ଜୟ ଶାହାଙ୍କ ଉତ୍ତରାଧିକାରୀ କିଏ? ସାମ୍ନାକୁ ଆସିଲା ନାଁ!

ନୂଆଦିଲ୍ଲୀ,୨୧।୧୨: ୨୦୨୪ ଡିସେମ୍ବର ୧ରେ ଜୟ ଶାହା ନୂତନ ଆଇସିସି ଚେୟାରମ୍ୟାନ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ, ସେବେଠାରୁ ବିସିସିଆଇ ସଚିବ ପଦ ଖାଲି ପଡିଛି। କିଛି…

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ" ପ୍ରତିଧ୍ଵନି"…

ଅବପାତରେ ପରିଣତ ହେଲା ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର,୨୧।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ ରହିଛି।…

୨୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର,୨୧ା୧୨(ଅନିଲ ଦାସ): ଆସନ୍ତା ଡିସେମ୍ବର ୨୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଡିସେମ୍ବର୨୩ରେ…

ରାମମନ୍ଦିର ନିର୍ମାଣ ଦ୍ୱାରା କେହି ହିନ୍ଦୁ ନେତା ହୋଇଯାଆନ୍ତି ନାହିଁ: ମୋହନ ଭାଗବତ

ପୁଣେ,୨୧ା୧୨: ରାମ ମନ୍ଦିର ନିର୍ମାଣ କରି କେହି ହିନ୍ଦୁ ନେତା ହୋଇଯାଆନ୍ତି ନାହିଁ ବୋଲି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଗୁରୁବାର ପୁଣେଠାରେ…

ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’

ଭୁବନେଶ୍ୱର,୨୧ା୧୨(ସୁଚିସ୍ମିତା ସାହୁ): ରାଜ୍ୟରେ ସ୍କୁଲ ଶିକ୍ଷା ବ୍ୟବସ୍ଥାର ନବୀକରଣ କରାଯିବ। ବଦଳିବ ‘ମୋ ସ୍କୁଲ ଅଭିଯାନ’ ନାଁ। ଖୁବ୍‌ଶୀଘ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ ‘ପଞ୍ଚସଖା ଶିକ୍ଷା ସେତୁ…

ଲାଇଫ୍‌ ଷ୍ଟାଇଲର ସେଲ୍‌ ଅଫ୍‌ ଦି ସିଜନ

ନୂଆଦିଲ୍ଲୀ,୨୧।୧୨: ଲାଇଫ୍‌ ଷ୍ଟାଇଲର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ‘ସେଲ୍‌ ଅଫ୍‌ ଦି ସିଜନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସ୍ବତନ୍ତ୍ର ବିକ୍ରୟ ଅଫର ଉପରେ…

ଦିନକରେ ଭୁବନେଶ୍ୱର ତାପମାତ୍ରା ୮.୬ ଡିଗ୍ରୀ ଖସିଲା

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଦିନକରେ ଭୁବନେଶ୍ୱରର ଦିନ ତାପମାତ୍ରା ୮.୬ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇଛି। ଗୁରୁବାର ଅପରାହ୍ନ ୨ଟା ୩୦ରେ…

ବିଆଇଏସ୍‌ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ବିଆଇଏସ୍‌)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ ଏହି…

ଓରେରାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍‌ସାଇଟ୍‌ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର ଆନୁଷ୍ଠାନିକ…