ଆଜିଠାରୁ ଲାଗୁ ହେଲା ଓ୍ବକଫ୍‌ ସଂଶୋଧନ ଆଇନ୍‌

ନୂଆଦିଲ୍ଲୀ,୮।୪: ୱକଫ୍‌ (ସଂଶୋଧନ) ଆଇନ-୨୦୨୫ ଆଜି ଅର୍ଥାତ ମଙ୍ଗଳବାରଠାରୁ କାର୍ଯ୍ୟକାରୀ ହେବ। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛି। ମନ୍ତ୍ରଣାଳୟ କହିଛି…

ବଲାଙ୍ଗୀର ତହସିଲ ଅଫିସ ମହିଳା କିରାଣୀ ଅସୁସ୍ଥ: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି

ବଲାଙ୍ଗୀର,୮।୪: ବଲାଙ୍ଗୀର ତହସିଲ ଅଫିସର ଜଣେ ମହିଳା କିରାଣି ମଙ୍ଗଳବାର ଅସୁସ୍ଥ ହୋଇ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମହିଳା କର୍ମଚାରୀ ଜଣକ…

ସ୍ବର୍ଗତ ବୃନ୍ଦାବନ ପଲାଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ବିଧାୟକ

ଗଞ୍ଜାମ,୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଥମ ନିର୍ବାଚିତ ନଗରପାଳ ସ୍ବର୍ଗତ ବୃନ୍ଦାବନ ପଲାଇଙ୍କ ମୃତ୍ୟୁର ୪ବର୍ଷ ପରେ ପୁଇଁତୋଳା ଗ୍ରାମ ସ୍ଥିତ ବଡ଼ ବନ୍ଧ…

ନିକୋଲାସ ପୁରନଙ୍କୁ ବୋଲିଂ କରିବାକୁ ଡରିଲେଣି ବୋଲର୍‌, ଏକାକି ଚେନ୍ନାଇଠାରୁ ଅଧିକ ଛକା ମାରି ଚର୍ଚ୍ଚାରେ

ନୂଆଦିଲ୍ଲୀ,୮।୪: ଆଇପିଏଲ୍‌ ୨୦୨୫ରେ ଚମତ୍କାର ଫର୍ମରେ ଅଛନ୍ତି ନିକୋଲାସ ପୁରନ। ସେ ଯେବେ ବି ବ୍ୟାଟିଂ କରିବାକୁ ଓହ୍ଲାଉଛନ୍ତି, ଚୌକା, ଛକା ବର୍ଷା ହେଉଛି। ମଙ୍ଗଳବାର ଖେଳାଯାଉଥିବା…

ଭଞ୍ଜନଗର ଥାନାର ସମୀକ୍ଷା କଲେ ଦକ୍ଷିଣାଞ୍ଚଳ ଆଇଜି

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ ): ବ୍ରହ୍ମପୁରସ୍ଥିତ ଦକ୍ଷିଣାଞ୍ଚଳ ଆରକ୍ଷୀ ମହାନିରିକ୍ଷକ(ଆଇଜି ) ନୀତି ଶେଖର ମଙ୍ଗଳବାର ଭଞ୍ଜନଗର ଥାନା ପରିଦର୍ଶନରେ ଆସି ଥାନାର ବିଭିନ୍ନ କାର୍ଯ୍ୟ ସମୀକ୍ଷା କରିଥିଲେ।…

ରାଜନୈତିକ ମଇଦାନରେ ପୂର୍ବତନ କ୍ରିକେଟରଙ୍କ ଏଣ୍ଟ୍ରି, ଭାଜପାରେ ହେଲେ ସାମିଲ 

ନୂଆଦିଲ୍ଲୀ,୮।୪: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଖେଳାଳି କେଦାର ଜାଦବ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ ହୋଇଛନ୍ତି। ସେ ମୁମ୍ବାଇରେ ମହାରାଷ୍ଟ୍ରର ମନ୍ତ୍ରୀ ଏବଂ…

ଏଣିକି ନିଜ ଲଢ଼େଇ ନିଜର: ରାମଜୀ ଡିଗ୍ରୀ କଲେଜ ଚଳଚଞ୍ଚଳ

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ମଙ୍ଗଳବାର ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ…

ଉନ୍ନତିକରଣ କାର୍ଯ୍ୟରେ ବାଟମାରଣା ଅଭିଯୋଗ, ତାଳସର ପଞ୍ଚାୟତରେ ଅଭିଯୋଗ କଲେ ହଂସତୁଳୀ ଗ୍ରାମବାସୀ

ବେଗୁନିଆପଡା,୮।୪( ସୁଶାନ୍ତ କୁମାର ପଟ୍ଟନାୟକ): ଗ୍ରାମରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ। ସରକାରଙ୍କ ଟଙ୍କା ସଠିକ ଭାବେ ବିନିଯୋଗ ହୋଇ ନ ଥିବା ନେଇ ଅଭିଯୋଗ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମନ୍ତ୍ରୀ, ବିଧାୟକଙ୍କ ଲାଗି ଖରାରେ ଶିଝିଲେ ଶିଶୁ : ସାଧାରଣରେ ବଢିଲା ଅସନ୍ତୋଷ

ପୁରୁଷୋତ୍ତମପୁର,୮।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତହୋଇଛି। ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନ ସମାଗମ…

ଦୋକାନରୁ ୨.୪୫ ଲକ୍ଷ ଟଙ୍କା ଚୋରି, ଛାଡି ଚାଲିଗଲେ ୩୮,୦୦୦ ଟଙ୍କା: ଚୋରିର ‘ଇମୋଶନାଲ୍‌ କାହାଣୀ’ ଶେୟାର କଲେ ଚୋର

ଭୋପାଳ,୮।୪: ମଧ୍ୟପ୍ରଦେଶର ଖାର୍ଗୋନ ଜିଲାରେ ଜଣେ ବ୍ୟକ୍ତି ଏକ ଦୋକାନରୁ ୨.୪୫ ଲକ୍ଷ ଟଙ୍କା ଚୋରି କରିଥିଲେ। ଆଶ୍ଚର୍ଯ୍ୟଜନକ କଥା ହେଉଛି, ସେ ରାମନବମୀ ଦିନ ହୋଇଥିବା…