କୋଟିକୋଟି ଟଙ୍କା ହେର୍‌ଫେର୍‌ ଅଭିଯୋଗ: ୨ ଗିରଫ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋଟିଂ କୋଅପରେଟିଭ ସୋସାଇଟି ଉପରେ ଇଓଡବ୍ଲ୍ୟୁର ବଡ଼ ରେଡ୍‌। କୋଟି କୋଟି ଟଙ୍କାର ହେରଫେର…

ଦ୍ୱିତୀୟ ସ୍ବାମୀଙ୍କଠାରୁ ଭରଣପୋଷଣ ପାଇବାକୁ ମହିଳା ହକ୍‌ଦାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୨: ଜଣେ ମହିଳାଙ୍କ ପୂର୍ବ ବିବାହ ଆଇନତଃ କାଏମ୍‌ ରହିଥିଲେ ମଧ୍ୟ ସିଆର୍‌ପିସିର ଧାରା ୧୨୫ ଅନୁଯାୟୀ ସେ ତାଙ୍କ ଦ୍ୱିତୀୟ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି କରିବାକୁ…

ଆଉ ୩ ପଣବନ୍ଦୀଙ୍କୁ ମୁକ୍ତକଲା ହମାସ୍‌

ଦେଇର୍‌ ଅଲ୍‌-ବଲାହ,୮।୨: ଯୁଦ୍ଧବିରତି ଚୁକ୍ତିନାମା ଅନୁଯାୟୀ ହମାସ୍‌ ଶନିବାର ଆଉ ୩ଜଣ ପଣବନ୍ଦୀଙ୍କୁ ମୁକ୍ତ କରିଛି। ଏହି ଇସ୍ରାଏଲୀ ପଣବନ୍ଦୀମାନଙ୍କୁ ରେଡ୍‌କ୍ରସକୁ ହସ୍ତାନ୍ତର କରାଯାଇଛି। ଚୁକ୍ତିନାମା ଅନୁଯାୟୀ…

ଫେବୃଆରୀ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୮।୨: ଫେବୃଆରୀ ୧୦ ତାରିଖରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏହି ସମ୍ପର୍କରେ ସାଧାରଣ…

ଦିଲ୍ଲୀରେ ବମ୍ପର ବିଜୟ: କେନ୍ଦୁଝର ଭାଜପା ପାଳୁଛି ବିଜୟ ଉତ୍ସବ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିଲ୍ଲୀରେ ଭାଜପାର ଜବରଦସ୍ତ ବିଜୟ ପରେ କେନ୍ଦୁଝର ଭାଜପା ପକ୍ଷରୁ ଶନିବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟ ଉତ୍ସବ ପାଳିତ ହୋଇଛି। ଜିଲା…

ବିଲରେ ମହିଳାଙ୍କୁ ଚାପିଦେଲା ଟ୍ରାକ୍ଟର, ଆଉ ତା’ପରେ..

ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନ ଦେଶ ପଥର୍ଲା ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ଟ୍ରାକ୍ଟର ଚାପାରେ ଜଣେ ମହିଳାଙ୍କ…

ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ଏକାମ୍ର ଛକନିକଟରେ ଶନିବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିିଛି। ଘଟଣାସ୍ଥଳରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ, ସୋନପୁର…

ଭାଜପା ପାଳିଲା ବିଜୟ ଉତ୍ସବ

ଗଞ୍ଜାମ,୮ା୨(ବିଦ୍ୟାଧର ସାହୁ): ଦୀର୍ଘ ୨୬ ବର୍ଷ ପରେ ଦିଲ୍ଲୀରେ ସରକାର ଗଠନ କରିବ ଭାଜପା। ନିର୍ବାଚନରେ ଭାଜପା ଏକାକୀ ସରକାର ଗଠନ ପାଇଁ ଆବଶ୍ୟକ ମେଜିକ୍‌ ସଂଖ୍ୟା…

କିଏ ହେବ ଦିଲ୍ଲୀର ଆଗାମୀ ମୁଖ୍ୟମନ୍ତ୍ରୀ? CM ରେସ୍‌ରେ  BJPର ଏହି ୫ ନେତା ଆଗରେ…

ନୂଆଦିଲ୍ଲୀ,୮।୨: ଦୀର୍ଘ ୨୭ ବର୍ଷର ପ୍ରତୀକ୍ଷା ପରେ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଫେରିଛି । ୨୦୨୫ ନିର୍ବାଚନରେ ଆମ୍‌ ଆଦମୀ ପାର୍ଟି ଏକ…