Jasprit Bumrah IPL 2025: ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିବ ବଡ଼ ଝଟକା! ଫିଟ ହେବା ପରେ ବି ଖେଳିବେ ନାହିଁ ବୁମରା?

ନୂଆଦିଲ୍ଲୀ,୨।୪: ଜସପ୍ରିତ ବୁମରା ଆଘାତ ଯୋଗୁଁ ପଡ଼ିଆ ବାହାରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଭାରତର ଅଷ୍ଟ୍ରେଲିଆ ଗସ୍ତ ପରେ…

ମହିଳାଙ୍କର ଏହି ଯୋଜନାର ଡେଡ୍‌ଲାଇନକୁ ବଢାଇଲେ ସରକାର?

ନୂଆଦିଲ୍ଲୀ,୨।୪: ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ସରକାରଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା ସରକାରୀ ଯୋଜନା ‘ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର’କୁ 31 ମାର୍ଚ୍ଚ, 2025 ଠାରୁ…

BJDରେ ବଡ଼ ହଲଚଲ

ଭୁବନେଶ୍ୱର, ୨।୪: କେନ୍ଦ୍ର ସରକାରଙ୍କ ଦ୍ୱାରା ସଂସଦରେ ଉପସ୍ଥାପିତ ହେବାକୁ ଥିବା ଓ୍ବକଫ (ସଂଶୋଧନ) ବିଲ ୨୦୨୪କୁ ବିଜୁ ଜନତା ଦଳ (ବିଜେଡି) ବିରୋଧ କରିବ ବୋଲି…

ସାବଧାନ! ଆପଣଙ୍କ ଘର ମୂଳଦୁଆ ହୋଇପାରେ ଦୁର୍ବଳ: ରାଜ୍ୟରେ ମିଳୁଛି ନକଲି ଲୁହାଛଡ଼

ଭୁବନେଶ୍ୱର,୨।୪: ରାଜ୍ୟରେ ମିଳୁଥିବା ପ୍ରତ୍ୟେକ ମୂଲ୍ୟବାନ ସାମଗ୍ରୀଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ବ୍ୟବହୃତ ହେଉଥିବା ଲୁହାଛଡ଼ ମଧ୍ୟ ନକଲି ମିଳୁଛି। ଗତ ପାଞ୍ଚ ବର୍ଷ…

ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କ ପରଲୋକ

ପଦ୍ମପୁର,୨ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପାର ବରିଷ୍ଠ ନେତା ସତ୍ୟବାନ ଅଗ୍ରଓ୍ବାଲଙ୍କ ୭୦ବର୍ଷ ବୟସରେ ପଦ୍ମପୁରସ୍ଥିତ ବାସଭବନରେ ମଙ୍ଗଳବାର ରାତିରେ…

ପାକିସ୍ତାନରେ ପୁଣି ମହଙ୍ଗା ମାଡ଼: ପିଆଜ, ଟମାଟୋ, ଚିକେନ ସବୁ ହେଲା ମହଙ୍ଗା

ଇସଲାମାବାଦ,୨।୪: ପାକିସ୍ତାନରେ ମୁଦ୍ରାସ୍ଫୀତିକୁ ନେଇ ପୁଣିଥରେ ଉତ୍ତେଜନା ପ୍ରକାଶ ପାଇଛି। ଦୋକାନୀ ଏବଂ କ୍ରେତା ଉଭୟ ମୁଦ୍ରାସ୍ଫୀତି ଯୋଗୁଁ କଷ୍ଟ ପାଉଛନ୍ତି। ରମଜାନ ସରିଗଲା କିନ୍ତୁ ସାମଗ୍ରୀର…

କିଏ ସେହି ପୁନମ ଗୁପ୍ତା, ଯିଏ ଥିଲେ ମୋଦିଙ୍କ ଅର୍ଥନୈତିକ ପରାମର୍ଶଦାତା, ଏବେ ହେବେ RBIର ଡେପୁଟି ଗଭର୍ନର

ନୂଆଦିଲ୍ଲୀ,୨।୪: RBIର ଡେପୁଟି ଗଭର୍ନର ହେବାକୁ ଯାଉଛନ୍ତି ଜଣେ ମହିଳା। ନ୍ୟାଶନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ (NCAER)ର ମହାନିର୍ଦ୍ଦେଶକ ପୁନମ ଗୁପ୍ତା ଡେପୁଟି ଗଭର୍ନର…

କେନ୍ଦ୍ର ଗୃହମନ୍ତ୍ରୀଙ୍କ ବସ୍ତର ଗସ୍ତ ପୂର୍ବରୁ ଭୟରେ ମାଓବାଦୀ; ଶାନ୍ତି ଆଲୋଚନା ପାଇଁ କଲେ ଅପିଲ୍

ମାଲକାନଗିରି,୨।୪: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଦେଶରେ ମାଓବାଦୀଙ୍କ ସମୁଳ ନାଶ କରିବା ପାଇଁ ନିର୍ଦ୍ଦେଶ ଦେବା ପରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ପକ୍ଷରୁ ଅଭିଯାନ ଜୋରଦାର…

ଦିନେ ଗୁପଚୁପ ବିକ୍ରି କରୁଥିବା Yashasvi Jaiswal ଯେଉଁ ଟିମ ପାଇଁ ହୋଇଥିଲେ ସୁପରଷ୍ଟାର, ଆଜି ଛାଡିବାକୁ ଯାଉଛନ୍ତି ସେହି ଟିମକୁ…

ନୂଆଦିଲ୍ଲୀ,୨।୪: ମୁମ୍ବାଇ ଦଳର ଓପନର ଯଶସ୍ବୀ ଜୟସୱାଲ ମଙ୍ଗଳବାର ମୁମ୍ବାଇ କ୍ରିକେଟ ଆସୋସିଏସନକୁ ଏକ ମେଲ ଲେଖିଥିଲେ। ଇଣ୍ଡିଆନ ଏକ୍ସପ୍ରେସର ରିପୋର୍ଟ ଅନୁଯାୟୀ, ଯଶସ୍ବୀ ଜୟସୱାଲ ଖୁବ…

୨୪ଘଣ୍ଟାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା, ଆର୍ଲଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨।୪: ପାଣିପାଗକୁ ନେଇ ବଡ଼ ଅପଡେଟ । ଆସୁଛି ବଡ଼ ବର୍ଷା । କେବଳ ସେତିକି ନୁହେଁ ୫ ଦିନ ଯାଏ କୁଆପଥର ବର୍ଷା ହେବା ନେଇ…