୃହରେ ମଙ୍ଗଳବାର ପୂର୍ବାହ୍ନରେ କନ୍ଧମାଳ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ…

PhonePe UPI Circle Feature: ୟୁପିଆଇରେ ଆସିଲା ନୂଆ ଫିଚର୍‌, ଏବେ ପେମେଣ୍ଟ କରିବା ହୋଇଯିବ ସହଜ… 

ନୂଆଦିଲ୍ଲୀ,୧୫।୪: ଭାରତରେ ଡିଜିଟାଲ ପେମେଣ୍ଟର ଯୁଗ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବର୍ତ୍ତମାନ ସମୟରେ ଆପଣ ଗାଁରୁ ସହର ପର୍ଯ୍ୟନ୍ତ ଅନଲାଇନ୍‌ ପେମେଣ୍ଟର ବିକଳ୍ପ ପାଇବେ। ଏହାକୁ…