ଆମେରିକାର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ୨.୨ ବିଲିୟନ ଡଲାରର ପାଣ୍ଠି ବନ୍ଦ, ହାର୍ଭାର୍ଡ ସହିତ ଟ୍ରମ୍ପଙ୍କ ସମସ୍ୟା କ’ଣ?

ନୂଆଦିଲ୍ଲୀ, ୧୫ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱର ପ୍ରତିଷ୍ଠିତ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ୨.୨ ବିଲିୟନ ଡଲାରର ପାଣ୍ଠିକୁ ତୁରନ୍ତ ବନ୍ଦ କରିଦେଇଛନ୍ତି। ୟୀହୂଦୀମାନଙ୍କ ପ୍ରତି ବଢ଼ୁଥିବା…

କଂଗ୍ରେସ ଏବେ ଲୋକଙ୍କ ଆସ୍ଥାଭାଜନ ହେଉଛି: ଭକ୍ତ

ଭୁବନେଶ୍ୱର/ଗୁଡ଼ାରି, ୧୫।୪ (ରବିନାରାୟଣ ଜେନା/ପ୍ରମୋଦ କୁମାର ପତି): ରାଜ୍ୟରେ ଦୁର୍ନୀତି, ନାରୀ ନିର୍ଯାତନା ଓ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ପିସିସି ସଭାପତି ଭକ୍ତ ଚରଣ ଦାସ…

ଭାରତରେ ଦିଆଯିବ ଫାଶୀ? ଡରିଯାଉଛନ୍ତି ତହଉର, NIA ଅଧିକାରୀଙ୍କୁ ବାରମ୍ବାର ପଚାରୁଛନ୍ତି ଏହି ପ୍ରଶ୍ନ

ନୂଆଦିଲ୍ଲୀ,୧୫।୪: ୨୬/୧୧ ମୁମ୍ବାଇ ଆକ୍ରମଣର ଅଭିଯୁକ୍ତ ତାହଉର ହୁସେନ ରାଣାଙ୍କୁ ପଚରାଉଚରା କରିବାର ଆଜି ପଞ୍ଚମ ଦିନ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରାଣା ଅଜମଲ କସାବଙ୍କ…

ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ଦେଇ ଜୀବନ ହାରିଲେ କଲେଜ ଛାତ୍ରୀ

ଆନନ୍ଦପୁର,୧୫ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆନନ୍ଦପୁର ଥାନା ଅଧୀନ ଫକିରପୁର ଅଞ୍ଚଳର ଏକ ଘରୋଇ ମହିଳା ମେସ୍‌ରେ…

ସକାଳୁ ସକାଳୁ ଆସିଲା ଆଉ ଏକ ଭୟଙ୍କର ଭୂକମ୍ପ, ପାହାଡ଼ରୁ ଖସିଲା ପଥର, ଦେଖନ୍ତୁ ଭିଡିଓ

କାଲିଫର୍ନିଆ,୧୫।୪: ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ (USGS) କହିଛି ଯେ ସୋମବାର (ଏପ୍ରିଲ ୧୪) ସକାଳେ ସାନ ଡିଏଗୋରେ ୫.୨ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ଲସ ଆଞ୍ଜେଲସ…

୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଲା ଡିଜେ: ଚାଲିଗଲା ୨ ଜୀବନ, ୭ ଆହତ

ଭଦ୍ରକ/ତିହିଡ଼ି,୧୫ା୪(ସନାତନ ରାଉତ/ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ୍‌ ନୂଆନନ୍ଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ପାଟୁଆ ଶୋଭାଯାତ୍ରା ବେଳେ ଅଘଟଣ ଘଟିଛି। ଶୋଭାଯାତ୍ରାରେ ଆସୁଥିବା ଡିଜେ ୧୧…

ପୁଣିଥରେ ଆଉ ଏକ ବୋମା ଫୁଟାଇବେ ଟ୍ରମ୍ପ, ସାରା ବିଶ୍ୱକୁ କରିବେ ଚକିତ! ୨୦ ଏପ୍ରିଲକୁ ଲାଗୁ ହୋଇପାରେ…

ଓ୍ବାଶିଂଟନ,୧୫।୪: ଜାନୁଆରୀ ୨୦ରେ ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ, ସେ ଯେଉଁ ପ୍ରଥମ ଆଦେଶ ଜାରି କରିଥିଲେ ତାହା ଦେଶର…

ଜୟ ଶ୍ରୀରାମ ଧ୍ବନିରେ କମ୍ପିଲା ସହର

ବାଲୁଗଁା/ବାଣପୁର,୧୫।୪(ସଂଗ୍ରାମ ପାଇକରାୟ/ଦିଲୀପ ସ୍ବାଇଁ): ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ ଉପଲକ୍ଷେ ସୋମବାର ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡ ପକ୍ଷରୁ ଏକ ବିଶାଳ…

ବାଇକ୍‌କୁ ଚାପିଦେଲା ଟ୍ରକ୍‌: ୩ ମୃତ

ବଡ଼ଗାଁ,୧୫।୪: ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ମରିଚିମୁଣ୍ଡା ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ୩ଜଣ ବାଇକ୍‌…

୮ ମାସ ପରେ ବି ମିଳୁନି ରାଜ୍ୟ ସ୍ବତନ୍ତ୍ର କାର୍ଯ୍ୟ ଖସଡ଼ା, ସମନ୍ୱୟ କିଏ ରକ୍ଷା କରୁଛି: ଅନୁ

ଭୁବନେଶ୍ୱର,୧୫।୪ (ରବିନାରାୟଣ ଜେନା): ସମନ୍ବୟ ରକ୍ଷା କରୁଛି କିଏ? ବିଭାଗୀୟ ଅଧିକାରୀଙ୍କ ଅବହେଳାକୁ ନେଇ ଏହିଭଳି ମନ୍ତବ୍ୟ ଦେଇଛନ୍ତି ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ତଥା…