୪ ବର୍ଷରେ ୩୬୦୦୦ରୁ ଅଧିକ ମହିଳା, ୮୪୦୦ ଶିଶୁ ନିଖୋଜ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨: ରାଜ୍ୟରେ ହ୍ରାସ ପାଉନି ମହିଳା ବିରୋଧୀ ଅପରାଧ। ଗତ ୮ ମାସରେ ୧୮ ହଜାରଟି ମହିଳା ବିରୋଧୀ ଅପରାଧ ମାମଲା ରୁଜୁ ହୋଇଛି। ବିଧାୟିକା ସୋଫିଆ…

ଛାତ୍ରୀଙ୍କ ଆତ୍ମହତ୍ୟା ପରେ KIIT ଛାଡ଼ିଲେ ନେପାଳୀ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୭ା୨: କିଟ୍‌ ଛାତ୍ରୀଙ୍କ ଆତ୍ମହତ୍ୟା ପରେ ନେପାଳୀ ଛାତ୍ରୀଛାତ୍ରଙ୍କୁ ଘରକୁ ପଠାଯାଇଛି। କୁହାଯାଉଛି, ଏହି ଛାତ୍ରୀଛାତ୍ରଙ୍କୁ ଜୋର୍‌ ଜବରଦସ୍ତ କଟକ ରେଲଓ୍ବେ ଷ୍ଟେଶନରେ ଛଡ଼ାଯାଇଛି। ସୁରକ୍ଷାକର୍ମୀମାନେ ନେପାଳୀ…

ଚାଇନା ଆମର ଶତ୍ରୁ ନୁହେଁ! ପୁଣି ବିବାଦୀୟ ବୟାନ ଦେଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୧୭।୨: କଂଗ୍ରେସ ବିଦେଶୀ ୟୁନିଟ ମୁଖ୍ୟ ସାମ ପିଟ୍ରୋଡା ଏକ ଦାବି କରି ନୂତନ ବିବାଦ ସୃଷ୍ଟି କରିଛନ୍ତି। ସେ କହିଛନ୍ତି ଯେ ଚାଇନାଠାରୁ ଆସୁଥିବା ବିପଦ…

ଓଡ଼ିଶାରେ ବୃଦ୍ଧି ପାଇଛି ଅପରାଧ: ବିଧାନସଭାରେ ସ୍ୱୀକାର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨: ପୂର୍ବ ବର୍ଷ ତୁଳନାରେ ୨୦୨୪ ରେ ଓଡ଼ିଶାରେ ଅପରାଧ ହାର ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି।…

ରାମଚଣ୍ଡୀ ମହୋତ୍ସବର ଶୁଭାରମ୍ଭ କଲେ ମନ୍ତ୍ରୀ: ମୁଖ୍ୟ ଆକର୍ଷଣ ହେଲେ ବର୍ଣ୍ଣାଳୀ ହୋତା

ଛତ୍ରପୁର,୧୭।୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ମା’ ରାମଚଣ୍ଡୀ ମନ୍ଦିର ପକ୍ଷରୁ ଆୟୋଜିତ ରାମଚଣ୍ଡୀ ମହୋତ୍ସବ-2025 ଉଦ୍‌ଘାଟିତ ହୋଇଯାଇଛି। ମହୋତ୍ସବର ଉଦ୍‌ଘାଟନୀ ସାରେ ସୁନାମଧନ୍ୟ କଣ୍ଠଶିଳ୍ପୀ ଓ…

ଓଡିଶାରେ IAS, IPS ଅଧିକାରୀଙ୍କ ଅଭାବ: ଖାଲି ପଡ଼ିଛି ୧୭୫ ପଦବୀ

ଭୁବନେଶ୍ୱର,୧୭।୨: ଓଡ଼ିଶାରେ ବର୍ତ୍ତମାନ ଭାରତୀୟ ପ୍ରଶାସନିକ ସେବା (IAS) ଏବଂ ଭାରତୀୟ ପୋଲିସ ସେବା (IPS) ଅଧିକାରୀଙ୍କ ଘୋର ଅଭାବ ଦେଖାଦେଉଛି। ଯାହା ଏକ ଗୁରୁତ୍ୱପୂର୍ଣ୍ଣ ଶାସନ…

KIIT University: କିଟ୍‌ରେ ଛାତ୍ରୀ ଆତ୍ମହତ୍ୟା ଘଟଣା: ପ୍ରେମିକଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୭ା୨: ଭୁବନେଶ୍ୱରର କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟର ହଷ୍ଟେଲ କ୍ୟାମ୍ପସରେ ଜଣେ ବି.ଟେକ୍‌ ତୃତୀୟ ବର୍ଷର ଛାତ୍ରୀଙ୍କ ମୃତଦେହ ମିଳିବାର କିଛି ଘଣ୍ଟା…

ପାକିସ୍ତାନର ହିନମନ୍ୟତା! ଚାମ୍ପିୟନ୍ସ ଟ୍ରଫି ପୂର୍ବରୁ ହଟାଇଲା ଭାରତର ପତାକା, ସୋସିଆଲ ମଡିଆରେ…

ଇସଲାମାବାଦ,୧୭।୨: ଚାମ୍ପିୟନ୍ସ ଟ୍ରଫି ୧୯ ଫେବୃଆରୀରୁ ଆରମ୍ଭ ହେଉଛି। ଏହି ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ କରାଚୀରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯିବ। ୧୯୯୬ ବିଶ୍ୱକପ ପରେ…

ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ତାରା ବାହିନୀପତି, କହିଲେ ନିଅନ୍ତୁ ଏମିତି ପଦକ୍ଷେପ

ଭୁବନେଶ୍ୱର,୧୭।୨: ରାଜ୍ୟରେ ବର୍ତମାନ ଚର୍ଚ୍ଚାରେ ଥିବା ଗୀତ 'ଛି ଛି ଛିରେ ନନୀ’ ପ୍ରସଙ୍ଗ ବିଧାନସଭାରେ ଉଠାଇଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି। କୋରାପୁଟିଆ ଭାଷାକୁ ସ୍ବୀକୃତି…

ପୁଣି ମାତିଲେ ମାଓବାଦୀ: କଲେ IED ବିସ୍ଫୋରଣ, ଜଣେ ଯବାନ ଗୁରୁତର

ମାଲକାନଗିରି,୧୭ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଉସୁର ଜଙ୍ଗଲରେ ମାଓବାଦୀମାନେ IED ବିସ୍ଫୋରଣ କରିଛନ୍ତି। ଏଥିରେ ଜଣେ CRPFର କୋବ୍ରା ଯବାନ ଗୁରୁତର।…