ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୫ )

ରାଜଧାନୀରେ ଶ୍ରୀରାମ ନବମୀ ପାଳନ     ଶ୍ରୀରାମ ନବମୀରେ ପୂଜାର୍ଚ୍ଚନା ପାଇଁ କଟକ ଚହଟ ସ୍ଥିତ ଶ୍ରୀରାମ ନିଗମେଶ୍ୱର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି    …

‘ଜୟ ଶ୍ରୀରାମ’ ନାରାରେ କମ୍ପିଲା ରାଜଧାନୀ: ବଜରଙ୍ଗ ଦଳ ପକ୍ଷରୁ ବିରାଟ ଶୋଭାଯାତ୍ରା

ଭୁବନେଶ୍ୱର,୬।୪(ସୌମ୍ୟରଞ୍ଜନ ରାଉତ): ବିଶ୍ୱ ହିନ୍ଦୁ ପରିଷଦର ଯୁବ ସଙ୍ଗଠନ ବଜରଙ୍ଗ ଦଳ ପକ୍ଷରୁ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଶ୍ରୀରାମ ମୋହତ୍ସବ ଶୋଭାଯାତ୍ରା ମହାଆଡ଼ମ୍ବରରେ ପାଳନ ହୋଇଯାଇଛି।…

ବିଦାୟକାଳୀନ ଭାଷଣ ଦେବାବେଳେ ହୃଦ୍‌ଘାତ: ମଞ୍ଚ ଉପରୁ ଟଳିପଡ଼ିଲେ ୨୦ ବର୍ଷିଆ ଛାତ୍ରୀ

ମୁମ୍ବାଇ, ୬।୪: ମହାରାଷ୍ଟ୍ରର ଧାରାଶିଭ୍‌ ଜିଲା ପରାଡାସ୍ଥିତ ଆର୍‌.ଜି. ଶିନ୍ଦେ କଲେଜରୁ ରବିବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। କଲେଜରେ ବିଦାୟକାଳୀନ ଉତ୍ସବ ଚାଲିଥିବାବେଳେ ବର୍ଷା…

ରାମନବମୀରେ ସମ୍ବଲପୁରରେ ବିଶାଳ ଶୋଭାଯାତ୍ରା

ସମ୍ବଲପୁର,୬।୪(ଭବାନୀ ଶଙ୍କର ଭୋଇ): ହନୁମାନ ଜୟନ୍ତୀ ସମନ୍ବୟ ସମିତି ପକ୍ଷରୁ ରବିବାର ସମ୍ବଲପୁରରେ ବିଶାଳ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ସମନ୍ବ୍ବୟ ସମିତି ପକ୍ଷରୁ ହନୁମାନ…

ଶ୍ରୀରାମ ନବମୀ ମହୋତ୍ସବରେ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ବନିରେ କମ୍ପିଲା ସହର

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ବରଗଡର ଶ୍ରୀରାମଲାଲା ଟ୍ରଷ୍ଟ ପକ୍ଷରୁ ରବିବାର ଶ୍ରୀରାମ ନବମୀ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ବରଗଡ଼ ସହରର ବାଳକଦାସ ହନୁମାନ ମନ୍ଦିର ପରିସରରୁ…

ଐତିହାସିକ ଶ୍ରୀରାମନବମୀ ମହୋତ୍ସବ: ଶୋଭାଯାତ୍ରାରେ ୧୫୦ ପ୍ରଜ୍ଞାପନ ମେଢ଼ ସାମିଲ 

ଭଦ୍ରକ,୬।୪(ସନାତନ ରାଉତ): ଭଦ୍ରକର ଐତିହାସିକ ଶ୍ରୀରାମ ନବମୀ ମହୋତ୍ସବ ପାଇଁ ରବିବାର ଭଦ୍ରକ ସହରର ପରିବେଶ ଗେରୁଆମୟ ହୋଇଥିବା ବେଳେ ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହୋଇଛି।…

୨୦୨୬ ଫେବୃଆରୀରେ ସରିବ ସମଲେଶ୍ୱରୀ ପ୍ରକଳ୍ପ: ମନ୍ତ୍ରୀ

ସମ୍ବଲପୁର,୬ା୪(ପ୍ରମୋଦ ବହିଦାର): ସମ୍ବଲପୁର ସମଲେଶ୍ୱରୀ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ କାମ ୨୦୨୬ ଫେବୃଆରୀ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ୨୦୨୫ ଅଗଷ୍ଟ ସୁଦ୍ଧା ଏହାର ଲୋକାର୍ପଣ ଲକ୍ଷ୍ୟ…

ବାଇକ୍‌ ଉପରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୨ ଜୀବନ, ଜଣେ ଗୁରୁତର

ସୋନପୁର,୬।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଖାରୀ-ବଲାଡି ରାସ୍ତାରେ ରବିବାର ଏକ ସର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବଲାଡି ପୋଲ ନିକଟରେ ବାଇକ୍‌କୁ ଏକ ହାଇଓ୍ବା ଧକ୍କା ଦେବା…

ଆକର୍ଷଣ ସାଜିଲା ତେର ଦଣ୍ଡ ମିଳନ: ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ

ବାଲିଗୁଡ଼ା,୬ା୪ (ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ତମ ବାର୍ଷିକ ତେର ଦଣ୍ଡ ମିଳନ ରବିବାର ଉଦ୍‌ଯାପିତ ହୋଇଯାଇଛି। ଏହାକୁ ଦେଖିବା…

WhatsApp ଆଣିଲା ନୂଆ ଫିଚର: ଏଣିକି ୟୁଜର ଷ୍ଟାଟସ୍ ଅପଡେଟ୍‌ରେ ଗୀତ ରଖିପାରିବେ

ନୂଆଦିଲ୍ଲୀ,୬।୪: ମେଟା-ମାଲିକାନାଧୀନ ପ୍ଲାଟଫର୍ମ ହ୍ୱାଟସଆପ୍ ଏକ ନୂତନ ଫିଚର ଆଣିଛି ଯାହା ୟୁଜରମାନଙ୍କୁ ସେମାନଙ୍କର ଷ୍ଟାଟସ୍ ଅପଡେଟରେ ଗୀତ ଯୋଡ଼ିବାକୁ ଅନୁମତି ଦେବ। ଏହି ଫିଚର, ଯାହା…